ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।୬ ଜୁନ୍ରେ ଜମ୍ମୁ ଏବଂ କାଶ୍ମୀର ଯିବେ ପ୍ରଧାନମନ୍ତ୍ରୀ
June 04th, 12:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୬ ତାରିଖ ଦିନ ଜମ୍ମୁ ଏବଂ କାଶ୍ମୀର ଗସ୍ତ କରିବେ । ଏହି ଅଞ୍ଚଳରେ ରେଳ ଭିତ୍ତିଭୂମି ଏବଂ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ସକାଳ ପ୍ରାୟ ୧୧ଟା ସମୟରେ ଚେନାବ ସେତୁ ଉଦ୍ଘାଟନ କରିବେ ଏବଂ ସେତୁ ଡେକ୍ ପରିଦର୍ଶନ କରିବେ । ଏହା ପରେ, ସେ ଅଞ୍ଜି ସେତୁ ପରିଦର୍ଶନ ଏବଂ ଉଦ୍ଘାଟନ କରିବେ । ସେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହା ପରେ, ସେ କାଟରାଠାରେ ୪୬,୦୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବା ସହ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଉତ୍ତରାଖଣ୍ଡର ଡେରାଡୁନରେ 38ତମ ଜାତୀୟ କ୍ରୀଡା ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 09:36 pm
ଦେବଭୂମି ଉତ୍ତରାଖଣ୍ଡର ରାଜ୍ୟପାଳ ଗୁରମିତ୍ ସିଂହ ଜୀ, ଯୁବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଜୀ, ମୋର ମନ୍ତ୍ରିମଣ୍ଡଳର ସହଯୋଗୀ ଅଜୟ ଟମ୍ଟା ଜୀ, ରକ୍ଷା ଖଡ଼ସେ ଜୀ, ଉତ୍ତରାଖଣ୍ଡ ବିଧାନସଭାର ବାଚସ୍ପତି ରିତୁ ଖଣ୍ଡୁରୀ ଜୀ, କ୍ରୀଡ଼ା ମନ୍ତ୍ରୀ ରେଖା ଆର୍ଯ୍ୟ ଜୀ, ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସଭାପତି କ୍ରିସ୍ ଜେନକିନ୍ସ ଜୀ, ଆଇଓଏର ସଭାପତି ପି।ଟି ଉଷା ଜୀ, ସାଂସଦ ମହେନ୍ଦ୍ର ଭଟ୍ଟ ଜୀ, ଜାତୀୟ କ୍ରୀଡ଼ାରେ ଭାଗ ନେବାକୁ ଆସିଥିବା ସମସ୍ତ ଖେଳାଳି ଏବଂ ଅନନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି!ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଯୁବକମାନଙ୍କ ଶକ୍ତିରେ ଉତ୍ତରାଖଣ୍ଡ ଆଜି ଉଜ୍ଜ୍ୱଳ ହୋଇଉଠିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାବା କେଦାରନାଥ, ବଦ୍ରିନାଥ ଏବଂ ମା’ ଗଙ୍ଗାଙ୍କ ଆଶୀର୍ବାଦରେ ଆଜି ୩୮ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେଉଛି। ଉତ୍ତରାଖଣ୍ଡ ଗଠନ ହେବାର ଏହା ୨୫ତମ ବର୍ଷ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ସମଗ୍ର ଦେଶର ଯୁବ କ୍ରୀଡ଼ାବିତମାନେ ଏହି ଯୁବ ରାଜ୍ୟରେ ନିଜର ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଏକ ସୁନ୍ଦର ଚିତ୍ର ପ୍ରଦର୍ଶିତ ହୋଇଛି। ଜାତୀୟ କ୍ରୀଡ଼ାର ଏହି ସଂସ୍କରଣରେ ଅନେକ ସ୍ଥାନୀୟ ଖେଳକୁ ସାମିଲ କରାଯାଇଛି ଏବଂ ଏହାର ବିଷୟବସ୍ତୁ ‘ସବୁଜ କ୍ରୀଡ଼ା’ ରଖାଯାଇଛି କାରଣ ଏଥିରେ ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯାଇଛି। ଏହି ବିଷୟବସ୍ତୁ ଉପରେ ବିସ୍ତୃତ ଭାବେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଇ-ବର୍ଜ୍ୟବସ୍ତୁରୁ ଟ୍ରଫି ଏବଂ ପଦକ ମଧ୍ୟ ପ୍ରସ୍ତୁତ କରାଯାଇଛି ଏବଂ ପ୍ରତ୍ୟେକ ପଦକ ବିଜେତାଙ୍କ ନାମରେ ଏକ ବୃକ୍ଷ ରୋପଣ କରାଯିବ, ଯାହା ଏକ ବଡ଼ ପଦକ୍ଷେପ। ଚମତ୍କାର ପ୍ରଦର୍ଶନ ପାଇଁ ସେ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଉତ୍ତରାଖଣ୍ଡ ସରକାର ଏବଂ ଜନସାଧାରଣଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।ଶ୍ରଦ୍ଧାଳୁ ମାନଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ଆଣିବାକୁ ଆମ ସରକାର ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ
January 13th, 06:17 pm
ସାଉଦିଆରବର ହଜ୍ ଏବଂ ଉମରା ମନ୍ତ୍ରୀ ତୌଫିକ୍ ବିନ୍ ଫୱଜାନ୍ ଅଲ୍ ରବିୟାଙ୍କ ସହ ହୋଇଥିବା ହଜ୍ ଚୁକ୍ତିନାମା-୨୦୨୫କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଏହି ଚୁକ୍ତିନାମା ଭାରତର ହଜ୍ ତୀର୍ଥଯାତ୍ରୀ ମାନଙ୍କ ପାଇଁ ଏକ ଚମତ୍କାର ଖବର । ‘ଆମ ସରକାର ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ସୁନିଶ୍ଚିତ କରିବାକୁ ପ୍ରତିବଦ୍ଧ ।’ଅମରନାଥ ଯାତ୍ରାରମ୍ଭ ପରେ ତୀର୍ଥଯାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
June 29th, 01:06 pm
ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହୋଇଥିବାରୁ ସମସ୍ତ ତୀର୍ଥଯାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି ।ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 08th, 01:00 pm
ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 08th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ତୀର୍ଥସ୍ଥଳୀ ପରିଷ୍କାର ରଖିବା ପାଇଁ ଭକ୍ତମାନଙ୍କ ଆଗ୍ରହକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
May 30th, 08:30 pm
ପୂଜା ସ୍ଥଳୀଗୁଡିକୁ ପରିଷ୍କାର ରଖିବା ପାଇଁ ତୀର୍ଥଯାତ୍ରୀଙ୍କ ମଧ୍ୟରେ ବଢୁଥିବା ଆଗ୍ରହକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।Start-ups are reflecting the spirit of New India: PM Modi during Mann Ki Baat
May 29th, 11:30 am
During Mann Ki Baat, Prime Minister Narendra Modi expressed his joy over India creating 100 unicorns. PM Modi said that start-ups were reflecting the spirit of New India and he applauded the mentors who had dedicated themselves to promote start-ups. PM Modi also shared thoughts on Yoga Day, his recent Japan visit and cleanliness.ପ୍ରଧାନମନ୍ତ୍ରୀ ୨ଠ ଅକ୍ଟୋବର ଦିନ ଉତ୍ତର ପ୍ରଦେଶ ଯାତ୍ରା କରିବେଏବଂ କୁଶୀନଗର ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଉଦଘାଟନ କରିବେ
October 19th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨ଠ ଅକ୍ଟୋବର, ୨ଠ୨୧ ଦିନ ଉତ୍ତର ପ୍ରଦେଶ ଯାତ୍ରା କରିବେ । ପ୍ରଧାନମନ୍ତ୍ରୀ ସକାଳ ପ୍ରାୟ ୧ଠଟା ସମୟରେ କୁଶୀନଗର ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଉଦଘାଟନ କରିବେ । ଏହାପରେ, ପ୍ରାୟ ୧୧.୩ଠ ମିନିଟ ସମୟରେ, ସେ ମହାପରିନିର୍ବାଣ ମନ୍ଦିରରେ ଅଭିଧମ୍ମ ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀ ଅପରାହ୍ଣ ପ୍ରାୟ ୧.୧୫ ମିନିଟରେ କୁଶୀନଗର ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବା ପାଇଁ ଏକ ସାର୍ବଜନିକ ସମାରୋହରେ ଯୋଗଦେବେ ।Didi talking about 'Duare Sarkar' but she will be shown door on May 2: PM Modi in Kanthi, West Bengal
March 24th, 11:03 am
Ahead of the first phase of polling in West Bengal assembly election, PM Modi addressed public meeting at Kanthi, West Bengal today. PM Modi said, “This is a very crucial time for first time voters and youth aged around 25 in Bengal. They have the responsibility to build the future of Bengal and thus, 'Ashol Poriborton' is the need of the hour.PM Modi addresses public meeting at Kanthi, West Bengal
March 24th, 11:00 am
Ahead of the first phase of polling in West Bengal assembly election, PM Modi addressed public meeting at Kanthi, West Bengal today. PM Modi said, “This is a very crucial time for first time voters and youth aged around 25 in Bengal. They have the responsibility to build the future of Bengal and thus, 'Ashol Poriborton' is the need of the hour.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟରେ ତିନୋଟି ପ୍ରମୁଖ ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 24th, 10:49 am
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ନିତିନ ପଟେଲ ମହାଶୟ, ଗୁଜରାଟ ଭାଜପା ପ୍ରଦେଶ ଅଧ୍ୟକ୍ଷ ଏବଂ ସାଂସଦ, ଶ୍ରୀ ସି. ଆର. ପାଟିଲ ମହାଶୟ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ମୋର କୃଷକ ସାଥୀମାନେ, ଗୁଜରାଟର ସମସ୍ତ ଭାଇ ଓ ଭଉଣୀମାନେ!ଗୁଜରାଟରେ 3ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
October 24th, 10:48 am
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଦ୍ୱାରା ଗୁଜରାଟର ଚାଷୀମାନଙ୍କ ପାଇଁ କିଷାନ ସୂର୍ଜ୍ୟୋଦୟ ଯୋଜନା ଉଦ୍ଘାଟିତ ହୋଇଛି । ଏହି ଯୋଜନାରେ ଚାଷୀମାନଙ୍କୁ 16 ଘଣ୍ଟା ପର୍ଯ୍ୟନ୍ତ ଦୈନିକ ବିଜୁଳି ଯୋଗାଇ ଦିଆଯିବ । ସେ ମଧ୍ୟ ୟୁଏନ୍ ମେହେତା ହୃଦ୍ରୋଗ ଓ ଗବେଷଣା ପ୍ରତିଷ୍ଠାନ ସହିତ ସଂଯୁକ୍ତ ଥିବା ଏକ ଶିଶୁ ହୃଦ୍ ଚିକିତ୍ସାଳୟକୁ ଉଦ୍ଘାଟନ କରିଛନ୍ତି । ଏହା ସହିତ ଟେଲି କାର୍ଡିଓଲଜି ସେବା ଯୋଗାଣ ପାଇଁ ଅହମ୍ମଦାବାଦ ସିଭିଲ ହସ୍ପିଟାଲରେ ଏକ ମୋବାଇଲ ଆପ୍ଳିକେସନର ଶୁଭାରମ୍ଭ କରିଛନ୍ତି । ଏହାଛଡା ଗିରନାରଠାରେ ନବନିର୍ମିତ ଏକ ରଜୁପଥ ବା ରୋପୱେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି ।Lasting solutions can come from the ideals of Lord Buddha: PM Modi
July 04th, 09:05 am
PM Narendra Modi addressed Dharma Chakra Diwas celebration via video conferencing. He said, Buddhism teaches respect — Respect for people. Respect for the poor. Respect for women. Respect for peace and non-violence. Therefore, the teachings of Buddhism are the means to a sustainable planet.PM Modi addresses Dharma Chakra Diwas celebration via video conferencing
July 04th, 09:04 am
PM Narendra Modi addressed Dharma Chakra Diwas celebration via video conferencing. He said, Buddhism teaches respect — Respect for people. Respect for the poor. Respect for women. Respect for peace and non-violence. Therefore, the teachings of Buddhism are the means to a sustainable planet.Aatmanirbhar Uttar Pradesh Rojgar Abhiyan will boost local entrepreneurship & provide employment opportunities: PM
June 26th, 11:01 am
PM Narendra Modi launched Atma Nirbhar Uttar Pradesh Rojgar Abhiyan to provide employment to migrant workers and those who lost work due to coronavirus lockdown. During his address, PM Modi applauded Uttar Pradesh CM Yogi Adityanath and the people of the state for fighting against coronavirus. He said that UP has set an example by performing better than the US and several other developed nations in combating COVID-19.Prime Minister inaugurates 'Aatma Nirbhar Uttar Pradesh Rojgar Abhiyan'
June 26th, 11:00 am
PM Narendra Modi launched Atma Nirbhar Uttar Pradesh Rojgar Abhiyan to provide employment to migrant workers and those who lost work due to coronavirus lockdown. During his address, PM Modi applauded Uttar Pradesh CM Yogi Adityanath and the people of the state for fighting against coronavirus. He said that UP has set an example by performing better than the US and several other developed nations in combating COVID-19.