India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।ଦିଲ୍ଲୀର ଯଶୋଭୂମିରେ ‘ସେମିକନ୍ ଇଣ୍ଡିଆ -୨୦୨୫’ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 02nd, 10:40 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ, ସେମି’ର ଅଧ୍ୟକ୍ଷ ଅଜିତ ମନୋଚା, ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀ, ବିଭିନ୍ନ ଦେଶରୁ ଏଠାରେ ଉପସ୍ଥିତ ଆମର ଅତିଥି, ଷ୍ଟାର୍ଟ-ଅପ୍ ସହିତ ସମ୍ପୃକ୍ତ ଉଦ୍ୟୋଗୀ, ବିଭିନ୍ନ ରାଜ୍ୟର ମୋର ଯୁବ ଛାତ୍ର ବନ୍ଧୁ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ନୂଆଦିଲ୍ଲୀରେ ସେମିକନ୍ ଇଣ୍ଡିଆ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି ନୂଆଦିଲ୍ଲୀର ଯଶୋଭୂମିଠାରେ ସେମିକନ୍ ଇଣ୍ଡିଆ - ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଏବଂ ବିଦେଶର ସେମିକଣ୍ଡକ୍ଟର ଶିଳ୍ପର ସିଇଓ ଏବଂ ସେମାନଙ୍କ ସହଯୋଗୀଙ୍କ ଉପସ୍ଥିତିକୁ ସ୍ୱୀକାର କରିଛନ୍ତି। ସେ ବିଭିନ୍ନ ଦେଶରୁ ଆସିଥିବା ବିଶିଷ୍ଟ ଅତିଥି, ଷ୍ଟାର୍ଟ-ଅପ୍ ସହ ଜଡିତ ଉଦ୍ୟୋଗୀ ଏବଂ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଛନ୍ତି।The world acknowledges today that India possesses two infinite powers - Demography & Democracy: PM Modi
July 12th, 11:30 am
PM Modi addressed the Rozgar Mela and distributed appointment letters to newly appointed youth. He emphasized them that their common goal is national service, guided by the principle of Citizen First. The PM described the current phase as a Mahayagya of development, a national mission dedicated to poverty eradication and employment generation and called on the country’s youth to take this mission forward.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 12th, 11:00 am
ପ୍ରଧାନମନ୍ତ୍ରୀ ଭାରତର ଜନସଂଖ୍ୟାଗତ ଏବଂ ଗଣତାନ୍ତ୍ରିକ ଭିତ୍ତିଭୂମିର ଅତୁଳନୀୟ ଶକ୍ତି ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ବିଶ୍ୱର ସର୍ବାଧିକ ଯୁବ ଜନସଂଖ୍ୟା ଏବଂ ସର୍ବବୃହତ ଗଣତନ୍ତ୍ର ସହିତ, ଭାରତରେ ଘରୋଇ ଏବଂ ବିଶ୍ୱ ସ୍ତରରେ ଭବିଷ୍ୟତକୁ ଗଢ଼ିବାର ଅନନ୍ୟ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବିଶାଳ ଯୁବ ବାହିନୀ ଭାରତର ସର୍ବୋତ୍ତମ ସମ୍ପତ୍ତି ଏବଂ ସରକାର ଏହି ପୁଞ୍ଜିକୁ ଦୀର୍ଘକାଳୀନ ସମୃଦ୍ଧିର ଉତ୍ପ୍ରେରକରେ ପରିଣତ କରିବା ପାଇଁ ପ୍ରୟାସରେ ସ୍ଥିର ରହିଛି।ଇଣ୍ଡିଆ ଷ୍ଟିଲ 2025 କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
April 24th, 02:00 pm
ଆଜି ଏବଂ ଆଗାମୀ ଦୁଇ ଦିନ ମଧ୍ୟରେ, ଆମେ ଭାରତର ଉଦୀୟମାନ କ୍ଷେତ୍ର ଇସ୍ପାତ କ୍ଷେତ୍ରର ସାମର୍ଥ୍ୟ ଏବଂ ଦକ୍ଷତା ବିଷୟରେ ବ୍ୟାପକ ଆଲୋଚନା କରିବୁ। ଏହା ଏପରି ଏକ କ୍ଷେତ୍ର, ଯାହା ଭାରତର ପ୍ରଗତିର ମେରୁଦଣ୍ଡ, 'ଯାହା ବିକଶିତ ଭାରତ’ ପାଇଁ ଏକ ସୁଦୃଢ଼ ମୂଳଦୁଆ, ଏବଂ ଦେଶରେ ପରିବର୍ତ୍ତନର ଏକ ନୂତନ ଅଧ୍ୟାୟ ସୃଷ୍ଟି କରୁଛି। ଇଣ୍ଡିଆ ଷ୍ଟିଲ୍ 2025 କୁ ମୁଁ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ମୋର ବିଶ୍ୱାସ ଅଛି ଯେ ଏହି କାର୍ଯ୍ୟକ୍ରମରେ ନୂତନ ଚିନ୍ତାଧାରା ବାଣ୍ଟିବା, ନୂତନ ଭାଗିଦାରୀ ସୃଷ୍ଟି କରିବା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ନୂତନ ଲଞ୍ଚ ପ୍ୟାଡ୍ ଭାବରେ କାର୍ଯ୍ୟ କରିବ। ଏହା ଇସ୍ପାତ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟର ମୂଳଦୁଆ ପକାଇବ।ଇଣ୍ଡିଆ ଷ୍ଟିଲ 2025 କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 24th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ମୁମ୍ବାଇରେ ଇଣ୍ଡିଆ ଷ୍ଟିଲ୍ 2025 କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ଆଗାମୀ ଦୁଇ ଦିନରେ, ଭାରତର ଉଦୀୟମାନ କ୍ଷେତ୍ର - ଇସ୍ପାତ ଶିଳ୍ପର ସମ୍ଭାବନା ଏବଂ ସୁଯୋଗ ଉପରେ ଆଲୋଚନା ହେବ। ସେ କହିଥିଲେ ଯେ ଏହି କ୍ଷେତ୍ର ଭାରତର ପ୍ରଗତିର ମୂଳଦୁଆ ଗଠନ କରେ, ଏକ ବିକଶିତ ଭାରତର ଭିତ୍ତିଭୂମିକୁ ମଜବୁତ କରେ ଏବଂ ଦେଶରେ ପରିବର୍ତ୍ତନର ଏକ ନୂତନ ଅଧ୍ୟାୟ ଲେଖିଥାଏ। ପ୍ରଧାନମନ୍ତ୍ରୀ ଇଣ୍ଡିଆ ଷ୍ଟିଲ୍ 2025କୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ନୂତନ ଚିନ୍ତାଧାରା ଆଦାନପ୍ରଦାନ, ନୂତନ ସହଭାଗୀତା ଗଠନ ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଲଞ୍ଚପ୍ୟାଡ୍ ଭାବରେ କାର୍ଯ୍ୟ କରିବ ବୋଲି ବିଶ୍ୱାସ ପ୍ରକାଶ କରିଥିଲେ । ସେ ଜୋର ଦେଇ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ ଇସ୍ପାତ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟର ମୂଳଦୁଆ ସ୍ଥାପନ କରିବ।ଏମ୍. ଏସ୍. ଏମ୍. ଇ. କ୍ଷେତ୍ର ଉପରେ ବଜେଟ୍ ପରବର୍ତ୍ତୀ ତିନୋଟି ୱେବିନାରକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 04th, 01:00 pm
କ୍ୟାବିନେଟର ମୋର ସମସ୍ତ ସହଯୋଗୀ, ଅର୍ଥ ଏବଂ ଅର୍ଥ ନୀତି ବିଶେଷଜ୍ଞ, ହିତାଧିକାରୀ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 04th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) କ୍ଷେତ୍ରର ଅଭିବୃଦ୍ଧି, ଉତ୍ପାଦନ, ରପ୍ତାନି ଏବଂ ଆଣବିକ ଶକ୍ତି ମିଶନ, ନିୟନ୍ତ୍ରଣ, ନିବେଶ ଏବଂ ବ୍ୟବସାୟ କରିବାରେ ସହଜତା ଆଦି ବିଷୟ ଉପରେ ଏହି ୱେବିନାର ଆୟୋଜନ କରାଯାଇଥିଲା। ଏହି ଅବସରରେ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଉତ୍ପାଦନ ଏବଂ ରପ୍ତାନି ଉପରେ ଆୟୋଜିତ ଏହି ବଜେଟ୍ ପରବର୍ତ୍ତୀ ୱେବିନାର୍ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହି ବଜେଟକୁ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ବୋଲି ଉଲ୍ଲେଖ କରି ସେ ଗୁରୁତ୍ୱାରୋପ କରିଥିଲେ ଯେ ଏହି ବଜେଟର ସବୁଠାରୁ ଉଲ୍ଲେଖନୀୟ ଦିଗ ହେଉଛି ଏହାର ଆଶାନୁରୂପ ଫଳାଫଳ । ବିଭିନ୍ନ କ୍ଷେତ୍ରରେ ବିଶେଷଜ୍ଞଙ୍କ ଆଶାଠାରୁ ଅଧିକ ପଦକ୍ଷେପ ସରକାର ନେଇଛନ୍ତି ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ। ଚଳିତ ବଜେଟରେ ଉତ୍ପାଦନ ଏବଂ ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ସେ ଉଲ୍ଲେଖ କରିଛନ୍ତି।