ଆସନ୍ତାକାଲି ଠାରୁ ଦୁଇ ଦିନିଆ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

April 30th, 03:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଏବଂ ୨ ତାରିଖରେ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶକୁ ଦୁଇ ଦିନିଆ ଗସ୍ତ କରିବେ। ସେ ଆସନ୍ତାକାଲି ମୁମ୍ବାଇ ଯାତ୍ରା କରିବେ ଏବଂ ସକାଳ ପ୍ରାୟ ସାଢ଼େ ୧୦ ଟାରେ, ସେ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ (ୱେଭ୍ସ)କୁ ଉଦଘାଟନ କରିବେ।