ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ କୋଠା ଭୁଶୁଡ଼ିବା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
March 23rd, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ କୋଠା ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଆନ୍ଧ୍ରପ୍ରଦେଶର କାକିନାଡ଼ାରେ କାରଖାନା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 06:45 pm
ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶର କାକିନାଡା ଜିଲ୍ଲାର ଏକ କାରଖାନାରେ ହୋଇଥିବା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଉତ୍ତରାଖଣ୍ଡର ପିଥୋରାଗଡ଼ରେ ସଡ଼କ ଦୁର୍ଘଟଣାରେ ଜୀବନହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
July 15th, 10:02 pm
ଉତ୍ତରାଖଣ୍ଡର ପିଥୋରାଗଡ଼ରେ ଏକ ସଡ଼କ ଦୁର୍ଘଟଣାରେ ଜୀବନହାନୀ ପାଇଁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫ ରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
April 30th, 09:53 am
ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।ପ୍ରଧାନମନ୍ତ୍ରୀ କୋଲକାତା ଅଗ୍ନିକାଣ୍ଡରେ ଲୋକଙ୍କ ପ୍ରାଣହାନି ପାଇଁ ଦୁଃଖ ପ୍ରକାଶ କଲେ
April 30th, 09:46 am
କୋଲକାତାରେ ଅଗ୍ନିକାଣ୍ଡରେ ଲୋକଙ୍କ ମୃତୁ୍ୟ ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।ଗୁଜରାଟର ବନସକନ୍ଥାରେ ବାଣ କାରଖାନା ବିସ୍ଫୋରଣରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
April 01st, 07:32 pm
ଗୁଜରାଟର ବନସକନ୍ଥାରେ ଆଜି ଏକ ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ପ୍ରାଣହାନି ଘଟଣା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।Prime Minister condoles loss of lives in a bus accident in Sikar, Rajasthan
October 29th, 07:33 pm
Prime Minister Shri Narendra Modi today condoled the loss of lives in a bus accident in Sikar, Rajasthan. Prime Minister Modi also announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.ତାମିଲନାଡୁର ତିରୁପଥୁରରେ ସଡକ ଦୁର୍ଘଟଣାରେ ହୋଇଥିବା ଜୀବନହାନୀ ପାଇଁ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
September 11th, 07:22 pm
ତାମିଲନାଡୁର ତିରୁପାଥୁରରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ଜୀବନହାନୀ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଚମୋଲି ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା
July 19th, 09:51 pm
‘ଚମୋଲିରେ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’ମହାରାଷ୍ଟ୍ରର ଧୁଲେରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 04th, 11:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଧୁଲେରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମଏନଆରଏଫ୍ ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।ଉତ୍ତରପ୍ରଦେଶର ଫତେପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
May 16th, 09:38 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଫତେପୁର ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଜୀବନ ହାନି ଯୋଗୁ ଶୋକ ପ୍ରକାଶ କରିଛନ୍ତି । ଏଥିସହ ଶ୍ରୀ ମୋଦୀ ମୃତକଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲଫ୍ ଫଣ୍ଡ(ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ଚନ୍ଦୋସି ଏବଂ ସିକନ୍ଦରାବାଦର ପୀଡିତ ମାନଙ୍କ ନିମନ୍ତେ ପିଏମଏନଆରଏଫରୁ ପ୍ରଧାନମନ୍ତ୍ରୀ ଅନୁଦାନ ରାଶି ଘୋଷଣା କରିଛନ୍ତି
March 17th, 09:27 pm
ଚନ୍ଦୋସି ଏବଂ ସିକନ୍ଦରାବାଦର ପୀଡିତ ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନ୍ଆରଏଫ୍) ପକ୍ଷରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁଦାନ ରାଶି ଘୋଷଣା କରିଛନ୍ତି ।ପୁଞ୍ଚରେ ଏକ ଦୁର୍ଘଟଣାରେ ମୃତକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
September 14th, 04:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଞ୍ଚରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
August 25th, 11:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ପିଏମଏନଆରଏଫ୍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ
July 18th, 02:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ) ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।ମୁମ୍ବାଇ ଠାରେ କୋଠା ଭୁଷୁଡି ଘଟଣାରେ ମୃତକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
June 28th, 10:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇ ଠାରେ କୋଠା ଭୁଷୁଡି ଘଟଣାରେ ମୃତକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ ମଧ୍ୟ ପିଏମ୍ଏନ୍ଆରଏଫ୍ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।କର୍ଣ୍ଣାଟକର ହୁବଲିରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
May 24th, 06:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ହୁବଲିରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶରେ ଏକ କାରଖାନା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି
February 22nd, 02:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶରେ ଘଟିଥିବା କାରଖାନା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ୍) ରୁ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡର ଚମ୍ପାୱତରେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି
February 22nd, 12:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଚମ୍ପାୱତରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ୍) ରୁ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।ପଶ୍ଚିମବଙ୍ଗର ନଦିଆରେ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
November 28th, 06:02 pm
ପଶ୍ଚିମବଙ୍ଗର ନଦିଆରେ ହୋଇଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।