The aspirations, skills and potential of our youth shape the path to a Viksit Bharat: PM Modi at VBRY programme
June 19th, 05:15 pm
Addressing beneficiaries, industry representatives and stakeholders of the PM Viksit Bharat Rozgar Yojana, PM Modi disbursed incentives worth around ₹2,400 crore and highlighted the government's commitment to empowering India's youth and boosting employment generation. He described PM-VBRY as a bridge between youth and industry, noting that the scheme has supported the creation of 15 lakh jobs and brought nearly 70 lakh first-time employees under social security.ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
June 19th, 05:00 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ଛଅ ବର୍ଷ ଉପରେ ଆଲୋକପାତ କରିବା ସହିତ ହିତାଧିକାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
June 01st, 12:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ଛଅ ବର୍ଷ ଉପରେ ଆଲୋକପାତ କରିଛନ୍ତି ଏବଂ ସାରା ଦେଶରେ ରାସ୍ତାକଡ଼ ବିକ୍ରେତାଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ଏହାର ଭୂମିକାକୁ ରେଖାଙ୍କିତ କରିଛନ୍ତି।ରୋଜଗାର ମେଳା ଅନ୍ତର୍ଗତ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:15 am
ଆଜି ଦେଶବ୍ୟାପୀ ହଜାର ହଜାର ଯୁବକ ଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ।ଆଜି ୫୧ ହଜାରରୁ ଅଧିକ ଯୁବକ-ଯୁବତୀ ସରକାରୀ ଚାକିରିର ନିଯୁକ୍ତିପତ୍ର ପାଇଛନ୍ତି। ଆଜି, ଆପଣମାନେ ସମସ୍ତେ ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦାୟିତ୍ବପୂର୍ଣ୍ଣ ଅଂଶୀଦାର ହେବାକୁ ଯାଉଛନ୍ତି। ଆପଣମାନେ ରେଳବାଇ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଆହୁରି ଅନେକ କ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ପୂରଣ କରିବାରେ ଆପଣମାନେ ସମସ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।ରୋଜଗାର ମେଳା ଅବସରରେ ନବନିଯୁକ୍ତ ୫୧,୦୦୦ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 11:00 am
୧୯ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ପ୍ରତିଷ୍ଠାନରେ ନୂଆକରି ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧିତ କରି ସେ ଏହି ଅବସରକୁ ସାରା ଦେଶର ହଜାର ହଜାର ଯୁବକଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଥିଲେ। ସରକାରୀ ସେବାରେ ନୂତନ ପ୍ରବେଶକାରୀଙ୍କୁ ସ୍ୱାଗତ କରି, ସେ ରେଳ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମେତ ଭାରତର ବିକାଶରେ ସେମାନଙ୍କର ଆଗାମୀ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ବର୍ଷଗୁଡ଼ିକରେ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ।TMC only abuses, threatens, spreads lies: PM Modi in Barrackpore, West Bengal
April 27th, 12:00 pm
Ahead of the second phase of the West Bengal Assembly elections, Prime Minister Narendra Modi today addressed a massive rally in Barrackpore, energising the crowd with a powerful and emotive speech. Drawing from history to the present, PM Modi invoked Barrackpore’s legacy as the cradle of India’s first war of independence in 1857, positioning it as a symbol of change once again. “Barrackpore paving way for change in Bengal”, he added.PM Modi’s high-octane address electrifies Barrackpore
April 27th, 11:30 am
Ahead of the second phase of the West Bengal Assembly elections, Prime Minister Narendra Modi today addressed a massive rally in Barrackpore, energising the crowd with a powerful and emotive speech. Drawing from history to the present, PM Modi invoked Barrackpore’s legacy as the cradle of India’s first war of independence in 1857, positioning it as a symbol of change once again. “Barrackpore paving way for change in Bengal”, he added.ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।LDF and UDF have pushed Kerala into corruption, misgovernance and appeasement politics: PM Modi in Thiruvananthapuram
January 23rd, 11:47 am
Prime Minister Narendra Modi today addressed a massive public rally in Thiruvananthapuram, Kerala, where he expressed gratitude for the warm reception and overwhelming public enthusiasm. He said that every visit to Kerala fills him with affection and energy and noted that the atmosphere in Thiruvananthapuram reflected a renewed sense of hope and confidence for change in the state.Huge crowd turns up as PM Modi addresses rally in Thiruvananthapuram, Kerala
January 23rd, 11:43 am
Prime Minister Narendra Modi today addressed a massive public rally in Thiruvananthapuram, Kerala, where he expressed gratitude for the warm reception and overwhelming public enthusiasm. He said that every visit to Kerala fills him with affection and energy and noted that the atmosphere in Thiruvananthapuram reflected a renewed sense of hope and confidence for change in the state.କେରଳର ଥିରୁବନନ୍ତପୁରମରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 23rd, 11:00 am
କେରଳର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର, ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ବିଭିନ୍ନ ସ୍ଥାନରୁ ଯୋଡ଼ି ହୋଇଥିବା କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ, ଥିରୁବନନ୍ତପୁରମର ଗୌରବ ଏବଂ ନବନିର୍ବାଚିତ ମେୟର, ମୋର ପୁରୁଣା ସହଯୋଗୀ ଭିଭି ରାଜେଶ ଜ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ! ନମସ୍କାରମ୍!କେରଳର ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 23rd, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ଥିରୁବନନ୍ତପୁରମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ସହ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ମୋଦୀ କହିଥିଲେ ଯେ କେରଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପ୍ରୟାସକୁ ନୂତନ ଗତି ମିଳିଛି। ସେ ଉଲ୍ଲେଖ କରିଥିଲେ ଯେ, କେରଳରେ ରେଳ ସଂଯୋଗୀକରଣ ଆହୁରି ମଜବୁତ ହୋଇଛି। ଏହା ବ୍ୟତୀତ, ଥିରୁବନନ୍ତପୁରମକୁ ଏକ ପ୍ରମୁଖ ଷ୍ଟାର୍ଟଅପ୍ ହବ୍ରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ସ୍ୱନିଧି କ୍ରେଡିଟ୍ କାର୍ଡ ଆରମ୍ଭ ହେବା ସହିତ, କେରଳରେ ଗରିବ ଲୋକଙ୍କ କଲ୍ୟାଣ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରବ୍ୟାପୀ ପଦକ୍ଷେପ ଆରମ୍ଭ ହୋଇଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ ଏହା ସାରା ଦେଶର ରାସ୍ତାକଡ଼ ବିକ୍ରେତା ଏବଂ ଫୁଟପାଥ୍ ଶ୍ରମିକଙ୍କୁ ଲାଭ ଦେବ। ସେ ଏହି ବିକାଶ ଏବଂ ରୋଜଗାର ସୃଷ୍ଟିକାରୀ ପଦକ୍ଷେପ ପାଇଁ କେରଳର ବାସିନ୍ଦା ଏବଂ ସମଗ୍ର ଦେଶର ନାଗରିକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।୨୩ ଜାନୁଆରୀରେ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 22nd, 02:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀ ୨୦୦୬ରେ କେରଳ ଗସ୍ତ କରିବେ । ସକାଳ ପ୍ରାୟ ୧୦:୪୫ ସମୟରେ ପ୍ରଧାନମନ୍ତ୍ରୀ ଥିରୁବନନ୍ତପୁରମରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।The courage, confidence and innovation of startups are shaping India's future: PM Modi
January 16th, 01:30 pm
On the occasion of National Startup Day, PM Modi addressed a programme marking a decade of the Startup India initiative in New Delhi. Highlighting the significant rise in the number of startups and unicorns over the past decade, the PM noted the growing participation of women in the startups. As India is set to host the AI Impact Summit in February 2026, the PM remarked that it presents a great opportunity for the youth and urged them to work hard and innovate.ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି
August 27th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ‘ପ୍ରଧାନମନ୍ତ୍ରୀ ଉଠାଦୋକାନୀ ଆତ୍ମନିର୍ଭର ନିଧି (ପିଏମ ସ୍ୱନିଧି) ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧିକୁ ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ ଅନୁମୋଦନ କରାଯାଇଛି। ଏହି ଯୋଜନାରେ ମୋଟ୍ ବ୍ୟୟବରାଦ ୭,୩୩୨ କୋଟି ଟଙ୍କା ଅଟେ। ପୁନର୍ଗଠିତ ଯୋଜନାର ଲକ୍ଷ୍ୟ ହେଉଛି ୫୦ ଲକ୍ଷ ନୂଆ ହିତାଧିକାରୀଙ୍କ ସମେତ ୧.୧୫ କୋଟି ହିତାଧିକାରୀଙ୍କୁ ଲାଭ ପହଞ୍ଚାଇବା।