Prime Minister expresses grief over loss of lives due to building collapse in Thane
July 31st, 01:08 pm
The Prime Minister, Shri Narendra Modi has expressed deep grief over the loss of lives due to the collapse of a building in Thane, Maharashtra.ସିକିମର ନାମଚିରେ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 21st, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମର ନାମଚିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 13th, 09:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଏକ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।କୋଲକାତାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
June 25th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।ବିଶାଖାପାଟଣା ଇସ୍ପାତ କାରଖାନାରେ ଘଟିଥିବା ଦୁର୍ଘଟଣାକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 08th, 07:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶାଖାପାଟଣା ଇସ୍ପାତ କାରଖାନାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।Prime Minister expresses grief over the mishap in Ferozepur, Punjab
June 06th, 06:22 pm
Prime Minister Shri Narendra Modi today expressed deep pain over a mishap in Ferozepur district, Punjab. The Prime Minister extended his condolences to those who have lost their loved ones and wished a speedy recovery to the injured.ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 03rd, 01:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନୀକୁ ଦୁଃଖଦ ବୋଲି ବର୍ଣ୍ଣନା କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।କର୍ଣ୍ଣାଟକର କାରୱାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 24th, 06:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କାରୱାର ଜିଲ୍ଲାରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 18th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।ଦିଲ୍ଲୀର ଶାହଦରା ଜିଲ୍ଲାରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
May 03rd, 07:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଶାହଦରା ଜିଲ୍ଲାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।Prime Minister condoles the loss of lives due to the capsizing of a boat in Jabalpur, Madhya Pradesh
May 01st, 12:59 pm
Prime Minister Shri Narendra Modi has expressed deep grief over the loss of lives due to the capsizing of a boat in Jabalpur, Madhya Pradesh.ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
April 29th, 11:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।କର୍ଣ୍ଣାଟକର ବେଙ୍ଗାଲୁରୁରେ କାନ୍ଥ ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ
April 29th, 11:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଉତ୍ତର ପ୍ରଦେଶର ମିର୍ଜାପୁରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
April 23rd, 02:34 pm
ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପ୍ରାର୍ଥନା କରିଛନ୍ତି।Prime Minister condoles the loss of lives in a mishap at a cracker factory in Thrissur, Keralam
April 21st, 08:35 pm
The Prime Minister, Shri Narendra Modi has condoled the loss of lives due to a mishap at a cracker factory in Thrissur, Keralam. Shri Modi also wished speedy recovery for those injured in the mishap.ଉଧମପୁରରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
April 20th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ-କାଶ୍ମୀରର ଉଧମପୁରରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।Prime Minister expresses grief over mishap in Kurnool district of Andhra Pradesh
April 16th, 09:50 am
The Prime Minister, Shri Narendra Modi has expressed deep grief over the mishap in Kurnool district of Andhra Pradesh.Prime Minister condoles loss of lives in a mishap in Katihar, Bihar
April 11th, 10:56 pm
Prime Minister Shri Narendra Modi today expressed profound grief over the tragic mishap in Katihar, Bihar, describing the incident as extremely painful.PM condoles loss of lives in a mishap in Nalanda, Bihar
March 31st, 12:50 pm
The Prime Minister has expressed pain over the loss of lives caused by a stampede in Nalanda district of Bihar. Extending his heartfelt condolences to the families who lost their loved ones in the tragic incident, the Prime Minister also prayed for the swift recovery of those injured.Prime Minister expresses grief over tragic mishap in Markapuram district of Andhra Pradesh
March 26th, 11:19 am
The Prime Minister, Shri Narendra Modi has expressed deep grief over the tragic mishap in Markapuram district of Andhra Pradesh.