Madhya Pradesh Chief Minister meets Prime Minister

January 15th, 07:28 pm

The Chief Minister of Madhya Pradesh, Dr Mohan Yadav met the Prime Minister, Shri Narendra Modi in New Delhi today.

Prime Minister condoles the loss of lives due to a bus mishap in Sirmaur, Himachal Pradesh

January 09th, 07:22 pm

Prime Minister Shri Narendra Modi today condoled the loss of lives due to a bus mishap in Sirmaur, Himachal Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ରାଜ୍ୟପାଳ

December 13th, 11:11 am

ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

November 26th, 09:25 pm

ସମ୍ବିଧାନ ଦିବସ ଉପଲକ୍ଷେ ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି।

ଏକତା ଦିବସରେ ଏକତା ଶପଥ କରାଇଲେ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ

October 31st, 02:06 pm

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଏକତାର ଶପଥ ନେଇ, ରାଷ୍ଟ୍ରର ଏକତା ତଥା ଅଖଣ୍ଡତା ପ୍ରତି ନିଜର ପ୍ରତିବଦ୍ଧତା ଦୋହରାଇଥିଲେ ।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

December 12th, 12:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ୍ ସାକ୍ଷାତ କରିଛନ୍ତି ।

ସମ୍ବିଧାନ ଦିବସରେ ସମ୍ବିଧାନ ପ୍ରସ୍ତାବନା ପାଠକଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ

November 26th, 08:17 pm

ସମ୍ବିଧାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ରଙ୍କ ସମେତ ପିଏମଓର ଅନ୍ୟ ଅଧିକାରୀ ଓ ଅଧିକାରୀମାନେ ଆଜି ସମ୍ବିଧାନ ପ୍ରସ୍ତାବନା ପାଠ କରିଛନ୍ତି ।

ହାରଦୋଇ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ ପିଏମଏନଆରଏଫରୁ ସହାୟତା ଘୋଷଣା

November 06th, 05:59 pm

ଉତ୍ତରପ୍ରଦେଶର ହାରଦୋଇ ଠାରେ ଏକ ଭୟାନକ ସଡ଼କ ଦୁର୍ଘଟଣରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟ ଓ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଗଭୀର ସମବେଦନା ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ @PMOIndia ପକ୍ଷରୁ ସୋସିଆଲ ମିଡିଆରେ ଦିଆଯାଇଥିବା ଏକ ବିବୃତିରେ ପୀଡ଼ିତ ପରିବାରଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରମୁଖ ସଚିବ ଡ.ପି.କେ.ମିଶ୍ରଙ୍କ ନେତୃତ୍ୱରେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ସାମିଲ ହେଲେ

September 17th, 02:17 pm

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରମୁଖ ସଚିବ ଡ.ପି.କେ ମିଶ୍ରଙ୍କ ନେତୃତ୍ୱରେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ଆଜି ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲା

June 21st, 02:26 pm

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଜି ସକାଳେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛି । ଯୋଗ ଅଧିବେଶନରେ ପିଏମ୍‌ଓରେ ରାଜ୍ୟ ମନ୍ତ୍ରୀ ଡ.ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ଡ. ପି.କେ. ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ ।

ଦାୟିତ୍ୱ ନେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 10th, 05:33 pm

ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ସେବାର ଅନୁଷ୍ଠାନ ଏବଂ ଜନସାଧାରଣଙ୍କୁ ସମର୍ପିତ ଏକ କାର୍ଯ୍ୟାଳୟ ବା ପିପୁଲ୍ସ ପିଏମ୍ଓରେ ପରିଣତ କରିବା ପାଇଁ ଆରମ୍ଭରୁ ପ୍ରୟାସ ଚାଲିଛି। ପ୍ରଧାନମନ୍ତ୍ରୀ କହିଥିଲେ, ‘‘ଆମେ ପିଏମଓକୁ ଏକ ଏପରି ମାଧ୍ୟମ ଭାବରେ ବିକଶିତ କରିବାକୁ ଚେଷ୍ଟା କରିଛୁ ଯାହା ନୂତନ ଶକ୍ତି ଏବଂ ପ୍ରେରଣାର ଉତ୍ସ ପାଲଟିଛି।’’

ମଧ୍ୟପ୍ରଦେଶର ଗ୍ୱାଲିୟରଠାରେ ସ୍କିଣ୍ଡିଆ ସ୍କୁଲର ୧୨୫ତମ ସ୍ଥାପନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 21st, 11:04 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ, ସିନ୍ଧିୟା ସ୍କୁଲର ନିର୍ଦ୍ଦେଶକ ମଣ୍ଡଳର ଅଧ୍ୟକ୍ଷ ଏବଂ କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଡକ୍ଟର ଜିତେନ୍ଦ୍ର ସିଂହ, ସ୍କୁଲ ମ୍ୟାଜେନମେଣ୍ଟର ସାଥି ଏବଂ ସମସ୍ତ କର୍ମଚାରୀ, ଅଧ୍ୟାପକ ଏବଂ ଅଭିଭାବକଗଣ ଏବଂ ମୋର ପ୍ରିୟ ଯୁବ ସାଥିମାନେ !

ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ଥିବା ସିନ୍ଧିଆ ସ୍କୁଲର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

October 21st, 05:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ 'ଦି ସିନ୍ଧିଆ ସ୍କୁଲ୍‌' ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କପ୍ଳେକ୍ସ' ର ଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଏବଂ ଶ୍ରେଷ୍ଠ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିଥିଲେ । ସିନ୍ଧିଆ ସ୍କୁଲ ୧୮୯୭ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ଐତିହାସିକ ଗ୍ୱାଲିୟର ଦୁର୍ଗ ଉପରେ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ ।

ରାଜସ୍ଥାନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତି ସମ୍ପର୍କରେ ପିଏମଓର ଟୁଇଟ୍‌

July 27th, 10:46 am

ରାଜସ୍ଥାନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତି ସମ୍ପର୍କରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକର ଗସ୍ତରେ ଆସିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡିଶା ମୁଖ୍ୟମନ୍ତ୍ରୀ

May 11th, 06:07 pm

ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଯୋଶୀମଠ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଉଚ୍ଚସ୍ତରୀୟ ବୈଠକ

January 08th, 02:19 pm

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡଃ ପି କେ ମିଶ୍ର ଆଜି ଅପରାହ୍ନରେ ପିଏମଓ ଠାରେ କ୍ୟାବିନେଟ ସଚିବ, ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଜାତୀୟ ବିପର୍ଯ୍ୟୟ ପ୍ରବନ୍ଧନ କର୍ତ୍ତୃପକ୍ଷଙ୍କ ସଦସ୍ୟମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ ।

ଗୁଜରାଟର ଗାନ୍ଧିନଗର ଠାରେ ସୁଜୁକି ଇଣ୍ଡିଆର ୪୦ ବର୍ଷ ପୂର୍ତିର ସ୍ମୃତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 28th, 08:06 pm

ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ଭାଇ ପଟେଲ, ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ଭାଇ ଶ୍ରୀକୃଷ୍ଣ ଚୌତାଲା ମହାଶୟ, ସଂସଦରେ ମୋର ସାଥୀ ଶ୍ରୀମାନ ସି.ଆର ପାଟିଲ, ସୁଜୁକି ମୋଟର୍ସ କର୍ପୋରେସନର ବରିଷ୍ଠ ପଦାଧିକାରୀଗଣ, ଭାରତରେ ଜାପାନର ରାଷ୍ଟ୍ରଦୂତ, ମାରୁତି- ସୁଜୁକିର ବରିଷ୍ଠ ଅଧିକାରୀଗଣ, ଅନ୍ୟ ସମସ୍ତ ମହାନୁଭବ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ!

ଗାନ୍ଧିନଗରର ମହାତ୍ମା ମନ୍ଦିର ଠାରେ ଭାରତରେ ସୁଜୁକିର ୪୦ ବର୍ଷ ପୂର୍ତ୍ତିର ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

August 28th, 05:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧିନଗରର ମହାତ୍ମା ମନ୍ଦିରରେ ଆୟୋଜିତ ଭାରତରେ ସୁଜୁକିର ୪୦ ବର୍ଷ ପୂର୍ତ୍ତିର ସ୍ମୃତି ଉଦ୍ଦେଶ୍ୟରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଭାରତରେ ଜାପାନର ରାଷ୍ଟ୍ରଦୂତ ମାନ୍ୟବର ଶ୍ରୀ ସାତୋସି ସୁଜୁକି, ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ, ସାଂସଦ ଶ୍ରୀ ସି ଆର ପାଟିଲ, ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଜଗଦୀଶ ପଞ୍ଚଲ, ସୁଜୁକି ମୋଟର ନିଗମର ପୂର୍ବତନ ସଭାପତି ଶ୍ରୀ ଓ ସୁଜୁକି, ସୁଜୁକି ମୋଟର ନିଗମର ସଭାପତି ଶ୍ରୀ ଟି ସୁଜୁକି ଏବଂ ମାରୁତି-ସୁଜୁକିର ଅଧ୍ୟକ୍ଷ ଶ୍ରୀ ଆର ସି ଭାର୍ଗବ ଏହି ଉତ୍ସବରେ ଉପସ୍ଥିତ ଥିଲେ । ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‍ବୋଧନ ଦେଇଥିଲେ ଏବଂ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ଫୁମିଓ କିଶିଡାଙ୍କ ଭିଡିଓ ବାର୍ତ୍ତା ଉପସ୍ଥାପିତ ହୋଇଥିଲା ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ମରିସସ୍ ପ୍ରତିପକ୍ଷ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ମିଳିତଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍‌ରେ ସାମାଜିକ ଆବାସ ପ୍ରକଳ୍ପର ଉଦ୍‌ଘାଟନ ଦୁଇ ପ୍ରଧାନମନ୍ତ୍ରୀ ମରିସସ୍‌ରେ ସିଭିଲ ସର୍ଭିସ କଲେଜ ଓ ଆଠ ମେଗାୱାଟର ସୋଲାର ପିଭି ପ୍ରକଳ୍ପର ଶୁଭ ଦେଲେ

January 20th, 06:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମରିସସ୍‌ର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଆଜି ମିଳିତିଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍‌ରେ ନବନିର୍ମିତ ଏକ ସାମାଜିକ ଆବାସ ପ୍ରକଳ୍ପକୁ ଉଦ୍‌ଘାଟନ କରିଛନ୍ତି । ଭାରତର ଅଂଶୀଦାରୀରେ ମରିସସ୍‌ରେ ଏହି ପ୍ରକଳ୍ପଟି କାର୍ଯ୍ୟକାରୀ ହୋଇଛି । ଏହି ଅବସରରେ ଦୁଇ ପ୍ରଧାନମନ୍ତ୍ରୀ ମଧ୍ୟ ଆଭାସୀ ବ୍ୟବସ୍ଥାରେ ମରିସସ୍‌ରେ ଏକ ସିଭିଲି ସର୍ଭିସ କଲେଜ ଓ ଆଠ ମେଗାୱାଟ କ୍ଷମତା ବିଶିଷ୍ଟ ଏକ ସୋଲାର ପିଭି ପ୍ରକଳ୍ପର ଶିଳାନ୍ୟାସ ମିଳିତଭାବେ କରିଛନ୍ତି ।

ମରିସସ୍‌ରେ ମିଳିତ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

January 20th, 04:49 pm

ଭାରତରେ ସମସ୍ତେ ୧୩୦କୋଟି ଜନସାଧାରଣଙ୍କ ପକ୍ଷରୁ ମରିସସ୍‌ର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଓ ଥାଇପୁରମ କାବଡିର ଶୁଭକାମନା