ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।ଜରୁରୀକାଳୀନ ପରିସ୍ଥିତି ସମୟରେ ଯେଉଁମାନେ ଗଣତନ୍ତ୍ରକୁ ରକ୍ଷା କରିଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
June 25th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜରୁରୀକାଳୀନ ପରିସ୍ଥିତି ସମୟରେ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଦୃଢତାର ସହ ରକ୍ଷା କରିଥିବା ସମସ୍ତଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଏହାକୁ ଭାରତର ଇତିହାସର ଏକ ଅନ୍ଧକାରମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରିଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏହି ସମୟ ଅସଂଖ୍ୟ ନାଗରିକଙ୍କ ଅସାଧାରଣ ସାହସ ଏବଂ ନମନୀୟତାକୁ ମଧ୍ୟ ପ୍ରଦର୍ଶିତ କରିଥିଲା ଯେଉଁମାନେ ନୀରବ ରହିବାକୁ ମନା କରିଦେଇଥିଲେ ଏବଂ ସମ୍ବିଧାନରେ ପ୍ରତିଷ୍ଠିତ ଆଦର୍ଶକୁ ବଜାୟ ରଖିଥିଲେ।ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀ (ଅବସରପ୍ରାପ୍ତ) ଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 19th, 01:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀ (ଅବସରପ୍ରାପ୍ତ) ଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍ [୨୦୨୬-୨୦୩୦]
May 17th, 03:15 am
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ରବ୍ ଜେଟେନ୍ ମେ’୧୬ ତାରିଖରେ ଦି ହେଗ୍ଠାରେ ଅନୁଷ୍ଠିତ ସେମାନଙ୍କ ବୈଠକ ଅବସରରେ, ଲକ୍ଷ୍ୟଭିତ୍ତିକ, ସମୟବଦ୍ଧ ପଦକ୍ଷେପ ଏବଂ ମିଳିତ କାର୍ଯ୍ୟପନ୍ଥା ଅନୁସରଣ କରି ଭାରତ-ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ 'ରଣନୀତିକ ଭାଗିଦାରୀ' ସ୍ତରକୁ ଉନ୍ନୀତ କରିବା ପାଇଁ ସହମତ ହୋଇଛନ୍ତି। ଏହି ଉଦ୍ଦେଶ୍ୟରେ, ଭାରତ ଏବଂ ନେଦରଲ୍ୟାଣ୍ଡ ଆଗାମୀ ୫ ବର୍ଷ ପାଇଁ ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍କୁ ଗ୍ରହଣ କରିଛନ୍ତି। ଉଭୟ ପକ୍ଷ ସହମତ ହୋଇଥିବା ବିଷୟଗୁଡ଼ିକୁ ନିମ୍ନରେ ଉଲ୍ଲେଖ କରାଗଲା।ନାରୀଶକ୍ତି ବନ୍ଦନ ଅଧିନିୟମ ସଂଶୋଧନ ସପକ୍ଷରେ ଭୋଟ ଦେବାକୁ ସାଂସଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ, ଏହାକୁ ଏକ ଐତିହାସିକ ସୁଯୋଗ ବୋଲି କହିଲେ
April 17th, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ନାରୀଶକ୍ତି ବନ୍ଦନ ଅଧିନିୟମ ସଂଶୋଧନ ସଂପର୍କରେ ଏକ ବିତର୍କ ଏବେ ସଂସଦରେ ଚାଲୁରହିଛି ଓ ଗତରାତିରେ ବିତର୍କ ରାତି ୧ଟା ପର୍ଯ୍ୟନ୍ତ ଜାରିରହିଥିଲା। ସେ କହିଛନ୍ତି ଯେ ଏହି ସଂଶୋଧନକୁ ନେଇ ଥିବା ସବୁ ଭ୍ରାନ୍ତଧାରଣାକୁ ଯୁକ୍ତିଯୁକ୍ତ ଉତ୍ତର ଦ୍ବାରା ଦୂର କରାଯାଇଛି ଓ ସାଂସଦମାନଙ୍କ ଦ୍ବାରା ଉଠାଯାଇଥିବା ସବୁ ଚିନ୍ତାକୁ ଦୂର କରାଯାଇଛି। ସେ ଆହୁରି ମଧ୍ୟ କହିଥିଲେ ଯେ ଯେଉଁଠାରେ ଅତିରିକ୍ତ ସୂଚନା ଆବଶ୍ୟକ ଥିଲା, ତାହା ସବୁ ସାଂସଦଙ୍କୁ ପ୍ରଦାନ କରାଯାଇଛି ଯେପରିକି ବିରୋଧୀ ପକ୍ଷଙ୍କ ସବୁ ସଂଦେହ ଦୂର ହୋଇପାରିବ।ପୁଡୁଚେରୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 12:00 pm
ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ରଙ୍ଗାସାମୀ, ମୋର କେନ୍ଦ୍ର କ୍ୟାବିନେଟ୍ ସହଯୋଗୀ ଶ୍ରୀ ମନସୁଖ ମାଣ୍ଡଭୀୟ, ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ, ରାଜ୍ୟ ବିଧାନସଭାର ବାଚସ୍ପତି ଶ୍ରୀ ଆର. ସେଲଭାମ, ଗୃହମନ୍ତ୍ରୀ ଶ୍ରୀ ଏ. ନମାସ୍ସିଭ୍ୟମ, ଅନ୍ୟ ନେତାଗଣ, ପୁଡୁଚେରୀର ମୋର ପ୍ରିୟ ଭଉଣୀ ଏବଂ ଭାଇମାନେ, ବନକ୍କମ!ପୁଡୁଚେରୀରେ ୨,୭୦୦ କୋଟିରୁ ଅଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 01st, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀରେ ୨,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଲୋକଙ୍କ ଜୀବନକୁ ଉନ୍ନତ କରିବା ପାଇଁ ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଗତିଶୀଳତା ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକ ଦିଗରେ ପରିବର୍ତ୍ତନ କରିବା ଲକ୍ଷ୍ୟ ନେଇ ଆଗେଇଯାଉଛି।Visit of the Crown Prince of Abu Dhabi His Highness Sheikh Khaled bin Mohamed bin Zayed Al Nahyan to India
February 19th, 05:45 pm
On the sidelines of the AI Impact Summit, PM Modi met Sheikh Khaled bin Mohamed bin Zayed Al Nahyan, Crown Prince of Abu Dhabi. Both leaders reaffirmed the importance of the India-UAE Comprehensive Strategic Partnership. They noted that bilateral trade and investment have witnessed remarkable growth since the signing of the CEPA four years ago and welcomed initiatives that set the stage for enhanced bilateral cooperation.The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ
January 20th, 11:16 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”PM Modi addresses BJP karyakartas at felicitation of New Party President
January 20th, 11:15 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 10:30 am
ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।ଆଚାର୍ଯ୍ୟ ବିନୋବା ଭାବେଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
September 11th, 08:51 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଆଚାର୍ଯ୍ୟ ବିନୋବା ଭାବେଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ଭାରତର ଆଧ୍ୟାତ୍ମିକ, ସାମାଜିକ ଏବଂ ରାଜନୈତିକ ଦୃଶ୍ୟପଟରେ ତାଙ୍କର ଯୋଗଦାନକୁ ସ୍ମରଣ କରିଛନ୍ତି ।ଏପ୍ରିଲ 3-6, 2025 ପ୍ରଧାନମନ୍ତ୍ରୀଙ୍କ ଥାଇଲାଣ୍ଡ ଓ ଶ୍ରୀଲଙ୍କା ଗସ୍ତ
April 02nd, 02:00 pm
ବ୍ୟାଙ୍କକରେ ଆୟୋଜିତ ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ଏପ୍ରିଲ 3-4, 2025) ରେ ଥାଇଲାଣ୍ଡ ଗସ୍ତରେ ଯିବେ। ଏହାପରେ ସେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକଙ୍କ ନିମନ୍ତ୍ରଣକ୍ରମେ (ଏପ୍ରିଲ 4-6, 2025)ରେ ଶ୍ରୀଲଙ୍କା ଗସ୍ତରେ ଯିବେ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।India-Mauritius Joint Vision for an Enhanced Strategic Partnership
March 12th, 02:13 pm
PM Modi, during his visit to Mauritius, held productive talks with PM Dr. Navinchandra Ramgoolam, reaffirming the deep-rooted ties between India and Mauritius, built on shared history, culture, and values. They acknowledged the growing Comprehensive Strategic Partnership across trade, infrastructure, climate, and healthcare, committed to fostering prosperity, sustainable development, and regional stability.ସ୍ପେନ୍ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ-ସ୍ପେନ୍ ମିଳିତ ବିବୃତି (ଅକ୍ଟୋବର ୨୮-୨୯, ୨୦୨୪)
October 28th, 06:32 pm
ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ନୂତନ ରୂପ ଦେଇଛି ଏବଂ ଏହାକୁ ନୂତନ ଗତି ପ୍ରଦାନ କରିଛି ଏବଂ ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସହଯୋଗର ଏକ ନୂତନ ଯୁଗ ପାଇଁ ମଞ୍ଚ ସ୍ଥାପନ କରିଛି ବୋଲି ଦୁଇ ନେତା ଉଲ୍ଲେଖ କରିଥିଲେ। ୨୦୧୭ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ପେନ ଗସ୍ତ ପର ଠାରୁ ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତିକୁ ନେଇ ଉଭୟ ନେତା ସନ୍ତୋଷ ବ୍ୟକ୍ତ କରିଛନ୍ତି। ଦ୍ୱିପାକ୍ଷିକ ଏଜେଣ୍ଡାକୁ ଆହୁରି ଉନ୍ନତ କରିବା ସହ ରାଜନୈତିକ, ଅର୍ଥନୈତିକ, ନିରାପତ୍ତା, ପ୍ରତିରକ୍ଷା, ଜନସାଧାରଣଙ୍କ ମଧ୍ୟରେ ଏବଂ ସାଂସ୍କୃତିକ ସହଯୋଗର ସମସ୍ତ ଦିଗରେ ସହଯୋଗ ସ୍ଥାପନ କରିବାକୁ ଉଭୟ ନେତା ସେମାନଙ୍କ ଦଳକୁ ନିର୍ଦ୍ଦେଶ ଦେଇଛନ୍ତି।