Today, BJP stands for good governance and last-mile delivery: PM Modi
April 06th, 12:30 pm
PM Modi addressed BJP Karyakartas on the party’s Sthapana Diwas, paying tribute to generations of workers and their dedication, sacrifice and unwavering commitment. He reminisced about the early years when the BJP had neither power nor resources, and karyakartas travelled tirelessly to connect with people. He reiterated their belief in a brighter future for Bharat, which kept them going despite challenges like the Emergency, political isolation and violence.PM Modi addresses Party Karyakartas on BJP Sthapana Diwas
April 06th, 12:00 pm
PM Modi addressed BJP Karyakartas on the party’s Sthapana Diwas, paying tribute to generations of workers and their dedication, sacrifice and unwavering commitment. He reminisced about the early years when the BJP had neither power nor resources, and karyakartas travelled tirelessly to connect with people. He reiterated their belief in a brighter future for Bharat, which kept them going despite challenges like the Emergency, political isolation and violence.ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
March 18th, 11:30 am
ଗୃହ ଭିତରେ ଅନେକ ବିଷୟ ଉପରେ ଆଲୋଚନା ହୋଇଥାଏ, ସମସ୍ତଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥାଏ ଏବଂ କିଛି ଖଟା-ମିଠା ଅଭିଜ୍ଞତା ମଧ୍ୟ ଥାଏ । କିନ୍ତୁ ଆଜି, ଯେତେବେଳେ ଏପରି ଏକ ସୁଯୋଗ ଆସେ, ଆମ ସମସ୍ତଙ୍କ ଭିତରେ ସ୍ୱାଭାବିକ ଭାବରେ ଦଳୀୟ ଭାବନା ସୀମା ଅତିକ୍ରମ କରି ଏକ ସାଧାରଣ ଭାବନା ଉଭା ହୁଏ, କ’ଣ ଆମର ଏହି ସହକର୍ମୀମାନେ ଏବେ ଅନ୍ୟ କୌଣସି ବିଶେଷ କାମ ପାଇଁ ଆଗକୁ ବଢ଼ୁଛନ୍ତି ? ଯେଉଁମାନେ ଆଜି ଏଠାରୁ ଯାଉଛନ୍ତି, ସେମାନଙ୍କ ମଧ୍ୟରୁ କେତେକ ଫେରିବା ଉଦ୍ଦେଶ୍ୟରେ ଯାଉଛନ୍ତି ଏବଂ ଅନ୍ୟମାନେ ଏଠାରେ ଅର୍ଜିତ ଅଭିଜ୍ଞତା ସହ ସାମାଜିକ ଜୀବନରେ ବିଶେଷ ଅବଦାନ ଦେବାକୁ ଯାଉଛନ୍ତି । ଯେଉଁମାନେ ଯାଉଛନ୍ତି କିନ୍ତୁ ଫେରିବେ ନାହିଁ, ମୁଁ ସେମାନଙ୍କୁ ଏହା ମଧ୍ୟ କହିବାକୁ ଚାହେଁ ଯେ ରାଜନୀତିରେ କେବେ ପୂର୍ଣ୍ଣଛେଦ ନଥାଏ; ଭବିଷ୍ୟତ ଆପଣଙ୍କ ଅପେକ୍ଷାରେ ଅଛି ଏବଂ ଆପଣଙ୍କ ଅଭିଜ୍ଞତା ତଥା ଆପଣଙ୍କ ଅବଦାନ ଜାତୀୟ ଜୀବନର ଏକ ଅଂଶ ହୋଇ ଚିରକାଳ ରହିବ ।ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
March 18th, 11:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅବସର ନେବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ସମ୍ବୋଧନ କରିଥିଲେ। ଅବସର ନେବାକୁ ଯାଉଥିବା ସାଥୀମାନଙ୍କୁ ସମ୍ମାନିତ କରିବାର ସୁଯୋଗ ମିଳିଥିବାରୁ କୃତଜ୍ଞତା ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏପରି ଅବସର ଆମକୁ ଦଳମତ ନିର୍ବିଶେଷରେ ଉପରକୁ ଉଠି ଏକ ସାଧାରଣ ଭାବନା ପ୍ରକାଶ କରିବାର ସୁଯୋଗ ପ୍ରଦାନ କରେ। ଏହି ସଦସ୍ୟମାନେ ପୁଣି ପ୍ରତ୍ୟାବର୍ତ୍ତନ କରନ୍ତୁ ଅଥବା ନିଜକୁ ସମାଜ ସେବାରେ ନିୟୋଜିତ କରନ୍ତୁ, ସେମାନଙ୍କ ମିଳିତ ଅଭିଜ୍ଞତା ସବୁବେଳେ ଦେଶର ଏକ ସମ୍ପତ୍ତି ହୋଇ ରହିବ। ସେ କହିଥିଲେ ଯେ ରାଜନୀତି ପରି ଏକ ଗତିଶୀଳ କ୍ଷେତ୍ରରେ ଯାତ୍ରା କେବେବି ଶେଷ ହୋଇନଥାଏ, କାରଣ ଅଭିଜ୍ଞ ନେତାମାନଙ୍କ ପାଇଁ ଭବିଷ୍ୟତରେ ସବୁବେଳେ ସୁଯୋଗ ଥାଏ। “ରାଜନୀତିରେ କୌଣସି ପୂର୍ଣ୍ଣଛେଦ ନଥାଏ, ଆପଣମାନଙ୍କ ଅଭିଜ୍ଞତା ଓ ଅବଦାନ ସବୁବେଳେ ରାଷ୍ଟ୍ରୀୟ ଜୀବନର ଏକ ଅଂଶ ହୋଇରହିବ’’ ପ୍ରଧାନମନ୍ତ୍ରୀ କହିଥିଲେ।ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 10:15 am
ଏହି ଶୀତ କାଳୀନ ଅଧିବେଶନ, ଏହା କେବଳ ଏକ ରୀତିନୀତି ନୁହେଁ। ମୋର ବିଶ୍ୱାସ ଯେ, ଏହି ଶୀତକାଳୀନ ଅଧିବେଶନ ଦେଶକୁ ଦ୍ରୁତ ଗତିରେ ଆଗକୁ ନେବା ପାଇଁ ଚାଲିଥିବା ପ୍ରୟାସକୁ ଶକ୍ତି ଯୋଗାଇବା ପାଇଁ ମଧ୍ୟ କାର୍ଯ୍ୟ କରିବ। ଭାରତ ଗଣତନ୍ତ୍ରରେ ବଞ୍ଚିଛି, ସମୟ ସମୟରେ ଗଣତନ୍ତ୍ରର ଉତ୍ସାହ ଏବଂ ଉଦ୍ଦୀପନାକୁ ଏପରି ଭାବରେ ପ୍ରକାଶ କରିଛି ଯେ ଗଣତନ୍ତ୍ରରେ ବିଶ୍ୱାସ ଦୃଢ ହେବାରେ ଲାଗିଛି। ନିକଟରେ ବିହାରରେ ହୋଇଥିବା ନିର୍ବାଚନରେ ମତଦାନର ରେକର୍ଡ, ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି। ମାଆ ଏବଂ ଭଉଣୀମାନଙ୍କର ବର୍ଦ୍ଧିତ ଯୋଗଦାନ ଏକ ନୂତନ ଆଶା ସୃଷ୍ଟି କରୁଛି, ନିଜ ଉପରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି ହେଉଛି । ଗୋଟିଏ ପଟେ, ଗଣତନ୍ତ୍ରର ଶକ୍ତି ଏବଂ ଏହି ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟରେ ଅର୍ଥବ୍ୟବସ୍ଥାର ଶକ୍ତି ଉପରେ ମଧ୍ୟ ବିଶ୍ୱର ତୀକ୍ଷଣ ନଜର ରହିଛି। ଭାରତ ପ୍ରମାଣ କରିଛି-ଗଣତନ୍ତ୍ର କାର୍ଯ୍ୟକ୍ଷମ କରିପାରିବ। ଯେଉଁ ଗତିରେ ଭାରତର ଅର୍ଥବ୍ୟବସ୍ଥା ଆଜି ନୂଆ ଶିଖର ଛୁଇଁଛି। ଏହା ଆମକୁ କେବଳ ନୂତନ ଆତ୍ମବିଶ୍ୱାସ ଦିଏ ନାହିଁ, ବରଂ ଏକ ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଅଗ୍ରସର ହେବାରେ ନୂତନ ଶକ୍ତି ମଧ୍ୟ ଦେଇଥାଏ।ଶୀତକାଳୀନ ଅଧିବେଶନ-୨୦୨୫ ଆରମ୍ଭରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
December 01st, 10:00 am
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ନିରନ୍ତର ଭାବରେ ଏହାର ଗଣତାନ୍ତ୍ରିକ ପରମ୍ପରାର ଗତିଶୀଳତା ଏବଂ ଆତ୍ମାକୁ ପ୍ରଦର୍ଶନ କରିଚାଲିଛି। ସାମ୍ପ୍ରତିକ ବିହାର ନିର୍ବାଚନର ଉଦାହରଣ ଦେଇ, ସେ ସେଠାରେ ହୋଇଥିବା ରେକର୍ଡ ମତଦାନକୁ ପ୍ରଶଂସା କରିଥିଲେ । ସେ ଏହାକୁ ଦେଶର ଗଣତାନ୍ତ୍ରିକ ଶକ୍ତିର ଏକ ଶକ୍ତିଶାଳୀ ପ୍ରମାଣ ବୋଲି କହିଥିଲେ। ସେ ମହିଳା ଭୋଟରଙ୍କ ବୃଦ୍ଧି ପାଉଥିବା ଅଂଶଗ୍ରହଣକୁ ମଧ୍ୟ ଏକ ଉଲ୍ଲେଖନୀୟ ଏବଂ ଉତ୍ସାହଜନକ ଧାରା ବୋଲି କହିଥିଲେ ଯାହା ଗଣତାନ୍ତ୍ରିକ ପ୍ରକ୍ରିୟାରେ ନୂତନ ଆଶା ଏବଂ ନୂତନ ଆତ୍ମବିଶ୍ୱାସ ଆଣୁଛି । ସେ ଉଲ୍ଲେଖ କରିଥିଲେ ଯେ ଭାରତର ଗଣତାନ୍ତ୍ରିକ ପ୍ରତିଷ୍ଠାନଗୁଡ଼ିକ ମଜବୁତ ହେବା ସହିତ, ଏହି ଗଣତାନ୍ତ୍ରିକ ବ୍ୟବସ୍ଥାଗୁଡ଼ିକ କିପରି ଦେଶର ଅର୍ଥନୈତିକ କ୍ଷମତାକୁ ମଧ୍ୟ ମଜବୁତ କରିଚାଲିଛି ତାହା ଉପରେ ବିଶ୍ୱ ନଜର ରଖିଛି। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ପ୍ରମାଣ କରିଛି ଯେ ଗଣତନ୍ତ୍ର ସଫଳ ପରିଣାମ ପ୍ରଦାନ କରିପାରିବ। ଯେଉଁ ଗତିରେ ଭାରତର ଅର୍ଥନୈତିକ ଅବସ୍ଥା ନୂତନ ଉଚ୍ଚତାକୁ ଆରୋହଣ କରୁଛି ତାହା ନୂତନ ଆତ୍ମବିଶ୍ୱାସ ପ୍ରଦାନ କରୁଛି ଏବଂ ଆମେ ଏକ ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଅଗ୍ରସର ହେଉଥିବାବେଳେ ଏହା ଆମକୁ ନୂଆ ଶକ୍ତି ପ୍ରଦାନ କରୁଛି ।“The Congress has now turned into ‘MMC’ - the Muslim League Maowadi Congress: PM Modi at Surat Airport
November 15th, 06:00 pm
Addressing a large gathering at Surat Airport following the NDA’s landslide victory in the Bihar Assembly Elections, Prime Minister Narendra Modi said, “Bihar has achieved a historic victory and if we were to leave Surat without meeting the people of Bihar, our journey would feel incomplete. My Bihari brothers and sisters living in Gujarat, especially in Surat, have the right to this moment and it is my natural responsibility to be part of this celebration with you.”PM Modi greets and addresses a gathering at Surat Airport
November 15th, 05:49 pm
Addressing a large gathering at Surat Airport following the NDA’s landslide victory in the Bihar Assembly Elections, Prime Minister Narendra Modi said, “Bihar has achieved a historic victory and if we were to leave Surat without meeting the people of Bihar, our journey would feel incomplete. My Bihari brothers and sisters living in Gujarat, especially in Surat, have the right to this moment and it is my natural responsibility to be part of this celebration with you.”ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ରିପବ୍ଲିକ ପ୍ଲେନାରୀ ଶିଖର ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 08:05 pm
ଆପଣମାନେ ସବୁ ଥକି ପଡିଥିବେ? ଅର୍ଣ୍ଣବର ଉଚ୍ଚ ଶବ୍ଦ ଯୋଗୁଁ କାନ ନିଶ୍ଚିତ ଭାବେ ଥକି ଯାଇଥିବ। ବସନ୍ତୁ ଅର୍ଣ୍ଣବ, ଏହି ସମୟ ନିର୍ବାଚନର ସମୟ ନୁହେଁ। ସର୍ବ ପ୍ରଥମେ, ମୁଁ ରିପବ୍ଲିକ୍ ଟିଭିକୁ ତା’ର ଅଭିନବ ପ୍ରୟାସ ପାଇଁ ଅନେକ ଧନ୍ୟବାଦ ଦେଉଛି। ଆପଣମାନେ ଯୁବପିଢିକୁ ତ୍ରୂଣମୂଳ ସ୍ତରରେ ସାମିଲ କରି, ଏତେ ବଡ଼ ପ୍ରତିଯୋଗିତା କରାଇ ତାଙ୍କୁ ଏଠାକୁ ନେଇ ଆସିଛନ୍ତି। ଯେତେବେଳେ ଦେଶର ଯୁବବର୍ଗ ଜାତୀୟ ଆଲୋଚନାରେ ସାମିଲ ହୁଅନ୍ତି, ସେତେବେଳେ ବିଚାରରେ ନୂତନତା ଆସେ, ସେ ସମ୍ପୂର୍ଣ୍ଣ ପରିବେଶକୁ ଏକ ନୂତନ ଶକ୍ତିରେ ପରିପୂର୍ଣ୍ଣ କରେ ଏବଂ ଏହି ଶକ୍ତିକୁ ଆମେ ଏବେ ଏଠାରେ ମଧ୍ୟ ଅନୁଭବ କରୁଛୁ। ଏକ ପ୍ରକାରରେ ଆମେ ଯୁବକମାନଙ୍କର ଯୋଗଦାନ ଦ୍ୱାରା ପ୍ରତିବନ୍ଧକ ଗୁଡ଼ିକୁ ପ୍ରତିହତ କରିପାରୁ। ନିର୍ଦ୍ଧାରିତ ସୀମାଠାରୁ ଉପରକୁ ଯାଇପାରୁ, ଏମିତି କୌଣସି ଲକ୍ଷ୍ୟ ନାହିଁ, ଯାହାକୁ ଆମେ ପୂରଣ କରି ନ ପାରୁ। ଏମିତି କୌଣସି ଉଦ୍ଦେଶ୍ୟ ବାକି ରହେ ନାହିଁ ଯାହା ପର୍ଯ୍ୟନ୍ତ ପହଞ୍ଚି ନ ହେବ। ରିପବ୍ଲିକ୍ ଟିଭି ଏହି ସମ୍ମିଳନୀ ପାଇଁ ଏକ ନୂତନ କନ୍ସେପ୍ଟ ଉପରେ କାମ କରିଛି। ମୁଁ ଏହି ସମ୍ମିଳନୀର ସଫଳତା ପାଇଁ ଆପଣମାନଙ୍କୁ ବହୁତ-ବହୁତ ଧନ୍ୟବାଦ ଜଣାଉଛି, ଆପଣଙ୍କୁ ଅଭିନନ୍ଦନ ଜଣାଉଛି। ଏଥିରେ ମୋର ମଧ୍ୟ କିଛି ସ୍ୱାର୍ଥ ନିହିତ ଅଛି, ପ୍ରଥମତଃ ମୁଁ ପୂର୍ବରୁ ଏକ ଲକ୍ଷ ନବଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ଚେଷ୍ଟା ଜାରି ରଖିଛି, ଏବଂ ସେହି ଏକ ଲକ୍ଷ ଯେଉଁମାନେ ତାଙ୍କର ପରିବାରରେ ପ୍ରଥମ ଥିବେ, ଏଥିପାଇଁ ଏହି ସମାରୋହଟି ମୋର ଉଦ୍ଦେଶ୍ୟ ପୂରଣ ପାଇଁ ଭୂମିକା ପ୍ରସ୍ତୁତ କରିବାରେ ସାହାଯ୍ୟ କରୁଛି। ଦ୍ୱିତୀୟଟି, ମୋର ବ୍ୟକ୍ତିଗତ ଲାଭ ଅଟେ, ବ୍ୟକ୍ତିଗତ ଲାଭଟି ହେଉଛି ଯେ 2029ରେ ଯେଉଁମାନେ ଭୋଟ ଦେବାକୁ ଯିବେ, ସେମାନଙ୍କୁ ଜଣାନାହିଁ ଯେ, 2014 ପୂର୍ବରୁ ସାମ୍ପ୍ରତିକ ସମ୍ବାଦପତ୍ରର ହେଡଲାଇନ କିପରି ଥିଲା, ସେମାନେ ଜାଣନ୍ତି ନାହିଁ, 10-10, 12-12 ଲକ୍ଷ କୋଟିର ଘୋଟାଲା ହେଉ ଥିଲା, ସେମାନେ ଜାଣନ୍ତି ନାହିଁ, ଯେତେବେଳେ ସେମାନେ 2029ରେ ଭୋଟ ଦେବାକୁ ଯିବେ, ସେମାନଙ୍କ ସାମ୍ନାରେ ତୁଳନା ପାଇଁ କିଛି ନଥିବ ଏବଂ ଏଥିପାଇଁ ମତେ ସେହି ମାପଦଣ୍ଡରୁ ପାର ହେବାକୁ ହେବ, ଏବଂ ମୋର ଦୃଢ ବିଶ୍ୱାସ ଅଛି, ଯେ ପ୍ରସ୍ତୁତ କରାଯାଇଥିବା ଏହି ଭୂମିକା ସେତେବେଳେ ଏହି କାମକୁ ଶକ୍ତ କରିଦେବ।ରିପ୍ଲବିକ ପ୍ଲିନାରୀ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 08:00 pm
ଗୁରୁବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଆୟୋଜିତ ରିପ୍ଲବିକ ପ୍ଲିନାରୀ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ । ସମବେତ ଜନତାକୁ ଉଦବୋଧନ ଦେଇ ତୃଣମୂଳସ୍ତରରେ ଯୁବକମାନଙ୍କୁ ସର୍ଜନାତ୍ମକ କାର୍ଯ୍ୟରେ ବିନିଯୋଗ କରି ହାକାଥନ ପ୍ରତିଯୋଗିତା ଆୟୋଜନ କରିଥିବାରୁ ରିପବ୍ଲିକ ଟିଭିକୁ ସେ ଧନ୍ୟବାଦ ଜଣାଇଥିଲେ । ଯେତେବେଳେ ଦେଶର ଯୁବକମାନେ ଜାତୀୟ ସମ୍ପାନରେ ନିଜକୁ ନିୟୋଜିତ କରିଥାନ୍ତି ସେତେବେଳେ ନୂଆ ଆଇଡିଆ ସୃଷ୍ଟି ହୋଇ ସମଗ୍ର ବାତାବରଣକୁ ସେମାନଙ୍କର ଊର୍ଜାରେ ଭରି ଦେଇଥାନ୍ତି । ଏହି ସମିଟରେ ସେହିପ୍ରକାର ଊର୍ଜା ପରିଲକ୍ଷିତ ହୋଇଥିବା ସେ କହିଥିଲେ । ସବୁ ପ୍ରକାର ବାଧାକୁ ଯୁବକମାନଙ୍କ ସମ୍ପୃକ୍ତି ହିଁ ଦୂର କରିଥାଏ ଓ ପ୍ରତି ଲକ୍ଷ୍ୟ ହାସଲ କରିବାକୁ ପ୍ରେରଣା ଦେଇଥାଏ । ଏହି ସମିଟ ପାଇଁ ଏକ ନୂଆ ଚିନ୍ତାଧାରା ନେଇ ରିପବ୍ଲିକ ଟିଭି କାମ କରୁଥିବାରୁ ସେ ପ୍ରଶଂସା କରିଥିଲେ । କୌଣସି ରାଜନୈତିକ ପୃଷ୍ଠଭୂମି ନଥାଇ ଏକ ଲକ୍ଷ ଯୁବକଙ୍କୁ ରାଜନୀତିକୁ ଆଣିବାକୁ ତାଙ୍କ ଚିନ୍ତାଧାରା ରହିଥିବା ସେ କହିଥିଲେ ।ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀମତୀ ରେଖା ଗୁପ୍ତାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
February 20th, 01:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେଶପଥ ଗ୍ରହଣ କରିଥିବାରୁ ଶ୍ରୀମତୀ ରେଖା ଗୁପ୍ତାଙ୍କୁ ଅଭିନନ୍ଦନଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସେ ତୃଣମୂଳ ସ୍ତରରୁଉଠିଛନ୍ତି, କ୍ୟାମ୍ପସ ରାଜନୀତି, ରାଜ୍ୟ ସଙ୍ଗଠନ, ପୌରପାଳିକା ପ୍ରଶାସନ, ବିଧାୟକ ଭାବେ ସକ୍ରିୟ ରହିବାପରେ ଏବେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।‘ପରୀକ୍ଷା ପେ ଚର୍ଚ୍ଚା 2025 "କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
February 10th, 11:30 am
ଛାତ୍ର: ଆମେ ପରୀକ୍ଷା ପେ ଚର୍ଚ୍ଚା ପାଇଁ ବହୁତ ଉତ୍ସାହିତ ଅଛୁ।ପରୀକ୍ଷା ପେ ଚର୍ଚ୍ଚା 2025ରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମତ ବିନିମୟ
February 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସୁନ୍ଦର ନର୍ସରୀଠାରେ ପରୀକ୍ଷା ପେ ଚର୍ଚ୍ଚା (ପିପିସି) ର ଅଷ୍ଟମ ସଂସ୍କରଣ ଅବସରରେ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିଛନ୍ତି । ସାରା ଦେଶର ଛାତ୍ରଛାତ୍ରୀମାନଙ୍କ ସହ ଏକ ଅନୌପଚାରିକ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ଅନେକ ବିଷୟ ଉପରେ ଆଲୋଚନା କରିଥିଲେ। ସେ ରାଶି ଲଡ଼ୁ ବଣ୍ଟନ କରିଥିଲେ ଯାହା ପାରମ୍ପରିକ ଭାବରେ ଶରୀରକୁ ଉଷ୍ମ ରଖିବା ପାଇଁ ଶୀତଦିନେ ପରିବେଷଣ କରାଯାଏ।ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 02:15 pm
ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 12th, 02:00 pm
ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।Congress is most dishonest and deceitful party in India: PM Modi in Doda, Jammu and Kashmir
September 14th, 01:00 pm
PM Modi, addressing a public meeting in Doda, Jammu & Kashmir, reaffirmed his commitment to creating a safe, prosperous, and terror-free region. He highlighted the transformation under BJP's rule, emphasizing infrastructure development and youth empowerment. PM Modi criticized Congress for its dynastic politics and pisive tactics, urging voters to support BJP for continued progress and inclusivity in the upcoming Assembly elections.