PM Modi offers prayers at Arulmigu Subramaniyaswamy Temple, Thirupparankundram in Madurai
March 01st, 07:36 pm
PM Modi visited and offered prayers at the Arulmigu Subramaniyaswamy Temple in Thirupparankundram, Madurai. He sought blessings for the peace, prosperity, and well-being of all citizens.Prime Minister shares glimpses of his visit to Somnath
January 10th, 11:00 pm
PM Modi shared glimpses of his visit to Somnath in Gujarat, where he received a warm welcome from the people during #SomnathSwabhimanParv. Later, the PM participated in Omkar Mantra chanting and witnessed a drone show. He also chaired a meeting of the Shree Somnath Trust, reviewing various aspects related to infrastructure upgradation in the temple complex.ଜନଜାତୀୟ ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନଭେମ୍ବର ୧୫ରେ ଗୁଜରାଟର ନର୍ମଦା ଜିଲ୍ଲା ଗସ୍ତ କରିବେ
November 14th, 11:41 am
ଡେଡିଆପଡ଼ାରେ ଏହି କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ଆଦିବାସୀ ସମ୍ପ୍ରଦାୟକୁ ଉନ୍ନତ କରିବା ତଥା ଏହି ଅଞ୍ଚଳର ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଭିତ୍ତିଭୂମି ଉନ୍ନତି ପାଇଁ ଲକ୍ଷ୍ୟ ରଖାଯାଇଥିବା ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ।ଉଦୟପୁରସ୍ଥିତ ମାତା ତ୍ରିପୁରା ସୁନ୍ଦରୀ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 22nd, 09:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର ଉଦୟପୁରସ୍ଥିତ ମାତା ତ୍ରିପୁରା ସୁନ୍ଦରୀ ମନ୍ଦିରରେ ପ୍ରାର୍ଥନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ମୋ ସାଥୀ ଭାରତୀୟଙ୍କ କଲ୍ୟାଣ ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କଲି ।”ଏପ୍ରିଲ ୧୧ରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ ଓ ମଧ୍ୟ ପ୍ରଦେଶ ଗସ୍ତ
April 09th, 09:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୧୧ ତାରିଖରେ ଉତ୍ତର ପ୍ରଦେଶ ଓ ମଧ୍ୟ ପ୍ରଦେଶ ଗସ୍ତ କରିବେ । ସେ ବାରାଣସୀ ଯିବେ ଏବଂ ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ୩୮୮୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ସେ ମଧ୍ୟ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ।PM to Visit Uttarakhand on 6th March
March 05th, 11:18 am
PM Modi will visit Uttarakhand on 6th March. He will perform pooja and darshan at Maa Ganga’s winter seat in Mukhwa, flag off a trek and bike rally, and address a public gathering in Harsil. The Uttarakhand government’s Winter Tourism programme is boosting religious tourism, local businesses, and homestays, attracting thousands of devotees to the revered winter seats of the Char Dham.ତେଲେଙ୍ଗାନାର ଶ୍ରୀ ଉଜ୍ଜୈନୀ ମହାକାଳୀ ଦେବସ୍ଥାନମରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ
March 05th, 11:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ଶ୍ରୀ ଉଜ୍ଜୈନୀ ମହାକାଳୀ ଦେବସ୍ଥାନମ୍ ରେ ପୂଜାର୍ଚ୍ଚନା କରିଛନ୍ତି।ଗୁଜରାଟର ଦ୍ୱାରକାଧୀଶ ମନ୍ଦିର ଗଲେ ପ୍ରଧାନମନ୍ତ୍ରୀ
February 25th, 01:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଦ୍ୱାରକାଧୀଶ ମନ୍ଦିର ଗସ୍ତ କରିଛନ୍ତି ।ବେୟଟ ଦ୍ୱାରକାରେ ଦ୍ୱାରକାଧୀଶ ମନ୍ଦିରରେ ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ
February 25th, 12:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେୟଟ ଦ୍ୱାରକାରେ ଆଜି ଦ୍ୱାରକାଧୀଶ ମନ୍ଦିରରେ ପୂଜା ଏବଂ ଦର୍ଶନ କରିଛନ୍ତି ।ଗୁଜରାଟର ମହେସଣାରେ ବଲୀନାଥ ମହାଦେବ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା
February 22nd, 07:48 pm
ଗୁଜରାଟର ମହେସଣାରେ ବଲୀନାଥ ମହାଦେବ ମନ୍ଦିରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂଜା ସହ ଦର୍ଶନ କରିଛନ୍ତି ।୨୨ ଏବଂ ୨୩ ଫେବୃଆରୀରେ ଗୁଜରାଟ ଓ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 21st, 11:41 am
ଫେବୃଆରୀ ୨୨ ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ଅହମଦାବାଦରେ ପ୍ରଧାନମନ୍ତ୍ରୀ ଗୁଜରାଟ ସହକାରୀ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଭାଗ ନେବେ । ଅପରାହ୍ନ ପ୍ରାୟ ୧୨ଟା ୪୫ରେ ପ୍ରଧାନମନ୍ତ୍ରୀ ମହେସଣା ପହଞ୍ଚିବେ ଏବଂ ବଲୀନାଥ ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା ସହ ଦର୍ଶନ କରିବେ । ଅପରାହ୍ନ ପ୍ରାୟ ୧ଟାରେ ପ୍ରଧାନମନ୍ତ୍ରୀ ତରଭ, ମହେସଣାରେ ଏକ ସାର୍ବଜନିକ ସମାରୋହରେ ଭାଗ ନେଇ ସେଠାରେ ୮,୩୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ନବସାରୀ ପହଞ୍ଚିବେ । ସେଠାରେ ସେ ପ୍ରାୟ ୧୭,୫୦୦ କୋଟି ଟଙ୍କା ବ୍ୟୟରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ସନ୍ଧ୍ୟା ପ୍ରାୟ ୬ଟା ୧୫ରେ ପ୍ରଧାନମନ୍ତ୍ରୀ କାକ୍ରାପାର ପରମାଣୁ ଶକ୍ତି ଷ୍ଟେସନ ଗସ୍ତ କରି ସେଠାରେ ଦୁଇ ନୂଆ ପ୍ରେସରାଇଜ୍ଡ ହେଭି ୱାଟର ରିଆକ୍ଟର୍ସ (ପିଏଚ୍ଡବ୍ଲ୍ୟୁଏସ୍)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଜାନୁଆରୀ ୨୨ ରେ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
January 21st, 09:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ, ୨୦୨୪ ମଧ୍ୟାହ୍ନ ପ୍ରାୟ ୧୨ଟାରେ ଅଯୋଧ୍ୟାର ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବେ । ଏହା ପୂର୍ବରୁ ଅକ୍ଟୋବର, ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ଶ୍ରୀରାମ ଜନ୍ମଭୂମି ଟ୍ରଷ୍ଟରୁ ନିମନ୍ତ୍ରଣ ମିଳିଥିଲା ।ଧନୁଷକୋଡ଼ିରେ କୋଦଣ୍ଡରାମାସ୍ୱାମୀ ମନ୍ଦିରରେ ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ
January 21st, 03:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଧନୁଷକୋଡ଼ିରେ କୋଦଣ୍ଡରାମାସ୍ୱାମୀ ମନ୍ଦିରରେ ଦର୍ଶନ ସହ ପୂଜା କରିଛନ୍ତି ।ତାମିଲନାଡ଼ୁର ଅରୁଲମିଗୁରେ ରାମନାଥସ୍ୱାମୀ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା
January 20th, 07:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ଅରୁଲମିଗୁ ରାମନାଥସ୍ୱାମୀ ମନ୍ଦିରରେ ପ୍ରାର୍ଥନା କରିଛନ୍ତି ।ତାମିଲନାଡ଼ୁର ଶ୍ରୀ ରଙ୍ଗନାଥସ୍ୱାମୀ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
January 20th, 07:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ଶ୍ରୀ ରଙ୍ଗନାଥସ୍ୱାମୀ ମନ୍ଦିରରେ ପ୍ରାର୍ଥନା କରିଛନ୍ତି ।ଜାନୁଆରୀ ୨୦-୨୧ରେ ତାମିଲନାଡୁର ଏକାଧିକ ମନ୍ଦିର ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
January 18th, 06:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୦-୨୧,୨୦୨୪ ରେ ତାମିଲନାଡୁର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ପରିଦର୍ଶନ କରିବେ।କେରଳର ତ୍ରିପ୍ରୟାରରେ ଶ୍ରୀ ରାମାସ୍ୱାମୀ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ
January 17th, 05:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତ୍ରିପ୍ରୟାରରେ ଶ୍ରୀ ରାମାସ୍ୱାମୀ ମନ୍ଦିର ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି । ଶ୍ରୀ ମୋଦୀ ସାଂସ୍କୃତିକ ପ୍ରଦର୍ଶନୀ ମଧ୍ୟ ଦେଖିଥିଲେ ଏବଂ କଳାକାର ଓ ବଟୁକଙ୍କୁ ପୁରସ୍କୃତ କରିଥିଲେ ।କେରଳର ଗୁରୁଭାୟୁରଠାରେ ଥିବା ଗୁରୁଭାୟୁର ମନ୍ଦିରରେ ଦର୍ଶନ, ପୂଜା କଲେ ପ୍ରଧାନମନ୍ତ୍ରୀ
January 17th, 01:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ଗୁରୁଭାୟୁରଠାରେ ଗୁରୁଭାୟୁର ମନ୍ଦିରରେ ଦର୍ଶନ ଓ ପୂଜା କରିଛନ୍ତି ।ମହାରାଷ୍ଟ୍ରର ନାସିକସ୍ଥିତ ଶ୍ରୀ କଳାରାମ ମନ୍ଦିରରେ ପ୍ରଧାନମନ୍ତ୍ରୀ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି
January 12th, 03:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ନାସିକସ୍ଥିତ କଳାରାମ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ଶ୍ରୀରାମ କୁଣ୍ଡରେ ମଧ୍ୟ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ । ସେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।ଛତିଶଗଡ଼ର ଡୋଙ୍ଗରଗଡ଼ରେ ମା’ ବାମଲେଶ୍ୱରୀଙ୍କଠାରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା
November 05th, 02:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡ଼ର ଡୋଙ୍ଗରଗଡ଼ରେ ମା’ ବାମଲେଶ୍ୱରୀଙ୍କୁ ପୂଜା କରିଛନ୍ତି ଏବଂ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି ପାଇଁ ଆଶୀର୍ବାଦ ଲୋଡ଼ିଛନ୍ତି ।