The party governing Punjab today has neither clean intentions nor honesty: PM Modi in Jalandhar
July 17th, 04:31 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.PM addresses an energy-packed public rally in Jalandhar, Punjab
July 17th, 04:30 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 07th, 03:15 pm
ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.ନୂଆଦିଲ୍ଲୀରେ ରିପବ୍ଲିକ ସମିଟ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 22nd, 10:24 pm
ରିପବ୍ଲିକ ଟିଭି ନେଟୱର୍କର ସମସ୍ତ ଦର୍ଶକଙ୍କୁ ମୋର ଅଭିନନ୍ଦନ, ଯାହା ଏବେ ଅନେକ ଭାଷାରେ ପ୍ରସାରିତ ହେଉଛି। ମୁଁ ଏହି ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ ଆସିଥିବା ସମସ୍ତ ସାଥୀଙ୍କୁ ମଧ୍ୟ ସ୍ୱାଗତ ଜଣାଉଛି। ୨୪ ଘଣ୍ଟିଆ ସମ୍ବାଦ ଚ୍ୟାନେଲରେ ‘ବ୍ରେକିଂ ନ୍ୟୁଜ୍’ର ବିଶେଷ ଗୁରୁତ୍ୱ ଥାଏ। ଆଜି ଯଦି ସମଗ୍ର ବିଶ୍ୱକୁ ଦେଖାଯାଏ, ତେବେ ଲାଗେ ସାରା ଦୁନିଆ ଯେପରି ‘ବ୍ରେକିଂ ନ୍ୟୁଜ୍’ର ଅବସ୍ଥାରେ ଅଛି। ଏତେ ହଇଚଇ ମଧ୍ୟରେ, ତୁମେ ଏହି ଶିଖର ସମ୍ମିଳନୀର ଆୟୋଜନ ଏବଂ ଅଂଶଗ୍ରହଣ କରୁଛ, ତେଣୁ ତୁମେ ବିଶେଷ ଅଭିନନ୍ଦନ ପାଇବାକୁ ଯୋଗ୍ୟ। ଏଥର ଆପଣଙ୍କ ଆଲୋଚନାର ବିଷୟ ମଧ୍ୟ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ—“ମହାଶକ୍ତି ଭାରତ: ରାଷ୍ଟ୍ର ସର୍ବପ୍ରଥମ”।‘ରିପବ୍ଲିକ୍ ସମିଟ୍ ୨୦୨୬’କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 22nd, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।Prime Minister addresses the Indian Community in Paris
June 18th, 09:30 pm
Addressing the Indian community in Paris, PM Modi highlighted India’s transformative growth over the past 12 years across infrastructure, digital technology, manufacturing, defence, space, innovation, healthcare and social development. He underscored the growing strength of the India-France Strategic Partnership, praised the Indian diaspora for serving as a vital bridge between the two nations and highlighted yoga and football as bonds connecting India and France.The future of farming lies not merely in "Produce More,” but in "Produce Better": PM Modi at FAO
May 20th, 11:00 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.Prime Minister receives Agricola Medal from the Food and Agriculture Organization (FAO) of the United Nations in Rome
May 20th, 10:55 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.PM Modi’s high-energy rallies in Krishnanagar and Mathurapur, West Bengal
April 23rd, 12:30 pm
PM Modi addressed massive public gatherings in Krishnanagar and Mathurapur, delivering a sharp critique of TMC’s misgovernance while presenting BJP’s vision of development, security and women-led growth in West Bengal.No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 21st, 04:25 pm
ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 12:00 pm
ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 10:20 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ , ଜାତୀୟ ସ୍ଵୟଂ ସେବକ ସଂଘର ପରମ ପୂଜ୍ୟ ସରସଂଘଚାଳକ ଡକ୍ଟର ମୋହନ ଭାଗବତ ଜୀ , ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ , ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ପୂଜ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ ଜୀ , ପୂଜ୍ୟ ସନ୍ଥ ସମାଜ , ଏଠାରେ ଉପସ୍ଥିତ ସମସ୍ତ ଭକ୍ତ , ଦେଶ ଏବଂ ବିଶ୍ଵ ସ୍ତରରୁ ଏଠାକୁ ଆସି ଏହା ଐତିହାସିକ ମୁହୂର୍ତ୍ତ ର ସାକ୍ଷୀ ହୋଇଥିବା ପରମ ରାମ ଭକ୍ତ , ମହିଳାମାନେ ଏବଂ ଭଦ୍ରବ୍ୟକ୍ତି ଗଣ !ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ୱଜାରୋହଣ ଉତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 10:13 am
ଦେଶର ସାମାଜିକ-ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ କ୍ଷେତ୍ରରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟାରେ ପବିତ୍ର ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ଶିଖରରେ ଆନୁଷ୍ଠାନିକ ଭାବରେ ଏକ ଗୈରିକ ପତାକା ଉତ୍ତୋଳନ କରିଛନ୍ତି। ଧ୍ୱଜାରୋହଣ ଉତ୍ସବ ମନ୍ଦିର ନିର୍ମାଣର ଆନୁଷ୍ଠାନିକ ସମାପ୍ତି ଏବଂ ସାଂସ୍କୃତିକ ଉତ୍ସବ ଓ ଜାତୀୟ ଏକତାର ଏକ ନୂତନ ଅଧ୍ୟାୟର ପ୍ରତୀକ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଅଯୋଧ୍ୟା ସହର ଭାରତର ସାଂସ୍କୃତିକ ଚେତନାର ଆଉ ଏକ ଶିଖରର ସାକ୍ଷୀ ହେଉଛି। ଆଜି ସମଗ୍ର ଭାରତ ଏବଂ ସମଗ୍ର ବିଶ୍ୱ ପ୍ରଭୁ ଶ୍ରୀ ରାମଙ୍କ ଭାବନାରେ ସମ୍ପୂର୍ଣ୍ଣ ରାମମୟ ହୋଇ ଉଠିଛି । ଶ୍ରୀ ମୋଦୀ କହିଛନ୍ତି, ପ୍ରତ୍ୟେକ ରାମ ଭକ୍ତଙ୍କ ହୃଦୟରେ ଆଜି ଅନନ୍ୟ ସନ୍ତୋଷ, ଅସୀମ କୃତଜ୍ଞତା ଏବଂ ଅପାର ଦିବ୍ୟ ଆନନ୍ଦ ରହିଛି। ସେ କହିଛନ୍ତି, ଶହ ଶହ ବର୍ଷ ପୁରୁଣା କ୍ଷତ ସୁସ୍ଥ ହେଉଛି। ଅନେକ ଶତାବ୍ଦୀର ଯନ୍ତ୍ରଣା ଶେଷ ହେଉଛି ଏବଂ ଶହ ଶହ ବର୍ଷର ସଂକଳ୍ପ ଆଜି ସିଦ୍ଧି ଲାଭ କରୁଛି। ସେ କହିଛନ୍ତି, ଏହା ଏକ ଯଜ୍ଞର ପରିଣାମ ଯାହାର ଅଗ୍ନି ପାଞ୍ଚ ଶହ ବର୍ଷ ଧରି ପ୍ରଜ୍ଜ୍ୱଳିତ ରହିଥିଲା। ଏହି ଯଜ୍ଞର ବିଶ୍ୱାସ କେବେ ଟଳମଳ ହୋଇନଥିଲା। ଗୋଟିଏ ମୁହୂର୍ତ୍ତ ପାଇଁ ମଧ୍ୟ ବିଶ୍ୱାସ ଭାଙ୍ଗି ନଥିଲା। ଆଜି ପ୍ରଭୁ ଶ୍ରୀରାମଙ୍କ ପବିତ୍ର ସ୍ଥାନର ଅସୀମ ଶକ୍ତି ଏବଂ ଶ୍ରୀରାମଙ୍କ ପରିବାରର ଦିବ୍ୟ ମହିମା ଏହି ଧର୍ମଧ୍ୱଜ ରୂପରେ ସବୁଠାରୁ ଦିବ୍ୟ ଓ ମହାନ ମନ୍ଦିରରେ ପ୍ରତିଷ୍ଠିତ ହୋଇଛି।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।