ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 08:00 pm

ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।

Prime Minister Shri Narendra Modi addresses TV9 Summit 2025

March 28th, 06:53 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

ଆରାରେ ପାୱାର ଗ୍ରୀଡ୍ ସବଷ୍ଟେଶନ ସମ୍ପ୍ରସାରଣ ପାଇଁ ଶିଳାନ୍ୟାସ ଏହି ଅଞ୍ଚଳର ଲୋକଙ୍କ ଜୀବନକୁ ସହଜ କରିବ: ପ୍ରଧାନମନ୍ତ୍ରୀ

May 09th, 11:15 pm

କେନ୍ଦ୍ର ଶକ୍ତି ଏବଂ ନୂତନ ଓ ନବୀକରଣ ଯୋଗ୍ୟ ଶକ୍ତି ମନ୍ତ୍ରୀ ଶ୍ରୀ ଆର. କେ. ସିଂଙ୍କ ଟୁଇଟର ଉ‌ତ୍ତର ଦେଇ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

ଲେହରେ ପ୍ରଧାନମନ୍ତ୍ରୀ: ଉନବିଂଶ କୁଶୋକ ବକୁଲା ରିନପୋଚେଙ୍କ ଜନ୍ମଶତବାର୍ଷିକୀ ସମାରୋହର ଉଦ୍ଯାପନୀ ଉତ୍ସବରେ ଯୋଗଦାନ; ଜୋଜିଲା ସୁଡ଼ଙ୍ଗ ନିର୍ମାଣ କାମର କଲେ ଶୁଭାରମ୍ଭ

May 19th, 12:21 pm

ଆଜି ଦିନିକିଆ ଜାମ୍ମୁ-କଶ୍ମୀର ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲେହଠାରେ ପହଂଚିଥିଲେ ।