ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-III (ପିଏମଜିଏସଓ୍ବାଇ-III)କୁ ମାର୍ଚ୍ଚ ୨୦୨୫ରୁ ମାର୍ଚ୍ଚ ୨୦୨୮ ପର୍ଯ୍ୟନ୍ତ ଜାରି ରଖିବାକୁ କ୍ୟାବିନେଟ୍ ଅନୁମୋଦନ
April 18th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା କେନ୍ଦ୍ର କ୍ୟାବିନେଟ୍ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-III (ପିଏମଜିଏସଓ୍ବାଇ-III)କୁ ମାର୍ଚ୍ଚ ୨୦୨୫ ଅବଧିରୁ ଆଗକୁ ବଢାଇ ମାର୍ଚ୍ଚ ୨୦୨୮ ପର୍ଯ୍ୟନ୍ତ ଜାରି ରଖିବାକୁ ଅନୁମୋଦନ କରିଛନ୍ତି। ଏଥିରେ ଗ୍ରାମୀଣ କୃଷି ବଜାର (GrAM), ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହସ୍ପିଟାଲ ସହିତ ବାସିନ୍ଦାଙ୍କୁ ସଂଯୋଗ କରୁଥିବା ରାସ୍ତା ଏବଂ ପ୍ରମୁଖ ଗ୍ରାମୀଣ ରାସ୍ତାଗୁଡ଼ିକର ସୁଦୃଢୀକରଣ ଅନ୍ତର୍ଭୁକ୍ତ। ଏହି ଯୋଜନାର ସଂଶୋଧିତ ବ୍ୟୟ ଅଟକଳ ୮୩,୯୭୭ କୋଟି ଟଙ୍କା ହେବ।Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।୧୧ ମାର୍ଚ୍ଚରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 09th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ମାର୍ଚ୍ଚ ୨୦୨୬ରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ । ପ୍ରାୟ ୧:୩୦ ସମୟରେ, ପ୍ରଧାନମନ୍ତ୍ରୀ କେରଳର ଏର୍ଣ୍ଣାକୁଲମ୍ରେ ପ୍ରାୟ ୧୦,୮୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଲୋକାର୍ପଣ, ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ ପ୍ରାୟ ସନ୍ଧ୍ୟା ୫:୪୫ ସମୟରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପ୍ରାୟ ୫,୬୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।୧ ମାର୍ଚ୍ଚରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 27th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ମାର୍ଚ୍ଚ ୨୦୨୬ରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ। ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ ପରେ, ପ୍ରଧାନମନ୍ତ୍ରୀ ୨୮ ଫେବୃଆରୀ ରାତି ପ୍ରାୟ ୯ଟାରେ ଚେନ୍ନାଇ ପହଞ୍ଚିବେ ।ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:00 pm
ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।From the land of Sindoor Khela, India showcased its strength through Operation Sindoor: PM Modi in Alipurduar, West Bengal
May 29th, 02:00 pm
PM Modi addressed a public meeting in Alipurduar, West Bengal. He ignited the spirit of the people urging them to take charge of shaping a prosperous future for Bengal & India. He lambasted the TMC for shielding corrupt leaders and appealed to the people to reject TMC. The PM invoked the Bengal’s spirit by saying “From the land of Sindoor Khela, India showcased its strength through Operation Sindoor.”PM Modi rallies in Alipurduar, West Bengal with a resounding Call to Action
May 29th, 01:40 pm
PM Modi addressed a public meeting in Alipurduar, West Bengal. He ignited the spirit of the people urging them to take charge of shaping a prosperous future for Bengal & India. He lambasted the TMC for shielding corrupt leaders and appealed to the people to reject TMC. The PM invoked the Bengal’s spirit by saying “From the land of Sindoor Khela, India showcased its strength through Operation Sindoor.”ତାମିଲନାଡ଼ୁର ରାମେଶ୍ୱରମରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 06th, 02:00 pm
ତାମିଲନାଡ଼ୁର ରାଜ୍ୟପାଳ, ଶ୍ରୀ ଆର୍. ଏନ୍. ରବି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଡକ୍ଟର ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ୟ ବିଶିଷ୍ଟ ଅତିଥିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ! ]ତାମିଲନାଡୁର ରାମେଶ୍ୱରମ ଠାରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 06th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ରାମେଶ୍ୱରମ ଠାରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସେ ଭାରତର ପ୍ରଥମ ଭର୍ଟିକାଲ ଲିଫ୍ଟ ସମୁଦ୍ର ସେତୁ, ନୂଆ ପମ୍ବନ ରେଳ ସେତୁକୁ ଉଦଘାଟନ କରିଥିଲେ ଏବଂ ସଡକ ସେତୁରୁ ଏକ ଟ୍ରେନ ଓ ଜାହାଜକୁ ପତାକା ଦେଖାଇ ଶୁଭାରମ୍ଭ କରିଥଲେ ଏବଂ ସେତୁର ପରିଚାଳନାକୁ ନିରୀକ୍ଷଣ କରିଥିଲେ। ରାମେଶ୍ୱରମସ୍ଥିତ ରାମନାଥସ୍ୱାମୀ ମନ୍ଦିରରେ ମଧ୍ୟ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଶ୍ରୀରାମ ନବମୀର ପବିତ୍ର ଅବସର। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ଆଜି ସକାଳେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ସୂର୍ଯ୍ୟର ଦିବ୍ୟ କିରଣ ରାମଲାଲାଙ୍କୁ ଭବ୍ୟ ତିଳକରେ ସଜ୍ଜିତ କରିଥିଲା।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 01:00 pm
ବଜେଟ୍ ପରେ, ବଜେଟ୍ ସମ୍ବନ୍ଧୀୟ ୱେବିନାରରେ ଆପଣ ସମସ୍ତଙ୍କର ଉପସ୍ଥିତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ଆପଣ ସମସ୍ତଙ୍କୁ ଧନ୍ୟବାଦ।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 01st, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କୃଷି ଓ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ବଜେଟ୍ ପରବର୍ତ୍ତୀ ୱେବିନାରରେ ଅଂଶଗ୍ରହଣର ବିଶେଷତ୍ୱ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ଏବଂ ଆଲୋକପାତ କରିଥିଲେ ଯେ ଚଳିତ ବର୍ଷର ବଜେଟ୍ ହେଉଛି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍, ଯାହା ନୀତିର ନିରନ୍ତରତା ଏବଂ ବିକଶିତ ଭାରତ ପାଇଁ ଦୃଷ୍ଟିକୋଣର ନୂତନ ସମ୍ପ୍ରସାରଣକୁ ପ୍ରତିଫଳିତ କରୁଛି । ବଜେଟ ପୂର୍ବରୁ ସମସ୍ତ ଅଂଶୀଦାରଙ୍କଠାରୁ ମିଳିଥିବା ମୂଲ୍ୟବାନ ସୂଚନା ଏବଂ ପରାମର୍ଶକୁ ସେ ସ୍ୱୀକାର କରିଥିଲେ, ଯାହା ଅତ୍ୟନ୍ତ ଉପଯୋଗୀ ହୋଇଛି । ଏହି ବଜେଟକୁ ଅଧିକ ପ୍ରଭାବଶାଳୀ କରିବାରେ ଅଂଶୀଦାରଙ୍କ ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”