‘କୋଭିଡ଼-୧୯ ସମ୍ମୁଖ ଯୋଦ୍ଧାଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 18th, 09:45 am
କରୋନା ବିରୋଧରେ ମହାଯୁଦ୍ଧରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଯାନର ଆଉ ଏକ ପର୍ଯ୍ୟାୟ ପ୍ରାରମ୍ଭ ହେଉଛି। କରୋନାର ପ୍ରଥମ ଲହର ସମୟରେ ଦେଶରେ ହଜାର ହଜାର ପେଶାଦାରମାନେ, କୌଶଳ ବିକାଶ ଅଭିଯାନ ସହିତ ସାମିଲ ହୋଇଥିଲେ। ଏହି ପ୍ରୟାସ ଦେଶକୁ କରୋନା ମୁକାବିଲା କରିବା ପାଇଁ ବଡ଼ ଶକ୍ତି ଦେଇଥିଲା। ଏବେ କରୋନାର ଦ୍ୱିତୀୟ ଲହର ପରେ ଯେଉଁ ଅନୁଭବ ମିଳିଛି, ସେହି ଅନୁଭବ ଆଜିର ଏହି କାର୍ଯ୍ୟକ୍ରମର ପ୍ରମୁଖ ଆଧାର ପାଲଟିଛି। କରୋନାର ଦ୍ୱିତୀୟ ଲହରରେ ଆମେମାନେ ଦେଖିଲେ ଯେ, କରୋନା ଭୁତାଣୁର ପରିବର୍ତିତ ଏବଂ ବାରମ୍ବାର ପରିବର୍ତନ ହେଉଥିବା ସ୍ୱରୂପ କେଉଁ ପ୍ରକାରର ଆହ୍ୱାନ ସବୁକୁ ଆମ ସମ୍ମୁଖକୁ ଆଣିପାରେ। ଏହି ଭୂତାଣୁ ଏବେ ମଧ୍ୟ ଆମ ମାନଙ୍କ ଗହଣରେ ଅଛି ଆଉ ଯେ ପର୍ଯ୍ୟନ୍ତ ଏହା ରହିଛି, ଏହାର ମ୍ୟୁଟେଂଟ ହେବାର ସମ୍ଭାବନା ମଧ୍ୟ ରହିଛି। ତେଣୁ, ପ୍ରତ୍ୟେକ ପ୍ରକାରର ଚିକିତ୍ସା, ସମସ୍ତ ସାବଧାନତା ଅବଲମ୍ବନ କରି ଆଗାମୀ ଆହ୍ୱାନ ଗୁଡ଼ିକର ମୁକାବିଲା କରିବା ପାଇଁ ଆମ୍ଭମାନଙ୍କୁ ଦେଶର ପ୍ରସ୍ତୁତିକୁ ଆହୁରି ଅଧିକ ବଢ଼଼ାଇବାକୁ ହେବ। ଏହି ଲକ୍ଷ୍ୟକୁ ନେଇ ଆଜି ଦେଶରେ 1 ଲକ୍ଷ ଆଗଧାଡ଼ିର କରୋନା ଯୋଦ୍ଧା ପ୍ରସ୍ତୁତ କରିବାର ମହାଅଭିଯାନ ଆରମ୍ଭ କରାଯାଉଛି।‘ସମ୍ମୁଖ କୋଭିଡ-19 କର୍ମୀଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
June 18th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ‘କୋଭିଡ-19 ସମ୍ମୁଖ ଯୋଦ୍ଧାଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ’ର ଶୁଭାରମ୍ଭ କରିଛନ୍ତି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ 26ଟି ରାଜ୍ୟର 111ଟି କେନ୍ଦ୍ରରେ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ଅଧୀନରେ ପାଖାପାଖି 1 ଲକ୍ଷ ସମ୍ମୁଖ ଯୋଦ୍ଧାମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡ. ମହେନ୍ଦ୍ର ନାଥ ପାଣ୍ଡେ, ଆହୁରି ବହୁ କେନ୍ଦ୍ର ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ, ବିଶେଷଜ୍ଞ ଓ ଅନ୍ୟ ଅଂଶୀଦାରମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।ବିହାରରେ ତିନୋଟି ପ୍ରମୁଖ ପେଟ୍ରୋଲିୟମ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 12:01 pm
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଁ ଆପଣମାନଙ୍କ ସହିତ ଏକ ଦୁଃଖଦ ଖବର ବାଣ୍ଟିବାକୁ ଚାହୁଁଛି । ବିହାରର ଜଣେ ବରିଷ୍ଠ ନେତା ଶ୍ରୀମାନ ରଘୁବଂଶ ପ୍ରସାଦ ସିଂହ ଆଉ ଆମମାନଙ୍କ ଗହଣରେ ନାହାନ୍ତି । ମୁଁ ତାଙ୍କ ଅମର ଆତ୍ମା ପ୍ରତି ନମସ୍କାର କରୁଛି । ରଘୁବଂଶ ବାବୁଙ୍କ ବିଦାୟ ସହିତ ବିହାର ଏବଂ ଦେଶର ଚଳନ୍ତି ରାଜନୀତିରେ ଏକ ଶୂନ୍ୟତା ସୃଷ୍ଟି ହୋଇଛି । ସେ ମାଟି ସହିତ ଯୋଡ଼ି ହୋଇ ରହିଥିବା ଜଣେ ବ୍ୟକ୍ତି ଥିଲେ, ରାଜନେତା ଥିଲେ । ଗରିବ ଲୋକଙ୍କ ଦୁଃଖଦୁର୍ଦ୍ଦଶାକୁ ବୁଝି ପାରୁଥିବା ଜଣେ ବ୍ୟକ୍ତିତ୍ୱ ଥିଲେ । ସମଗ୍ର ଜୀବନ ବିହାର ପାଇଁ ସଂଘର୍ଷ କରି ସେ ବିତାଇଛନ୍ତି । ସେ ଯେଉଁ ବିଚାରଧାରାରେ ଜନ୍ମଲାଭ କରିଥିଲେ ଏବଂ ବଢ଼ିଥିଲେ, ଜୀବନବ୍ୟାପୀ ସେହି ଭଳି ଜୀବନ ବଞ୍ଚିବାକୁ ପ୍ରୟାସ କରିଥିଲେ ।ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ
September 13th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଆଜି (13.09.2020) ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ହେଲା, ହଳଦିଆ – ଦୁର୍ଗାପୁର ପାଇପଲାଇନ ଅନ୍ତର୍ଗତ ଦୁର୍ଗାପୁର ବାଙ୍କା ସେକ୍ସନ ଏବଂ ଦୁଇଟି ଏଲପିଜି ବଟଲିଙ୍ଗ ପ୍ଳାଣ୍ଟ । ସେଗୁଡିକ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଅଧିନସ୍ଥ ଭାରତୀୟ ତୈଳ ନିଗମ ଓ ଏଚପିସିଏଲରେ କମିଶନଭୁକ୍ତ ଅଛନ୍ତି ।କୋଲକାତା ପୋର୍ଟ ଟ୍ରଷ୍ଟର ଭବ୍ୟ 150 ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 11:18 am
ପଶ୍ଚିମବଙ୍ଗର ରାଜ୍ୟପାଳ ଶ୍ରୀମାନ ଜଗଦୀପ ଧନଖଡ଼ଜୀ, କେନ୍ଦ୍ରୀୟ ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ମନସୁଖ ମାଣ୍ଡଭୀୟ ଜୀ, ଏଠାରେ ଉପସ୍ଥିତ ଭାରତ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ ଏବଂ ଅନେକ ସଂଖ୍ୟାରେ ଏଠାକୁ ଆସିଥିବା ପଶ୍ଚିମବଙ୍ଗର ମୋର ଭଉଣୀ ଓ ଭାଇମାନେ ।କୋଲକାତା ବନ୍ଦର ଟ୍ରଷ୍ଟର 150ତମ ଜୟନ୍ତୀ ଅବସରରେ ଆୟୋଜିତ ଭବ୍ୟ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
January 12th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତା ବନ୍ଦର ଟ୍ରଷ୍ଟର 150ତମ ଜୟନ୍ତୀ ଅବସରରେ ଆୟୋଜିତ ଭବ୍ୟ ଉତ୍ସବରେ ଯୋଗଦାନ କରିଥିଲେ ।ଜାନୁଆରୀ 11 ଓ 12ରେ କୋଲକାତାକୁ ସରକାରୀ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 10th, 12:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 11 ଏବଂ 12, 2020ରେ କୋଲକାତାକୁ ଦୁଇ ଦିନିଆ ସରକାରୀ ଗସ୍ତରେ ଯିବେ ।ଜାତୀୟ ଯୁବ ଦିବସ ଅବସରରେ ଦୁଇଟି ସମାବେଶକୁ ଭିଡିଓ କନଫେରେନସିଙ୍ଗ ଯୋଗେ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
January 12th, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଯୁବ ଦିବସ ଅବସରରେ ଭିଡିଓ କନଫେରେନସିଙ୍ଗ ଯୋଗେ ଦୁଇଟି ଗୁରୁତ୍ଵପୂର୍ଣ୍ଣ ସମାବେଶକୁ ସମ୍ବୋଧିତ କରିଛନ୍ତି ।22ତମ ଜାତୀୟ ଯୁବ ମହୋତ୍ସବ-2018ର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ କନଫରେନ୍ସ ଜରିଆରେ)
January 12th, 12:45 pm
ସର୍ବପ୍ରଥମେ ମୁଁ ସମସ୍ତ ଦେଶବାସୀଙ୍କୁ ଆମର ବୈଜ୍ଞାନିକମାନଙ୍କର ଆଉ ଏକ ବଡ ଉପଲବ୍ଧିକୁ ପାଇଁ ଶୁଭେଚ୍ଛା ଜଣାଇବାକୁ ଚାହୁଁଛି । ବର୍ତ୍ତମାନଠାରୁ କିଛି ସମୟ ପୂର୍ବରୁ ଇସ୍ରୋ ପିଏସଏଲଭି-ସି 40ର ସଫଳ ପ୍ରକ୍ଷେପଣ କରିଛି । ପିଏସଏଲଭି ଦ୍ୱାରା କାର୍ଟୋସାଟ୍-2 ସିରିଜର ଉପଗ୍ରହ ସମେତ ମୋଟ 31ଟି ଉପଗ୍ରହକୁ ଅନ୍ତରୀକ୍ଷରେ ସ୍ଥାପିତ କରାଯାଇଛି । ଏଥିରୁ 28ଟି ଉପଗ୍ରହ ହେଉଛି ଅନ୍ୟ ଦେଶର । ଆଜି ଇସ୍ରୋ ଆଉ ଏକ ରେକର୍ଡ କରିଛି । ଆଜି ଇସ୍ରୋ ଉପଗ୍ରହ ପ୍ରେରଣ କ୍ଷେତ୍ରରେ ଶତକ ଅର୍ଜନ କରିଛି ।People of Uttar Pradesh Are Tired Of Goondaism: PM Modi
December 19th, 02:32 pm
PM Narendra Modi while addressing a public meeting in Kanpur said that Uttar Pradesh wants change and progress. Shri Modi said Uttar Pradesh has a vital role in giving a stable Government. Shri Modi spoke about how skilled youth can be agents of change in countering poverty. PM affirmed that the Centre’s agenda is to end corruption and ensure welfare of poor and marginalized people. PM also thanked people for being patient and cooperating in the demonetization drive to fight corruption.PM Modi addresses Parivartan Rally in Kanpur, Uttar Pradesh
December 19th, 02:31 pm
Prime Minister Narendra Modi while addressing a public meeting in Kanpur said that Uttar Pradesh wants change and progress. Shri Modi said Uttar Pradesh has a vital role in giving a stable Government. Shri Modi spoke about how skilled youth can be agents of change in countering poverty. PM Modi remarked that corruption and black money have adversely affected the lives of common man. He attacked the opposition for not letting the Parliament function.PM Modi lays foundation of first ever Indian Institute of Skills in India at Kanpur
December 19th, 01:30 pm
Furthering his vision of a Skilled India, PM Narendra Modi laid foundation of first ever Indian Institute of Skills in India at Kanpur. The Prime Minister also visited Kaushal Pradarshani, an exhibition showcasing opportunities in skill development for our youth.Prime Minister to lay foundation of first ever Indian Institute of Skills in India at Kanpur Tomorrow
December 18th, 06:07 pm
Prime Minister Shri Narendra Modi will lay the foundation stone of the first “Indian Institute of Skills” in the country at Kanpur, Uttar Pradesh. The Institute has been conceptualized by Shri Narendra Modi during his visit to Singapore’s Institute of Technical Education.First Meeting of Governing Council of National Skill Development Mission held under Chairmanship of Hon’ble Prime Minister of India, Shri Narendra Modi
June 02nd, 07:06 pm