ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
March 25th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର କାର୍ଯ୍ୟକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନ (ୟୁଏନଏଫସିସିସି) ଏବଂ ଏହାର ପ୍ୟାରିସ ଚୁକ୍ତିନାମା ଅଧୀନରେ ଦେଶର ମହତ୍ତ୍ୱାକାଂକ୍ଷାକୁ ପ୍ରୋତ୍ସାହିତ କରିବ ଏବଂ ଦୀର୍ଘସ୍ଥାୟୀ ବିକାଶ ଏବଂ ଜଳବାୟୁ ନ୍ୟାୟ ପ୍ରତି ଏହାର ପ୍ରତିବଦ୍ଧତାକୁ ମଧ୍ୟ ମଜବୁତ କରିବ।୨୦୨୫-୨୬ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର ଏକ ଉପ-ଯୋଜନା ଭାବେ କମାଣ୍ଡ କ୍ଷେତ୍ର ବିକାଶ ଏବଂ ଜଳ ପରିଚାଳନାର ଆଧୁନିକୀକରଣକୁ କ୍ୟାବିନେଟ ମଞ୍ଜୁରି
April 09th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା (ପିଏମକେଏସୱାଇ)ର ଉପ-ଯୋଜନା ଭାବେ କମାଣ୍ଡ କ୍ଷେତ୍ର ବିକାଶ ଏବଂ ଜଳ ପରିଚାଳନା (ଏମ-ସିଏଡିଡବ୍ଲ୍ୟୁଏମ)ର ଆଧୁନିକୀକରଣକୁ ଅନୁମୋଦନ କରିଛି। ଏହି ଯୋଜନାର ମୋଟ ପ୍ରାରମ୍ଭିକ ବ୍ୟୟ ଅଟକଳ ୧୬୦୦ କୋଟି ଟଙ୍କା ରଖାଯାଇଛି।India’s GDP Soars: A Win For PM Modi’s GDP plus Welfare
December 01st, 09:12 pm
Exceeding all expectations and predictions, India's Gross Domestic Product (GDP) has demonstrated a remarkable annual growth of 7.6% in the second quarter of FY2024. Building on a strong first-quarter growth of 7.8%, the second quarter has outperformed projections with a growth rate of 7.6%. A significant contributor to this growth has been the government's capital expenditure, reaching Rs. 4.91 trillion (or $58.98 billion) in the first half of the fiscal year, surpassing the previous year's figure of Rs. 3.43 trillion.୨୦୨୪-୨୫ ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରି
October 18th, 03:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ବାଧ୍ୟତାମୂଳକ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି ।