Gen Z & Gen Alpha will lead India to the goal of a Viksit Bharat: PM Modi

December 26th, 01:30 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

PM Modi addresses Veer Baal Diwas programme in New Delhi

December 26th, 01:00 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

୨୬ ଡିସେମ୍ବରରେ ‘ବୀର ବାଲ ଦିବସ’ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

December 25th, 05:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ଦିନ ୧୨:୧୫ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ ଠାରେ ‘ବୀର ବାଲ ଦିବସ’ ଉପଲକ୍ଷେ ଆୟୋଜିତ ଜାତୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ ମଧ୍ୟ କରିବେ ।

Prime Minister Narendra Modi to participate in Veer Baal Diwas programme in New Delhi

December 25th, 01:58 pm

Prime Minister Shri Narendra Modi will participate in Veer Baal Diwas, a nationwide celebration honouring children as the foundation of India’s future, on 26 December 2024 at around 12 Noon at Bharat Mandapam, New Delhi. He will also address the gathering on the occasion.

ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ

January 23rd, 06:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ନିଜ ଆବାସ, ୭ ଲୋକ କଲ୍ୟାଣ ମାର୍ଗରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର (ପିଏମ୍‌ଆର୍‌ବିପି) ପୁରସ୍କାର ବିଜେତାଙ୍କ ସହ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

January 24th, 09:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର (ପିଏମଆରବିପି) ବିଜେତାମାନଙ୍କୁ ପ୍ରଶଂସା କରିଛନ୍ତି । ଭାରତ ସରକାର ନବାଚାର, ସମାଜସେବା, ଶିକ୍ଷା, କ୍ରୀଡା, କଳା ଓ ସଂସ୍କୃତି ଏବଂ ସାହସିକତା ଭଳି ଛଅଟି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଥାନ୍ତି । ଚଳିତ ବର୍ଷ ବାଲ ଶକ୍ତି ପୁରସ୍କାରର ବିଭିନ୍ନ ବର୍ଗ ଅନ୍ତର୍ଗତ ସାରା ଦେଶରୁ ୧୧ ଛାତ୍ରଛାତ୍ରୀଙ୍କୁ ପିଏମଆରବିପି- ୨୦୨୩ ପାଇଁ ଚୟନ କରାଯାଇଥିଲା । ଏହି ବିଜେତାମାନଙ୍କ ମଧ୍ୟରେ ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୬ ପୁଅ ଓ ୫ ଝିଅ ସାମିଲ ଅଛନ୍ତି ।

ପ୍ରଧାନମନ୍ତ୍ରୀ ମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

January 24th, 07:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ବାସଭବନ ୭ ଲୋକ କଲ୍ୟାଣ ମାର୍ଗରେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର (ପିଏମ୍‍ଆରବିପି) ବିଜେତାଙ୍କ ସହ ସହ ଆଲୋଚନା କରିଥିଲେ ।

ଜାନୁୟାରୀ ୨୪ରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ବିଜେତାମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

January 23rd, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ ୨୪ ଅପରାହ୍ନ ୪ଟା ବେଳେ ନିଜ ବାସଭବନ ୭, ଏଲକେଏମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର (ପିଏମଆରବିପି) ବିଜେତାମାନଙ୍କ ସହ ଆଲୋଚନା କରିବେ ।