India and Indonesia are connected not only by our history but also by a shared future: PM Modi at community programme in Jakarta
July 07th, 11:47 pm
Addressing the Indian community in Jakarta, PM Modi thanked the diaspora for their warm welcome and praised their contribution to Indonesia's progress and their role as a living bridge between the two nations. He spoke about India's rapid transformation and called upon the community to contribute towards the shared aspirations of Viksit Bharat 2047 and Indonesia Emas 2045.Prime Minister addresses the Indian diaspora in Jakarta
July 07th, 05:30 pm
Addressing the Indian community in Jakarta, PM Modi thanked the diaspora for their warm welcome and praised their contribution to Indonesia's progress and their role as a living bridge between the two nations. He spoke about India's rapid transformation and called upon the community to contribute towards the shared aspirations of Viksit Bharat 2047 and Indonesia Emas 2045.‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।୧୧ ବର୍ଷ ପୂରଣ ଅବସରରେ ଜନ ସୁରକ୍ଷା ଯୋଜନାର ପ୍ରଭାବ ଉପରେ ଆଲୋକପାତ କରିଛନ୍ତି ପ୍ରଧାନମନ୍ତ୍ରୀ
May 09th, 06:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୧୧ ବର୍ଷ ପୂର୍ବେ ଏନ୍. ଡି. ଏ. ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପ୍ରମୁଖ ସାମାଜିକ ସୁରକ୍ଷା ଏବଂ ପେନସନ୍ ଯୋଜନାର ପ୍ରଭାବ ଉପରେ ଆଲୋକପାତ କରି କହିଛନ୍ତି ଯେ ଏହି ପଦକ୍ଷେପଗୁଡ଼ିକ ଭାରତର ଜନସାଧାରଣଙ୍କ ପାଇଁ ମର୍ଯ୍ୟାଦା, ଆଶ୍ୱାସନା ଏବଂ ଆର୍ଥିକ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।‘Modi Ki Guarantee’ vehicle is now reaching all parts of the country: PM Modi
December 16th, 08:08 pm
PM Modi interacted and addressed the beneficiaries of the Viksit Bharat Sankalp Yatra via video conferencing. Addressing the gathering, the Prime Minister expressed gratitude for getting the opportunity to flag off the Viksit Bharat Sankalp Yatra in the five states of Rajasthan, Madhya Pradesh, Chhattisgarh, Telangana and Mizoram, and remarked that the ‘Modi Ki Guarantee’ vehicle is now reaching all parts of the countryବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
December 16th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ରିପବ୍ଲିକ୍ ଟିଭିର କନକ୍ଲେଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଓଡ଼ିଆ ଅନୁବାଦ
April 26th, 08:01 pm
ଅର୍ଣ୍ଣବ ଗୋସ୍ୱାମୀ ଜୀ, ରିପବ୍ଲିକ୍ ମିଡିଆ ନେଟୱାର୍କର ସମସ୍ତ ସହକର୍ମୀ, ଦେଶ ତଥା ବିଦେଶରେ ରିପବ୍ଲିକ୍ ଟିଭିର ସମସ୍ତ ଦର୍ଶକ, ମହିଳା ଏବଂ ସଜ୍ଜନମଣ୍ଡଳୀ! ମୁଁ କିଛି କହିବା ପୂର୍ବରୁ, ମୁଁ ଆପଣମାନଙ୍କୁ ଏକ ମଜା କଥା କହିବାକୁ ଚାହେଁ ଯାହା ମୁଁ ମୋର ପିଲାଦିନରେ ଶୁଣିଥିଲି । ସେଠାରେ ଜଣେ ପ୍ରଫେସର ଥିଲେ ଏବଂ ତାଙ୍କ ଝିଅ ଆତ୍ମହତ୍ୟା କରି ଏକ ନୋଟ୍ ଛାଡି କହିଥିଲେ ଯେ ସେ ତାଙ୍କ ଜୀବନ ସଂଘର୍ଷରେ ଥକି ଯାଇଛନ୍ତି ଏବଂ ଆଉ ବଞ୍ଚିବାକୁ ଚାହୁଁ ନାହାଁନ୍ତି। ସେ ଲେଖିଛନ୍ତି ଯେ ସେ କଙ୍କରିଆ ନଦୀରେ ଡେଇଁ ମରିଯିବେ। ପରଦିନ ସକାଳେ ପ୍ରଫେସର ଜାଣିବାକୁ ପାଇଲେ ଯେ ତାଙ୍କ ଝିଅ ଘରେ ନାହାଁନ୍ତି। ତାଙ୍କ ବାପା ତାଙ୍କ କୋଠରୀକୁ ଯାଇ ଏକ ଚିଠି ପାଇଲେ। ସେ ଚିଠି ପାଇବା ପରେ ବହୁତ ରାଗି ଯାଇଥିଲେ। ସେ କହିଲେ, ‘ମୁଁ ପ୍ରଫେସର, ମୁଁ ଏତେ ବର୍ଷ ଧରି କଠିନ ପରିଶ୍ରମ କଲି ଏବଂ ତଥାପି ତାଙ୍କ ଆତ୍ମହତ୍ୟା ପତ୍ରରେ କଙ୍କରିଆର ବନାନ ଭୁଲ ଭାବେ ଲେଖାଯାଇଛି।’ମୁଁ ଖୁସି ଯେ ଅର୍ଣ୍ଣବ ଭଲ ହିନ୍ଦୀ କହିବା ଆରମ୍ଭ କରିଛନ୍ତି। ସେ କଣ କହିଛନ୍ତି ମୁଁ ଶୁଣି ନାହିଁ, କିନ୍ତୁ ମୁଁ ତାଙ୍କ ହିନ୍ଦୀ ସଠିକ୍ କି ନୁହେଁ ତାହା ଉପରେ ଧ୍ୟାନ ଦେଉଥିଲି । ବୋଧହୁଏ, ମୁମ୍ବାଇରେ ରହିବା ପରେ ଆପଣ ହିନ୍ଦୀ ଭଲ ଭାବରେ ଶିଖି ଯାଇଛନ୍ତି।ନୂଆଦିଲ୍ଲୀ ଠାରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
April 26th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତାଜ ପ୍ୟାଲେସରେ ହୋଟେଲରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ଶ୍ରମ ମନ୍ତ୍ରୀମାନଙ୍କର ରାଷ୍ଟ୍ରୀୟ ଶ୍ରମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 04:31 pm
ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀମାନ ବନୱାରୀ ଲାଲ ପୁରୋହିତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭୁପେନ୍ଦ୍ର ଯାଦବ ମହାଶୟ, ଶ୍ରୀ ରାମେଶ୍ୱର ତେଲୀ ମହାଶୟ, ସବୁ ରାଜ୍ୟର ଆଦରଣୀୟ ଶ୍ରମ ମନ୍ତ୍ରୀଗଣ, ଶ୍ରମ ସଚିବଗଣ, ଅନ୍ୟ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ସର୍ବପ୍ରଥମେ ମୁଁ ଭଗବାନ ତିରୁପତି ବାଲାଜୀଙ୍କ ଚରଣରେ ପ୍ରଣାମ ଜଣାଉଛି। ଯେଉଁ ପବିତ୍ର ସ୍ଥାନରେ ଆପଣମାନେ ସମସ୍ତେ ଉପସ୍ଥିତ ଅଛନ୍ତି, ତାହା ହେଉଛି ଭାରତର ଶ୍ରମ ଏବଂ ସାମର୍ଥ୍ୟର ସାକ୍ଷୀ। ମୋର ବିଶ୍ୱାସ ରହିଛି ଯେ, ଏହି କନଫରେନ୍ସ ସମ୍ମିଳନୀରୁ ବାହାରିଥିବା ବିଚାରଧାରା ଦେଶର ଶ୍ରମ- ସାମର୍ଥ୍ୟକୁ ସୁଦୃଢ଼ କରିବ। ମୁଁ ଆପଣ ସମସ୍ତଙ୍କୁ, ଆଉ ବିଶେଷ ରୂପେ ଶ୍ରମ ମନ୍ତ୍ରଣାଳୟକୁ ଏହି ଆୟୋଜନ ପାଇଁ ଶୁଭେଚ୍ଛା ଜଣାଉଛି।ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀମାନଙ୍କର ଜାତୀୟ ଶ୍ରମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
August 25th, 04:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀଙ୍କ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ଏବଂ ଶ୍ରୀ ରାମେଶ୍ୱର ଟେଲି ଏବଂ ରାଜ୍ୟ ଶ୍ରମ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।This time we are going to hit a 'Jeet Ka Chowka'...First in 2014, then 2017, 2019, and now 2022: PM Modi in Bahraich
February 22nd, 04:00 pm
Prime Minister Narendra Modi addressed an election rally in Uttar Pradesh’s Bahraich. Elated to see a huge crowd in a public meeting, PM Modi said, “You have come in such a large number to bless the BJP, this time we are going to hit a 'Jeet Ka Chowka'... First in 2014, then 2017, 2019, and now 2022. People of UP have decided to reject 'Parivarvadis'.”PM Modi addresses a Vishal Jan Sabha in Bahraich, Uttar Pradesh
February 22nd, 03:59 pm
Prime Minister Narendra Modi addressed an election rally in Uttar Pradesh’s Bahraich. Elated to see a huge crowd in a public meeting, PM Modi said, “You have come in such a large number to bless the BJP, this time we are going to hit a 'Jeet Ka Chowka'... First in 2014, then 2017, 2019, and now 2022. People of UP have decided to reject 'Parivarvadis'.”ଯେତେବେଳେ ଭାରତରେ ବିକାଶ ଘଟୁଛି, ବିଶ୍ୱ ବିକଶିତ ହେଉଛି , ଯେତେବେଳେ ଭାରତରେ ସଂସ୍କାର ଆସୁଛି, ସେତେବେଳେ ଦୁନିଆ ବଦଳୁଛି : ପ୍ରଧାନମନ୍ତ୍ରୀ ମୋଦୀ
September 25th, 06:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର 76ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ମିଳିତ ଜାତିସଂଘ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ
September 25th, 06:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର ୭୬ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମକୁ ୟୁଏନଡିପିର ପ୍ରଶଂସା ବିଶ୍ୱର ଅନ୍ୟ ଭାଗରେ ଅନୁକରଣ ପାଇଁ ସୁପାରିସ
June 11th, 07:21 pm
ଏକ ନିରପେକ୍ଷ ରିପୋର୍ଟରେ, ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନଡିପି) ଇଣ୍ଡିଆ ପକ୍ଷରୁ ଭାରତ ସରକାରଙ୍କ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ଏଡିପି)କୁ ପ୍ରଶଂସା କରାଯାଇଛି। ‘ସ୍ଥାନୀୟ ଅଞ୍ଚଳର ବିକାଶ ନିମନ୍ତେ ଏହାକୁ ଏକ ଅତ୍ୟନ୍ତ ସଫଳ ମଡେଲ’ ଭାବେ ଅଭିହିତ କରାଯାଇଛି। ଏଥିସହିତ ବିଭିନ୍ନ କାରଣରୁ ବିଶ୍ୱର ଅନ୍ୟ ରାଷ୍ଟ୍ରଗୁଡ଼ିକରେ ବିକାଶ ସ୍ଥିତିରେ ରହିଥିବା ଆଞ୍ଚଳିକ ତାରତମ୍ୟକୁ ଦୂର କରିବା ନିମନ୍ତେ ଶ୍ରେଷ୍ଠ କାର୍ଯ୍ୟକ୍ରମ ଭାବେ ଏହାର ଅନୁକରଣ କରିବା ଲାଗି ସୁପାରିସ କରାଯାଇଛି।ଆସାମର ସୋନିତପୁରରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 07th, 11:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ସୋନିଟପୁରର ଢେକିଆଜୁଲିରେ ଥିବା ଦୁଇଟି ଡାକ୍ତରଖାନାର ଶିଳାନ୍ୟାସ ସହିତ ରାଜ୍ୟ ରାଜପଥ ଏବଂ ପ୍ରମୁଖ ଜିଲ୍ଲା ସଡକ ଯୋଜନା ‘ଆସୋମ ମାଳା' ନାମକ ଏକ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି । ଏହି ଅବସରରେ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ରାମେଶ୍ୱର ତେଲି, ଆସାମ ସରକାରଙ୍କ ମନ୍ତ୍ରୀ ତଥା ବୋଡୋଲ୍ୟାଣ୍ଡ ଆଞ୍ଚଳିକ କ୍ଷେତ୍ରର ମୁଖ୍ୟ ଶ୍ରୀ ପ୍ରମୋଦ ବୋରୋ ପ୍ରମୁଖ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀ ଆସାମରେ ‘ଆସୋମ ମାଳା'ର ଉଦଘାଟନ ଏବଂ ଦୁଇଟି ନୂତନ ଡାକ୍ତରଖାନାର ଶିଳାନ୍ୟାସ କରିଛନ୍ତି
February 07th, 11:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ସୋନିଟପୁରର ଢେକିଆଜୁଲିରେ ଥିବା ଦୁଇଟି ଡାକ୍ତରଖାନାର ଶିଳାନ୍ୟାସ ସହିତ ରାଜ୍ୟ ରାଜପଥ ଏବଂ ପ୍ରମୁଖ ଜିଲ୍ଲା ସଡକ ଯୋଜନା ‘ଆସୋମ ମାଳା' ନାମକ ଏକ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି । ଏହି ଅବସରରେ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ରାମେଶ୍ୱର ତେଲି, ଆସାମ ସରକାରଙ୍କ ମନ୍ତ୍ରୀ ତଥା ବୋଡୋଲ୍ୟାଣ୍ଡ ଆଞ୍ଚଳିକ କ୍ଷେତ୍ରର ମୁଖ୍ୟ ଶ୍ରୀ ପ୍ରମୋଦ ବୋରୋ ପ୍ରମୁଖ ଉପସ୍ଥିତ ଥିଲେ ।ମଧ୍ୟପ୍ରଦେଶର ବୁଲା ବିକାଳୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
September 09th, 11:01 am
କେନ୍ଦ୍ରୀୟ ମନ୍ତ୍ରୀପରିଷଦରେ ମୋର ସାଥୀ ଶ୍ରୀ ହରଦୀପ ସିଂହ ପୁରୀ ମହାଶୟ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ରାଜ୍ୟ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟଗଣ, ପ୍ରଶାସନ ସହିତ ଜଡ଼ିତ ଲୋକ, ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ସମସ୍ତ ହିତାଧିକାରୀ ଏବଂ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମଧ୍ୟପ୍ରଦେଶର ଏବଂ ମଧ୍ୟପ୍ରଦେଶ ବାହାରର ସମସ୍ତ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ମଧ୍ୟ ପ୍ରଦେଶର ବୁଲା ବିକାଳୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ସ୍ୱନିଧି ସମ୍ବାଦ” ଆଲୋଚନା
September 09th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି “ସ୍ୱନିଧି ସମ୍ବାଦ” ଜରିଆରେ ମଧ୍ୟ ପ୍ରଦେଶର ରାସ୍ତାକଡ଼ ବୁଲାବିକାଳୀମାନଙ୍କ ସହ ଭାବ ବିନିମୟ କରିଛନ୍ତି । ଭାରତ ସରକାରଙ୍କ ପକ୍ଷରୁ 2020 ଜୁନ 1 ତାରିଖ ଦିନ ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ଶୁଭାରମ୍ଭ କରାଯାଇଥିଲା । କୋଭିଡ଼-19 ମହାମାରୀ ଦ୍ୱାରା ପ୍ରଭାବିତ ରାସ୍ତାକଡ଼ର ବୁଲା ବିକାଳୀମାନଙ୍କୁ ସାହାଯ୍ୟ ଯୋଗାଇ ଦେବା, ଯଦ୍ୱାରା ସେମାନେ ପୁଣି ଥରେ ଜୀବନଜୀବିକା ଆରମ୍ଭ କରିପାରିବେ, ଏହା ହେଉଛି ଏହି ଯୋଜନାର ମୂଳ ଲକ୍ଷ୍ୟ । କେବଳ ମଧ୍ୟ ପ୍ରଦେଶରେ ଏହି ଯୋଜନା ପାଇଁ ପ୍ରାୟ 4.5 ଲକ୍ଷ ବୁଲାବିକାଳୀ ସେମାନଙ୍କର ନାମ ପଂଜୀକରଣ କରାଇଥିଲେ । ସେମାନଙ୍କ ମଧ୍ୟରୁ 1.4 ଲକ୍ଷ ଆବେଦନପତ୍ରକୁ ଗ୍ରହଣ କରାଯାଇ ସେମାନଙ୍କୁ ଏବେସୁଦ୍ଧା 140 କୋଟି ଟଙ୍କାର ସହଜ ଋଣ ଯୋଗାଇ ଦିଆଯାଇଛି ।Inspired by Pt. Deendayal Upadhyaya, 21st century India is working for Antyodaya: PM Modi
February 16th, 01:01 pm
PM Modi unveiled the statue of Deendayal Upadhyaya in Varanasi. He flagged off the third corporate train Mahakaal Express which links 3 Jyotirling Pilgrim Centres – Varanasi, Ujjain and Omkareshwar. The PM also inaugurated 36 development projects and laid foundation stone for 14 new projects.