No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ସକ୍ରିୟ ଏବଂ ପ୍ରଯୁକ୍ତି ଆଧାରିତ ପ୍ରଶାସନକୁ ଅଧିକ ଦକ୍ଷ ଓ ସୁଦୃଢ଼ କରିଛି ‘ପ୍ରଗତି’
January 02nd, 07:30 pm
କେନ୍ଦ୍ର କ୍ୟାବିନେଟ୍ ସଚିବ ଏବଂ ଅନ୍ୟ ବିଭାଗୀୟ ସଚିବମାନେ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଗତି ବ୍ୟବସ୍ଥା (ପ୍ରୋ ଆକ୍ଟିଭ୍ ଗଭର୍ଣ୍ଣାନ୍ସ ଏଣ୍ଡ ଟାଇମ୍ଲି ଇମ୍ପ୍ଲିମେଣ୍ଟେସନ୍ ବା ସକ୍ରିୟ ପ୍ରଶାସନ ଏବଂ ସମୟୋଚିତ କାର୍ଯ୍ୟକାରିତା)ର ଫଳାଫଳ ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ପ୍ରଗତିର ୫୦ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
December 31st, 08:11 pm
31.12.25 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇସିଟି-ସକ୍ଷମ ବହୁମୁଖୀ ପ୍ଲାଟଫର୍ମ - ପ୍ରୋ-ଆକ୍ଟିଭ୍ ଗଭର୍ଣ୍ଣାନ୍ସ ଏବଂ ସମୟୋପଯୋଗୀ କାର୍ଯ୍ୟାନ୍ୱୟନ ପାଇଁ ପ୍ରଗତିର ୫୦ତମ ବୈଠକର ଅଧ୍ୟକ୍ଷତା କରିଥିଲେ, ଯାହା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦଶନ୍ଧି ଧରି ସହଯୋଗ, ଫଳାଫଳ-ଚାଳିତ ଶାସନ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଏହି ମାଇଲଖୁଣ୍ଟ ଦର୍ଶାଏ ଯେ କିପରି ପ୍ରଯୁକ୍ତିବିଦ୍ୟା-ସକ୍ଷମ ନେତୃତ୍ୱ, ବାସ୍ତବ-ସମୟ ତଦାରଖ ଏବଂ ନିରନ୍ତର କେନ୍ଦ୍ର-ରାଜ୍ୟ ସହଯୋଗ ଜାତୀୟ ପ୍ରାଥମିକତାକୁ ଭୂମିରେ ମାପଯୋଗ୍ୟ ଫଳାଫଳରେ ପରିଣତ କରିଛି।୪୯ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
September 24th, 09:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାଉଥ ବ୍ଲକରେ ପ୍ରଗତି - ସକ୍ରିୟତାର ସହ ଶାସନ ଏବଂ ସମୟାନୁବର୍ତ୍ତୀ କାର୍ଯ୍ୟାନ୍ୱୟନ ପାଇଁ ଆଇସିଟି - ସକ୍ଷମ-ବହୁମୁଖୀ ମଡେଲ ପ୍ଲାଟଫର୍ମ - ର ୪୯ ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଏହି ପ୍ଲାଟଫର୍ମ କେନ୍ଦ୍ର ଓ ରାଜ୍ୟଗୁଡ଼ିକୁ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା, ପ୍ରତିବନ୍ଧକ ଦୂର କରିବା ଏବଂ ସମୟାନୁବର୍ତ୍ତୀ ସମାପ୍ତି ସୁନିଶ୍ଚିତ କରିବା ପାଇଁ ଏକାଠି କରିଥାଏ।ପ୍ରଧାନମନ୍ତ୍ରୀ ୪୮ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କଲେ
June 25th, 09:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସାଉଥ ବ୍ଲକରେ ପ୍ରଗତିର ୪୮ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ । ପ୍ରଗତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରୁଥିବା ସକ୍ରିୟ ଶାସନ ଏବଂ ସମୟଭିତ୍ତକ କାର୍ଯ୍ୟାନ୍ୱୟନ ସମ୍ବନ୍ଧିତ ଆଇସିଟି ଆଧାରିତ ବହୁସ୍ତରୀୟ ପ୍ଲାଟଫର୍ମ ।ପ୍ରଗତି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
May 28th, 09:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ପ୍ରଶାସନ ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ଆଇସିଟି ଆଧାରିତ ବହୁମୁଖୀ ମଞ୍ଚ ‘‘ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି।୪୬ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
April 30th, 08:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୬ତମ ସଂସ୍କରଣର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ ।PM chairs 45th PRAGATI Interaction
December 26th, 07:39 pm
PM Modi chaired the meeting of the 45th edition of PRAGATI. In the meeting, eight significant projects were reviewed, which included six Metro Projects of Urban Transport and one project each relating to Road connectivity and Thermal power. The combined cost of these projects, spread across different States/UTs, is more than Rs. 1 lakh crore.ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ ଅନୁଷ୍ଠିତ
December 15th, 10:15 pm
ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ଏହି ତିନି ଦିନିଆ ସମ୍ମିଳନୀ ୨୦୨୪ ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।PRAGATI represents a wonderful amalgamation of technology and governance, ensuring silos are removed and projects are completed on time: PM Modi
December 02nd, 08:05 pm
The Prime Minister Shri Narendra Modi today lauded PRAGATI platform as a wonderful amalgamation of technology and governance, ensuring silos are removed and projects are completed on time. He was pleased that the effectiveness of PRAGATI has been recognised in the study by Oxford Said Business School and Gates Foundation.୪୪ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
August 28th, 06:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୪ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ । ତୃତୀୟ ପାଳିରେ ଏହା ଥିଲା ପ୍ରଥମ ବୈଠକ।୪୩ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
October 25th, 09:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୩ତମ ସଂସ୍କରଣର ବୈଠକରେ ଅଧ୍ୟକ୍ଷତା କରିଥିଲେ ।୪୨ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
June 28th, 07:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୪୨ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନେଇ ପ୍ରୋ ଆକ୍ଟିଭ ଗଭର୍ଣ୍ଣାନ୍ସ ଏବଂ ସଠିକ ସମୟରେ କାର୍ଯ୍ୟାନ୍ୱୟନ ପାଇଁ ଆଇସିଟି ଆଧାରିତ ମଲ୍ଲି ମୋଡାଲ ପ୍ଲାଟଫର୍ମ ।ଗୁଜରାଟରେ ‘ସ୍ୱାଗତ’ର ୨ଠ ବର୍ଷ ପୂରଣ ହେବା ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତ୍ତା ଏବଂ ସମ୍ବୋଧନର ମୂଳ ପାଠ
April 27th, 04:32 pm
ମୋ ସହିତ ସିଧାସଳଖ କଥାବାର୍ତ୍ତା କରିବେ । ଏହା ମୋ ପାଇଁ ସୌଭାଗ୍ୟର କଥା ଯେ ମୁଁ ପୁରୁଣା ସମୟର ସାଥୀମାନଙ୍କୁ ଆଜି ଏଠାରେ ଭେଟିପାରୁଛି । ଆସନ୍ତୁ ଦେଖିବା ସର୍ବପ୍ରଥମେ କାହା ସହିତ କଥାବାର୍ତ୍ତା ହେବାର ସୁଯୋଗ ମିଳୁଛି ।୪୧ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
February 22nd, 07:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହ ଜଡିତ ସକ୍ରିୟ ପ୍ରଶାସନ ଏବଂ ସଠିକ୍ ସମୟରେ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି ମୋଡାଲ୍ ପ୍ଲାଟଫର୍ମ ପ୍ରଗତି ର ୪୧ ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ ।୪୦ ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
May 25th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୪୦ ତମ ପ୍ରଗତି ସଂସ୍କରଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି, ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ସମୟବଦ୍ଧ କାର୍ଯ୍ୟକାରିତା ପାଇଁ ଆଇସିଟି ଭିତ୍ତିକ ମଲ୍ଟି ମୋଡାଲ ପ୍ଲାଟଫର୍ମ ଅଟେ ।ପ୍ରଧାନମନ୍ତ୍ରୀ ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି
November 24th, 07:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି; ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ଠିକଣା ସମୟରେ କାର୍ଯ୍ୟକାରୀତା ପାଇଁ ଏକ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ଅଟେ ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩୮ତମ ପ୍ରଗତି ବୈଠକ ଅନୁଷ୍ଠିତ
September 29th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ୩୮ତମ ପ୍ରଗତି ବୈଠକ ଅନୁଷ୍ଠିତ ହୋଇଛି । ଏହା ଏକ ଆଇସିଟି ଆଧାରିତ ବିବିଧ ମଡ଼େଲ ପ୍ଲାଟଫର୍ମ ଯାହା ସକାରାତ୍ମକ ସୁଶାସନ ଏବଂ ଏହାର ସମୟାନୁବର୍ତ୍ତୀ ପ୍ରବର୍ତ୍ତନ ଉପରେ ଆଧାରିତ ଏବଂ ଏଥବରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ସାମିଲ କରାଯାଇଛି । ଏହି ବୈଠକରେ ଆଜି ଆଠଟି ପ୍ରକଳ୍ପର ସମୀକ୍ଷା କରାଯାଇଛି ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩୭ ତମ ପ୍ରଗତି ବୈଠକ
August 25th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତିର ୩୭ ତମ ସଂସ୍କରଣ ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯାହାକି ସକ୍ରିୟ ପ୍ରଶାସନ ଏବଂ ସଠିକ୍ ସମୟରେ କାର୍ଯ୍ୟକାରୀ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଜଡିତ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ।