BJP’s connection with Delhi goes back to the Jana Sangh days and is built on trust and commitment to the city: PM Modi
September 29th, 08:40 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”PM Modi inaugurates Delhi BJP’s new office at Deendayal Upadhyaya Marg
September 29th, 05:00 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
November 27th, 09:53 am
ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅନ୍ୟମାନଙ୍କ ସେବା ଏବଂ ଭାଇଚାରା ବଢ଼ାଇବା ଲାଗି ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ଅବଦାନ ଦୁନିଆରେ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଦେଇଥାଏ ।ଡିସେମ୍ବର ୨୬ରେ ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମ ଠାରେ ‘ବୀର ବାଲ ଦିବସ’ ଅବସରରେ ଏକ ଐତିହାସିକ କାର୍ଯ୍ୟକ୍ରମରେ ଭାଗ ନେବେ ପ୍ରଧାନମନ୍ତ୍ରୀ
December 24th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୬, ୨୦୨୨ ମଧ୍ୟାହ୍ନ ୧୨.୩୦ରେ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମ ଠାରେ ‘ବୀର ବାଲ ଦିବସ’ ଅବସରରେ ଆୟୋଜିତ ଏକ ଐତିହାସିକ କାର୍ଯ୍ୟକ୍ରମରେ ଭାଗ ନେବେ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ପ୍ରାୟ ତିନି ଶହ ବାଲ କୀର୍ତ୍ତନିଆଙ୍କ ଦ୍ୱାରା ପରିବେଷିତ ଶବଦ କୀର୍ତ୍ତନରେ ଭାଗ ନେବେ । ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଠାରେ ପ୍ରାୟ ତିନି ହଜାର ଛାତ୍ରଛାତ୍ରୀଙ୍କ ମାର୍ଚ୍ଚ ପାଷ୍ଟକୁ ପତାକା ହଲାଇ ଆରମ୍ଭ କରିବେ ।ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 28th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀ ବିଶେଷ କରି ଶିଖ ସମ୍ପ୍ରଦାୟକୁ ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।ଶ୍ରୀ ଗୁରୁ ଗ୍ରନ୍ଥ ସାହିବ ଜୀଙ୍କ ପ୍ରକାଶ ପୁରବ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି
September 07th, 03:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପୁରବ ଅବସରରେ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ସମସ୍ତଙ୍କୁ ଟିକା ନେବାକୁ ପଡିବ ଏବଂ ସମ୍ପୂର୍ଣ୍ଣ ଯତ୍ନ ନେବାକୁ ପଡିବ: ମନ୍ କି ବାତରେ ପ୍ରଧାନମନ୍ତ୍ରୀ ମୋଦୀ
April 25th, 11:30 am
ବନ୍ଧୁଗଣ, ବିଗତ ଦିନରେ ଏହି ସଙ୍କଟର ମୁକାବିଲା ପାଇଁ, ଭିନ୍ନ ଭିନ୍ନ କ୍ଷେତ୍ରର ବିଶେଷଜ୍ଞମାନଙ୍କ ସହ ମୋର ଦୀର୍ଘ ଆଲୋଚନା ହୋଇଛି । ଆମର ଔଷଧ ପ୍ରସ୍ତୁତି ଶିଳ୍ପ ସହ ଜଡ଼ିତ ଲୋକ ହୁଅନ୍ତୁ, ଟିକା ନିର୍ମାତା ହୁଅନ୍ତୁ, ଅମ୍ଳଜାନ ପ୍ରସ୍ତୁତି ସହ ଜଡ଼ିତ ଲୋକ ହୁଅନ୍ତୁ କିମ୍ବା ଚିକିତ୍ସା କ୍ଷେତ୍ରର ବିଶେଷଜ୍ଞମାନେ ହୁଅନ୍ତୁ, ସେମାନେ ନିଜ ନିଜର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ସରକାରଙ୍କୁ ଦେଇଛନ୍ତି । ଏବେ ଆମକୁ ଏହି ସଂଗ୍ରାମରେ ବିଜୟ ଲାଭ କରିବାକୁ ହେଲେ ବିଶେଷଜ୍ଞ ଏବଂ ବୈଜ୍ଞାନିକମାନଙ୍କ ପରାମର୍ଶକୁ ଅଗ୍ରାଧିକାର ଦେବାକୁ ହେବ । ରାଜ୍ୟ ସରକାରମାନଙ୍କର ପ୍ରଚେଷ୍ଟାକୁ ଆଗକୁ ବଢ଼ାଇବା ପାଇଁ ଭାରତ ସରକାର ସମ୍ପୂର୍ଣ୍ଣ ଶକ୍ତି ସହ ଲାଗିପଡ଼ିଛନ୍ତି । ରାଜ୍ୟ ସରକାରମାନେ ମଧ୍ୟ ନିଜ ଦାୟିତ୍ୱ ନିର୍ବାହ କରିବାର ପୂର୍ଣ୍ଣ ଚେଷ୍ଟା କରୁଛନ୍ତି ।ଶ୍ରୀ ଗୁରୁ ତେଗ୍ ବାହାଦୂର ଜୀଙ୍କର 400 ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ)କୁ ସ୍ମରଣୀୟ କରିବା ପାଇଁ ଉଚ୍ଚ ସ୍ତରୀୟ କମିଟି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
April 08th, 01:31 pm
କମିଟିର ସମସ୍ତ ସମ୍ମାନୀତ ସଦସ୍ୟଗଣ ଏବଂ ସାଥୀଗଣ! ଗୁରୁ ତେଗ୍ ବାହାଦୂର ଜୀଙ୍କର ଚାରିଶହ ପ୍ରକାଶ ପର୍ବର ଏହି ଅବସର ହେଉଛି ମଧ୍ୟ ଏକ ଆଧ୍ୟାତ୍ମିକ ସୌଭାଗ୍ୟ ମଧ୍ୟ ଏବଂ ହେଉଛି ଏକ ଜାତୀୟ କର୍ତ୍ତବ୍ୟ ମଧ୍ୟ । ଏଥିରେ ଆମେ ନିଜର କିଛି ଯୋଗଦାନ କରିପାରିବା, ଏହି ଗୁରୁକୃପା ଆମ ସମସ୍ତଙ୍କ ଉପରେ ହୋଇଛି । ମୁଁ ଖୁସି ଯେ ଆମେ ସମସ୍ତେ ଦେଶର ସମସ୍ତ ନାଗରିକଙ୍କୁ ସାଙ୍ଗରେ ନେଇ ଏହି ପ୍ରୟାସକୁ ଆଗେଇ ନେଉଛୁ ।ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କର ୪୦୦ ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ) ପାଳନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚ ସ୍ତରୀୟ କମିଟି ବୈଠକ
April 08th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କର ୪୦୦ ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ) ପାଳନ ପାଇଁ ଉଚ୍ଚ ସ୍ତରୀୟ କମିଟି ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଆୟୋଜନ କରାଯାଇଥିଲା ।ଶ୍ରୀ ଗୁରୁ ତେଗ ବାହାଦୂରଙ୍କ 400 ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ) କୁ ସ୍ମରଣୀୟ କରିବା ପାଇଁ ଉଚ୍ଚ ସ୍ତରୀୟ କମିଟି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
April 07th, 11:07 am
ଶ୍ରୀ ଗୁରୁ ତେଗ ବାହାଦୂରଙ୍କ 400ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ)କୁ ସ୍ମରଣୀୟ କରିବା ପାଇଁ ଏପ୍ରିଲ 08, 2021 ପୂର୍ବାହ୍ନ 11:00 ସମୟରେ ଆୟୋଜିତ ଏକ ଉଚ୍ଚ ସ୍ତରୀୟ କମିଟି (ଏଚଏଲସି) ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିବେ । ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ମଧ୍ୟ ଯୋଗଦେବେ । ଏହି ବିଶେଷ ଉତ୍ସବ ପାଳନ ପାଇଁ ବର୍ଷସାରା ଯୋଜନା କରାଯାଉଥିବା କାର୍ଯ୍ୟକ୍ରମଗୁଡିକ ଉପରେ ବୈଠକରେ ଆଲୋଚନା ହେବ ।ଗୁରୁଦ୍ୱାର ରକାବଗଞ୍ଜ ପରିଦର୍ଶନ କରି ଗୁରୁ ତେଗ ବାହାଦୁରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
December 20th, 10:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଗୁରୁଦ୍ୱାର ରକାବଗଞ୍ଜ ପରିଦର୍ଶନ କରି ଗୁରୁ ତେଗ ବାହାଦୁରଙ୍କୁ ତାଙ୍କର ସର୍ବୋଚ୍ଚ ବଳିଦାନ ପାଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଉତ୍ତର ପ୍ରଦେଶର ବାରଣାସୀରେ ଦେବ ଦୀପାବଳି ମହୋତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 30th, 06:12 pm
ସମସ୍ତ କାଶୀବାସୀଙ୍କୁ ଓ ଦେଶବାସୀଙ୍କୁ କାର୍ତ୍ତିକ ପୂର୍ଣ୍ଣିମା, ଦେବ ଦୀପାବଳିର ହାର୍ଦ୍ଦିକ ଶୁଭକାମନା । ସମସ୍ତଙ୍କୁ ଗୁରୁନାନକ ଦେବଜୀଙ୍କ ପ୍ରକାଶ ପର୍ବର ମଧ୍ୟ ବହୁତ–ବହୁତ ଶୁଭେଚ୍ଛା ।ବାରାଣସୀ ଦେବ ଦୀପାବଳି ମହୋତ୍ସବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
November 30th, 06:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (30.11.2020) ବାରାଣସୀଠାରେ ଦେବ ଦୀପାବଳି ମହୋତ୍ସବରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କାଶୀ ନିମନ୍ତେ ଏହା ଏକ ସ୍ଵତନ୍ତ୍ର ଘଟଣା କାରଣ 100 ବର୍ଷ ପୂର୍ବରୁ କାଶୀରୁ ଚୋରୀ ହୋଇଥିବା ମାତା ଅର୍ଣ୍ଣପୂର୍ଣ୍ଣାଙ୍କ ବିଗ୍ରହ ପୁଣି ଆମ ଦେଶକୁ ଫେରୁଛି । କାଶୀ ନିମନ୍ତେ ଏହା ଏକ ସୌଭାଗ୍ୟର ବିଷୟ । ଦେବାଦେବୀଙ୍କ ପ୍ରାଚୀନ ବିଗ୍ରହମାନ ଆମର ବିଶ୍ଵାସ ଓ ବହୁମୂଲ୍ୟ ଐତିହ୍ୟର ପ୍ରତୀକ ବୋଲି ଶ୍ରୀ ମୋଦୀ କହିଛନ୍ତି ।PM greets people on Parkash Purab of Guru Nanak
November 30th, 09:56 am
The Prime Minister, Shri Narendra Modi has greeted the people on the occasion of Parkash Purab of Shri Guru Nanak Dev Ji.ଶ୍ରୀ ଗୁରୁ ରାମଦାସ ଜୀଙ୍କ ପ୍ରକାଶ ପର୍ବରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
November 02nd, 02:16 pm
ଶ୍ରୀ ଗୁରୁ ରାମଦାସ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଗୁରୁ ଗୋବିନ୍ଦ ସିଂହଙ୍କର ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛ
January 02nd, 12:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଗୋବିନ୍ଦ ସିଂହଙ୍କ ପ୍ରକାଶ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କଲେ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବଟ
November 20th, 09:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମିଷ୍ଟର ଟୋନି ଏବଟଙ୍କୁ ଭେଟିଛନ୍ତି ।କର୍ତାରପୁର ସାହିବ କରିଡରଠାରେ ସମନ୍ୱିତ ତନଖି ଫାଟକ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 09th, 05:22 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଞ୍ଜାବ ଗୁରୁଦାସପୁରର କର୍ତାରପୁର ସାହିବ କରିଡରଠାରେ ସମନ୍ୱିତ ତନଖି ଫାଟକ ଉଦଘାଟନ କରିବା ସହିତ ପ୍ରଥମ ପର୍ଯ୍ୟାୟ ତୀର୍ଥଯାତ୍ରୀ ଦଳର ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ପଞ୍ଜାବର ଗୁରୁଦାସପୁରରେ ଡେରା ବାବା ନାନକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 09th, 11:13 am
ସାଥୀଗଣ, ଆଜି ଏହି ପବିତ୍ର ମାଟିକୁ ଆସି ମୁଁ ଧନ୍ୟ ଅନୁଭବ କରୁଛି । ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ଦେଶକୁ କରତାରପୁର ସାହିବ କରିଡର ସମର୍ପିତ କରୁଛି । ଯେଭଳି ଅନୁଭୂତି କରସେବା ସମୟରେ ଆପଣ ସମସ୍ତଙ୍କର ହୋଇଥାଏ, ଏବେ ଏହି ସମୟରେ ମୋତେ ମଧ୍ୟ ସେହି ଭାବ ଅନୁଭବ ହେଉଛି । ମୁଁ ଆପଣ ସମସ୍ତଙ୍କୁ, ସମଗ୍ର ଦେଶକୁ, ସାରା ବିଶ୍ୱରେ ବସବାସ କରୁଥିବା ଶିଖ ଭାଇ-ଭଉଣୀମାନଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି ।ଗୁରୁ ନାନକ ଦେବଙ୍କ ବାଣୀ ଓ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
November 09th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ବାଣୀ ଓ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ କରିଛନ୍ତି । ସେ ସମନ୍ୱିତ ତନଖି ଫାଟକ (ଆଇସିପି) ଏବଂ କର୍ତାରପୁର କରିଡର ଉଦଘାଟନ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଏହା କହିଛନ୍ତି । ସେ ଗୁରୁ ନାନକ ଦେବ ଜୀଙ୍କ 550ତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ମଧ୍ୟ ଉନ୍ମୋଚନ କରିଥିଲେ ।