ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି
July 26th, 11:30 am
Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ କୋଠା ଭୁଶୁଡ଼ିବା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
March 23rd, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ କୋଠା ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ବାରାଣସୀରେ ଚାରୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 08th, 08:39 am
ଉତ୍ତର ପ୍ରଦେଶର କର୍ମଠ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ତଥା ବିକଶିତ ଭାରତର ମଜବୁତ୍ ଭିତ୍ତି ରଖିବା ପାଇଁ ଯେଉଁ ଟେକ୍ନୋଲୋଜି କ୍ଷେତ୍ରରେ ଆଜି ଉତ୍ତମ କାର୍ଯ୍ୟ ହେଉଛି, ତାହାର ନେତୃତ୍ୱ ନେଉଥିବା ଅଶ୍ୱିନୀ ବୈଷ୍ଣବ ଜୀ, ଟେକ୍ନୋଲୋଜି ଜରିଆରେ ଆମ ସହିତ ଏର୍ଣ୍ଣାକୁଲମରୁ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିବା କେରଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ରରେ ମୋର ସାଥୀ ସୁରେଶ ଗୋପୀ ଜୀ ଏବଂ ଜର୍ଜ କୁରିଏନ ଜୀ, କେରଳରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମନ୍ତ୍ରୀ, ଜନପ୍ରତିନିଧିଗଣ, ଫିରୋଜପୁରରୁ ଯୋଡ଼ି ହୋଇଥିବା କେନ୍ଦ୍ରରେ ମୋର ସାଥୀ, ପଞ୍ଜାବର ନେତା ରବନୀତ ସିଂ ବିଟ୍ଟୁ ଜୀ, ସେଠାରେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ଲକ୍ଷ୍ନୌରୁ ଯୋଡ଼ି ହୋଇଥିବା ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଅନ୍ୟ ମହାନୁଭବ ଏବଂ ଏଠାରେ ଉପସ୍ଥିତ କାଶୀର ମୋର ପରିବାରଜନ ।ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 08th, 08:15 am
୦୮.୧୧.୨୦୨୫ : ଭାରତର ଆଧୁନିକ ରେଳ ଭିତ୍ତିଭୂମିକୁ ବିସ୍ତାର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ ସମସ୍ତ ସମ୍ମାନନୀୟ ବ୍ୟକ୍ତିଙ୍କୁ ସ୍ୱାଗତ କରିଥିଲେ ଏବଂ ବାବା ବିଶ୍ୱନାଥଙ୍କ ପବିତ୍ର ନଗରୀ ବାରାଣସୀର ସମସ୍ତ ପରିବାରକୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ସେ ଦେବ ଦୀପାବଳି ଉତ୍ସବ ବିଷୟରେ ମତାମତ ଦେଇଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ, ଆଜି ଏକ ଶୁଭ ଅବସର ଏବଂ ବିକାଶର ଏହି ପର୍ବ ପାଇଁ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।Mahagathbandhan is a bundle of lies: PM Modi in Arrah, Bihar
November 02nd, 02:00 pm
Massive crowd attended PM Modi’s public rally in Arrah, Bihar, today. Addressing the gathering, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.PM Modi addresses large public gatherings in Arrah and Nawada, Bihar
November 02nd, 01:45 pm
Massive crowd attended PM Modi’s rallies in Arrah and Nawada, Bihar, today. Addressing the gathering in Arrah, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.ନୟା ରାୟପୁରରେ ଶାନ୍ତି ଶିଖର - ବ୍ରହ୍ମକୁମାରୀ ଧ୍ୟାନ କେନ୍ଦ୍ରର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ଅନୁବାଦ
November 01st, 11:15 am
ଓମ୍ ଶାନ୍ତି! ଛତିଶଗଡର ରାଜ୍ୟପାଳ ରମଣ ଡେକା ଜୀ, ରାଜ୍ୟର ଲୋକପ୍ରିୟ ତଥା ସକ୍ରିୟ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, ରାଜଯୋଗିନୀ ଭଉଣୀ ଜୟନ୍ତୀ ଜୀ, ରାଜଯୋଗୀ ମୃତୁଞ୍ଜୟ ଜୀ, ସମସ୍ତ ବ୍ରହ୍ମକୁମାରୀ ଭଉଣୀ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!ନୟା ରାୟପୁରରେ ‘ଶାନ୍ତି ଶିଖର’ ଉଦଘାଟନୀ ଉତ୍ସବରେ ବ୍ରହ୍ମକୁମାରୀମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 01st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ଆଧ୍ୟାତ୍ମିକ ଶିକ୍ଷା, ଶାନ୍ତି ଏବଂ ଧ୍ୟାନ ପାଇଁ ଏକ ଆଧୁନିକ କେନ୍ଦ୍ର ଶାନ୍ତି ଶିଖରର ଉଦଘାଟନ ଅବସରରେ ବ୍ରହ୍ମାକୁମାରୀମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ କାରଣ ଛତିଶଗଡ଼ ଏହାର ପ୍ରତିଷ୍ଠାର ୨୫ ବର୍ଷ ପୂରଣ କରୁଛି। ସେ ଉଲ୍ଲେଖ କରିଥିଲେ ଯେ, ଛତିଶଗଡ଼ ସହିତ, ଝାଡ଼ଖଣ୍ଡ ଓ ଉତ୍ତରାଖଣ୍ଡ ମଧ୍ୟ ସେମାନଙ୍କର ପ୍ରତିଷ୍ଠାର ୨୫ ବର୍ଷ ପୂରଣ କରିଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ, ଦେଶର ଅନ୍ୟାନ୍ୟ ଅନେକ ରାଜ୍ୟ ଆଜି ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସ ପାଳନ କରୁଛନ୍ତି। ଶ୍ରୀ ମୋଦୀ ଏହି ସମସ୍ତ ରାଜ୍ୟର ବାସିନ୍ଦାଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭକାମନା ଜଣାଇଥିଲେ। ରାଜ୍ୟଗୁଡ଼ିକର ବିକାଶ ଦେଶର ପ୍ରଗତିକୁ ଇନ୍ଧନ ଯୋଗାଇଥାଏ, ଏହି ମାର୍ଗଦର୍ଶକ ନୀତି ଦ୍ୱାରା ପରିଚାଳିତ ହୋଇ, ଆମେ ଏକ ବିକଶିତ ଭାରତ ନିର୍ମାଣ ମିଶନରେ ସକ୍ରିୟ ଭାବରେ ନିୟୋଜିତ ଅଛୁ ବୋଲି ପ୍ରଧାନମନ୍ତ୍ରୀ ଦୃଢତାର ସହିତ କହିଥିଲେ।ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀଙ୍କୁ ରାମ ମନ୍ଦିର ପ୍ରତିକୃତି ଏବଂ ପବିତ୍ର ଜଳ ଦେଲେ ପ୍ରଧାନମନ୍ତ୍ରୀ
July 04th, 08:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀ କମଳା ପ୍ରସାଦ-ବିସେସରଙ୍କୁ ଅଯୋଧ୍ୟା ସ୍ଥିତ ରାମମନ୍ଦିରର ଏକ ପ୍ରତିକୃତି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମ୍ମାନରେ ଆୟୋଜିତ ଏକ ରାତିଭୋଜନରେ ଶ୍ରୀ ମୋଦୀ ଏହି ପ୍ରତିକୃତି ପ୍ରଦାନ କରିଛନ୍ତି । ଏଥିସହ ସେ ସରୟୁ ନଦୀ ଏବଂ ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭର ପବିତ୍ର ଜଳ ମଧ୍ୟ ପ୍ରଦାନ କରିଛନ୍ତି ।ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ୍ ସେଣ୍ଟରର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 30th, 11:53 am
ଆପଣମାନଙ୍କୁ ସମସ୍ତଙ୍କୁ ଗୁଡ଼ି ପାଡ଼ୱା ଏବଂ ନୂତନ ବର୍ଷର ବହୁତ ବହୁତ ଶୁଭକାମନା! କାର୍ଯ୍ୟକ୍ରମରେ ଉପସ୍ଥିତ ପରମ ପୂଜ୍ୟ ସରସଂଘ ଚାଳକ ଜୀ, ଡକ୍ଟର ମୋହନ ଭାଗବତ ଜୀ, ସ୍ୱାମୀ ଗୋବିନ୍ଦ ଗିରି ଜୀ ମହାରାଜ, ସ୍ୱାମୀ ଅବଧେଶାନନ୍ଦ ଗିରି ଜୀ ମହାରାଜ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ନୀତିନ ଗଡକରୀ ଜୀ, ଡକ୍ଟର ଅଭିନାଶ ଚନ୍ଦ୍ର ଅଗ୍ନିହୋତ୍ରୀ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଉପସ୍ଥିତ ସମସ୍ତ ବରିଷ୍ଠ ସହକର୍ମୀ, ଆଜି ମୁଁ ଏହି ରାଷ୍ଟ୍ରଯଜ୍ଞର ପବିତ୍ର ଅନୁଷ୍ଠାନରେ ଯୋଗଦେବାର ସୌଭାଗ୍ୟ ପାଇଛି। ଆଜି, ଚୈତ୍ର ଶୁକ୍ଳ ପ୍ରତିପଦାର ଏହି ଦିନଟି ବହୁତ ସ୍ୱତନ୍ତ୍ର। ଆଜିଠାରୁ ନବରାତ୍ରିର ପବିତ୍ର ପର୍ବ ଆରମ୍ଭ ହେଉଛି। ଆଜି ଦେଶର ବିଭିନ୍ନ କୋଣରେ ଗୁଡ଼ି ପଡ଼ୱା, ଉଗାଦି ଏବଂ ନଭରେହ ପର୍ବ ମଧ୍ୟ ପାଳନ କରାଯାଉଛି। ଆଜି ମଧ୍ୟ ଭଗବାନ ଝୁଲେଲାଲ ଜୀ ଏବଂ ଗୁରୁ ଅଙ୍ଗଦ ଦେବ ଜୀଙ୍କ ଜନ୍ମ ଜୟନ୍ତୀ । ଏହା ଆମର ପ୍ରେରଣାର ଉତ୍ସ, ପରମ ପୂଜ୍ୟ ଡାକ୍ତର ସାହେବଙ୍କ ଜନ୍ମବାର୍ଷିକୀର ମଧ୍ୟ ଅବସର। ଏବଂ ଏହି ବର୍ଷ, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଗୌରବମୟ ଯାତ୍ରାର ୧୦୦ ବର୍ଷ ମଧ୍ୟ ପୂରଣ ହେଉଛି। ଆଜି ଏହି ଅବସରରେ, ମୁଁ ସ୍ମୃତି ମନ୍ଦିର ପରିଦର୍ଶନ କରିବାର ଏବଂ ପୂଜ୍ୟ ଡାକ୍ତର ସାହେବ ଏବଂ ପୂଜ୍ୟ ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ସୌଭାଗ୍ୟ ପାଇଛି।ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 30th, 11:52 am
ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ପବିତ୍ର ନବରାତ୍ରୀ ଉତ୍ସବର ଆରମ୍ଭକୁ ଚିହ୍ନିତ କରୁଥିବା ଚୈତ୍ର ଶୁକ୍ଳ ପ୍ରତିପଦାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଆଜି ସାରା ଦେଶରେ ଗୁଡି ପଡୱା, ଉଗାଦି ଏବଂ ନଭରେହ ଭଳି ପର୍ବ ପାଳନ କରାଯାଉଛି। ଭଗବାନ ଝୁଲେଲାଲ ଏବଂ ଗୁରୁ ଅଙ୍ଗଦ ଦେବଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସର ଗୁରୁତ୍ୱ ଉପରେ ସେ ଆଲୋକପାତ କରିଥିଲେ। ସେ ଏହି ଅବସରକୁ ପ୍ରେରଣାଦାୟୀ ଡକ୍ଟର କେ. ବି. ହେଡଗେୱାରଙ୍କ ଜୟନ୍ତୀ ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ର ଉଲ୍ଲେଖନୀୟ ଯାତ୍ରାର ଶତବାର୍ଷିକୀ ବୋଲି ମଧ୍ୟ ସ୍ୱୀକାର କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଦିନରେ ଡକ୍ଟର ହେଡଗେୱାର ଏବଂ ଶ୍ରୀ ଗୋଲୱାଲକର ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ସ୍ମୃତି ମନ୍ଦିର ପରିଦର୍ଶନ କରି ସେ ନିଜର ସମ୍ମାନ ବ୍ୟକ୍ତ କରିଥିଲେ।ମହାକୁମ୍ଭ ଉପରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 01:05 pm
ମୁଁ ଏଠାରେ ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଉପରେ ଏକ ବିବୃତ୍ତି ଦେବା ପାଇଁ ଉପସ୍ଥିତ ହୋଇଛି। ଏହି ସଦନ ମାଧ୍ୟମରେ, ମୁଁ ଲକ୍ଷ ଲକ୍ଷ ଦେଶବାସୀଙ୍କୁ ମୋର ପ୍ରଣାମ ଜଣାଉଛି, ଯେଉଁମାନଙ୍କର ଅବଦାନ ଦ୍ୱାରା ମହାକୁମ୍ଭ ମେଳାର ସଫଳ ଆୟୋଜନ ହୋଇଥିଲା । ମହାକୁମ୍ଭର ସଫଳତା ସୁନିଶ୍ଚିତ କରିବାରେ ଅନେକ ବ୍ୟକ୍ତିମାନଙ୍କର ଅବଦାନ ରହିଛି । ମୁଁ ସରକାର, ସମାଜ ଏବଂ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଦେଶବ୍ୟାପୀ ଭକ୍ତ, ଉତ୍ତର ପ୍ରଦେଶର ଜନସାଧାରଣ ଏବଂ ବିଶେଷକରି ପ୍ରୟାଗରାଜର ନାଗରିକମାନଙ୍କୁ ମଧ୍ୟ ମୋର କୃତଜ୍ଞତା ଜଣାଉଛି।କୁମ୍ଭମେଳାର ସଫଳ ସମାପନ ସଂପର୍କରେ ଲୋକସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
March 18th, 12:10 pm
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ କୁମ୍ଭମେଳାର ସଫଳ ସମାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଉଦବୋଧନ ଦେଇଥିଲେ। ଯେଉଁ ଅଗଣିତ ନାଗରିକଙ୍କ ଉଦ୍ୟମରେ କୁମ୍ଭମେଳାର ଭବ୍ୟ ସଫଳତା ମିଳିଥିଲା ସେମାନଙ୍କୁ ସେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ। ମହାକୁମ୍ଭକୁ ସଫଳ କରିବାରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ଗୋଷ୍ଠୀର ସାମୂହିକ ଅବଦାନ ଉପରେ ଆଲୋକପାତ କରି ସେ ସରକାର, ସମାଜ ଏବଂ ଏଥିରେ ସମ୍ପୃକ୍ତ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ସମଗ୍ର ଦେଶରେ ଶ୍ରଦ୍ଧାଳୁ, ବିଶେଷ କରି ଉତ୍ତରପ୍ରଦେଶବାସୀ ଏବଂ ପ୍ରୟାଗରାଜବାସୀଙ୍କ ଅମୂଲ୍ୟ ସମର୍ଥନ ଏବଂ ଅଂଶଗ୍ରହଣ ପାଇଁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଥିଲେ।ସୋମନାଥ ମନ୍ଦିରରେ ପ୍ରାର୍ଥନା କରି ନିଜକୁ ଧନ୍ୟ ମଣୁଛି; ପ୍ରତ୍ୟେକ ଭାରତୀୟଙ୍କ ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛି; ଏହି ମନ୍ଦିର ଆମ ସଂସ୍କୃତିର ସାହସ ଏବଂ କାଳଜୟୀ ଐତିହ୍ୟକୁ ଦର୍ଶାଉଛି: ପ୍ରଧାନମନ୍ତ୍ରୀ
March 02nd, 08:32 pm
ପ୍ରୟାଗରାଜରେ ମହାକୁମ୍ଭ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସୋମନାଥ ମନ୍ଦିରରେ ଠାକୁର ଦର୍ଶନ କରିଛନ୍ତି ।India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।