ଗ୍ୟାଙ୍ଗଟକରେ ସିକିମର ୫୦ତମ ରାଜ୍ୟ ପ୍ରତିଷ୍ଠା ଉତ୍ସବର ସମାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 28th, 10:25 am
ସିକିମର ରାଜ୍ୟପାଳ ଶ୍ରୀ ଓମ୍ ମାଥୁର ଜୀ, ଏଠିକାର ଲୋକପ୍ରିୟ , ଦକ୍ଷତା ପୂର୍ଣ୍ଣ ଯୁବ ଏବଂ ମୋର ପ୍ରିୟ ବନ୍ଧୁ ଶ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ସଂସଦରେ ମୋର ସହକର୍ମୀ ଶ୍ରୀ ଦୋରଜୀ ଶେରିଂ ଲେପଚା ଜୀ, ଡକ୍ଟର ଇନ୍ଦ୍ର ହାଙ୍ଗ ସୁବ୍ବା ଜୀ, ଶ୍ରୀ ଦିଲ୍ଲୀ ରାମ ଥାପା ଜୀ, ଏବଂ ସିକିମର ମୋର ପ୍ରିୟ ଭାଇ ଓ ଭଉଣୀମାନେ।PM Modi participates in the closing ceremony of Sikkim’s 50th Year of Statehood celebrations in Gangtok, Sikkim
April 28th, 10:15 am
Addressing the closing ceremony of Sikkim’s 50th Year of Statehood celebrations in Gangtok, Sikkim, PM Modi said the state exemplifies the spirit of ‘Ek Bharat, Shreshtha Bharat’. Highlighting tourism, sporting talent and the role of self-help groups in Sikkim, he termed the Northeast as India’s ‘Asht Lakshmi’ and called for collective efforts to accelerate Sikkim’s development and realise Viksit Bharat.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକ୍କିମର ମୁଖ୍ୟମନ୍ତ୍ରୀ
April 08th, 06:43 pm
ସିକ୍ମିମର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂହ ତମାଙ୍ଗ (ଗୋଲାଏ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକିମ ମୁଖ୍ୟମନ୍ତ୍ରୀ
October 06th, 05:41 pm
ସିକିମର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତାମଙ୍ଗ ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକିମ ମୁଖ୍ୟମନ୍ତ୍ରୀ
May 20th, 06:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ସିକିମ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂହ ତମାଙ୍ଗ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକ୍କିମ୍ର ମୁଖ୍ୟମନ୍ତ୍ରୀ
August 27th, 02:06 pm
ସିକ୍କିମ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତମାଙ୍ଗ ଗତ କାଲି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଥିଲେ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ସିକିମ ମୁଖ୍ୟମନ୍ତ୍ରୀ
June 24th, 05:08 pm
ସିକିମ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତମାଙ୍ଗ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
June 10th, 10:06 pm
ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ସିକ୍କିମ୍ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି
October 04th, 03:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକ୍କିମ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂହ ତମାଙ୍ଗଙ୍କ ସହ କଥା ହୋଇଥିଲେ ଏବଂ ସିକ୍କିମର କିଛି ଅଂଶରେ ଦୁର୍ଭାଗ୍ୟଜନକ ପ୍ରାକୃତିକ ବିପର୍ଯ୍ୟୟ ପରବର୍ତ୍ତୀ ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ । ଏହି ପରିସ୍ଥିତିରେ ସେ ସମସ୍ତ ସମ୍ଭାବ୍ୟ ସମର୍ଥନକୁ ମଧ୍ୟ ନିଶ୍ଚିତ କରିଛନ୍ତି ।