ଇଟାଲୀର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
May 20th, 07:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ମହାମହିମ ରାଷ୍ଟ୍ରପତି ଶ୍ରୀ ସର୍ଗିଓ ମାଟାରେଲାଙ୍କୁ ରୋମ୍ସ୍ଥିତ ରାଷ୍ଟ୍ରପତି ଭବନ କ୍ୱିରିନାଲେ ପ୍ୟାଲେସରେ ଭେଟିଛନ୍ତି।Prime Minister extends his best wishes to Shri Harivansh upon his nomination to the Rajya Sabha
April 10th, 02:20 pm
PM Modi extended his heartiest best wishes to Shri Harivansh for his upcoming parliamentary tenure following his nomination to the Rajya Sabha. He remarked that Shri Harivansh has made an invaluable contribution to both journalism and public life, establishing himself as a respected intellectual and thinker. He also pointed out that his profound thoughts and insights have significantly enriched the proceedings of the House over the past few years.ଭିଏତନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀ ଟୋ ଲାମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
April 07th, 12:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଷ୍ଟର ଟୋ ଲାମଙ୍କୁ ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି।ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ
March 07th, 08:14 pm
ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ଅପମାନିତ କରାଯିବା ଏବଂ ସାନ୍ତାଳ ସଂସ୍କୃତି ପ୍ରତି ଅବହେଳା ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି।“କେରଳ”ର ନାମ ପରିବର୍ତ୍ତନ କରି “କେରଳମ” କରିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି
February 24th, 03:20 pm
କେନ୍ଦ୍ର କ୍ୟାବିନେଟର ଅନୁମୋଦନ ପରେ, ରାଷ୍ଟ୍ରପତି ଭାରତୀୟ ସମ୍ବିଧାନର ଧାରା ୩ର ସର୍ତ୍ତାବଳୀ ଅନୁଯାୟୀ ନିଜର ମତାମତ ପ୍ରକାଶ କରିବା ପାଇଁ କେରଳ (ନାମ ପରିବର୍ତ୍ତନ) ବିଲ୍, ୨୦୨୬ ନାମକ ବିଧେୟକକୁ କେରଳ ରାଜ୍ୟ ବିଧାନସଭାକୁ ପଠାଇବେ। କେରଳ ରାଜ୍ୟ ବିଧାନସଭାର ମତାମତ ଗ୍ରହଣ କରିବା ପରେ, ଭାରତ ସରକାର ପରବର୍ତ୍ତୀ ପଦକ୍ଷେପ ନେବେ ଏବଂ ସଂସଦରେ ‘କେରଳ’ ରାଜ୍ୟର ନାମ ‘କେରଳମ’ କରିବା ପାଇଁ କେରଳ (ନାମ ପରିବର୍ତ୍ତନ) ବିଲ୍, 2026 ଆଗତ କରିବା ପାଇଁ ରାଷ୍ଟ୍ରପତିଙ୍କ ସୁପାରିସ ଗ୍ରହଣ କରାଯିବ।ସ୍ପେନ୍ ରାଷ୍ଟ୍ରପତି ଶ୍ରୀ ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ
February 18th, 05:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ସ୍ପେନ ରାଷ୍ଟ୍ରପତି ମହାମହିମ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ୧୮ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ରେ ଯୋଗଦେବା ପାଇଁ ଭାରତକୁ ଏକ ସରକାରୀ ଗସ୍ତରେ ଆସିଛନ୍ତି । ଏହା ତାଙ୍କର ଭାରତକୁ ଦ୍ୱିତୀୟ ସରକାରୀ ଗସ୍ତ। ପୂର୍ବରୁ ୨୦୨୪ରେ ୨୭ - ୨୯ ଅକ୍ଟୋବର ପର୍ଯ୍ୟନ୍ତ ସେ ଭାରତକୁ ଦ୍ୱିପାକ୍ଷିକ ଗସ୍ତରେ ପ୍ରଥମ ଥର ପାଇଁ ଆସିଥିଲେ। ତାଙ୍କ ସହିତ ସ୍ପେନର ଡିଜିଟାଲ ପରିବର୍ତ୍ତନ ଏବଂ ନାଗରିକ ସେବା ମନ୍ତ୍ରୀ ଶ୍ରୀ ଅସ୍କାର ଲୋପେଜ୍ ଆଗୁଏଡା ଏବଂ କୃଷି, ମତ୍ସ୍ୟ ଏବଂ ଖାଦ୍ୟ ମନ୍ତ୍ରୀ ଶ୍ରୀ ଲୁଇସ୍ ପ୍ଲାନାସ ପୁଚାଡେସ୍ ମଧ୍ୟ ଅଛନ୍ତି।ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଭାରତରେ ସ୍ୱାଗତ ଜଣାଇବା ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 17th, 09:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ଭବ୍ୟ ସ୍ୱାଗତ ଜଣାଇ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ ଏହି ଗସ୍ତ ଭାରତ-ଫ୍ରାନ୍ସ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବ।ଭାରତର ପୂର୍ବତନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
February 16th, 10:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ସିପି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି ।୧୭ ଫେବୃଆରୀରେ ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 16th, 09:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଫେବୃଆରୀ ୨୦୨୬ରେ ମୁମ୍ବାଇ ଗସ୍ତ କରିବେ, ଯେଉଁଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କୁ ଭେଟିବେ ।Prime Minister Expresses Gratitude to President of Sri Lanka for Inaugurating the Exposition of the Holy Devnimori Relics
February 05th, 10:45 am
PM Modi conveyed his gratitude to Sri Lankan President Anura Kumara Dissanayake for inaugurating the Exposition of the Holy Devnimori Relics at the sacred Gangaramaya Temple in Colombo. He recalled his visit to Sri Lanka in April 2025, during which the decision to bring the revered relics to the country was taken. The PM expressed hope that Lord Buddha’s timeless message of compassion, peace and harmony will continue to guide humanity.ସଂସଦର ବଜେଟ ଅଧିବେଶନର ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 29th, 10:15 am
ଗତକାଲି ମହାମାନ୍ୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ୧୪୦ କୋଟି ଦେଶବାସୀଙ୍କ ଆତ୍ମବିଶ୍ୱାସର ପ୍ରତିବିମ୍ବ ଥିଲା, ୧୪୦ କୋଟି ଭାରତୀୟଙ୍କ ସାମୂହିକ ପ୍ରୟାସର ଏକ ରେକର୍ଡ ଥିଲା ଏବଂ ୧୪୦ କୋଟି ନାଗରିକ-ବିଶେଷକରି ଯୁବବର୍ଗଙ୍କ ଆକାଂକ୍ଷାଗୁଡ଼ିକର ଅତ୍ୟନ୍ତ ସ୍ପଷ୍ଟ ଅଭିବ୍ୟକ୍ତି ଥିଲା। ଏହା ସହିତ ସମସ୍ତ ମହାନୁଭାବ ସଂସଦ ସଦସ୍ୟମାନଙ୍କ ପାଇଁ କିଛି ମାର୍ଗଦର୍ଶକ ଚିନ୍ତାଧାରା ମଧ୍ୟ ପ୍ରସ୍ତୁତ କରିଥିଲା। ମାନ୍ୟବର ରାଷ୍ଟ୍ରପତି ଗତକାଲି ଗୃହରେ ସମସ୍ତ ସାଂସଦଙ୍କ ପାଇଁ ଅନେକ ମାର୍ଗଦର୍ଶିକା ମଧ୍ୟ ଉପସ୍ଥାପନ କରିଥିଲେ।୨୦୨୬ ବଜେଟ୍ ଅଧିବେଶନ ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
January 29th, 10:00 am
ବଜେଟ୍ ଅଧିବେଶନ ୨୦୨୬ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ପରିସରରେ ଗଣମାଧ୍ୟମକୁ ସମ୍ବୋଧନ କରିଥିଲେ। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶର ୧୪୦ କୋଟି ଜନତାଙ୍କ ଆତ୍ମବିଶ୍ବାସର ପରିପ୍ରକାଶ, ସେମାନଙ୍କ କଠିନ ପରିଶ୍ରମର ପ୍ରମାଣ ଓ ଯୁବପିଢିଙ୍କ ଆକାଂକ୍ଷାର ପ୍ରତିଫଳନ। ସେ ଉଲ୍ଲେଖ କରିଥିଲେ ଯେ ଏହି ଅଧିବେଶନ ଆରମ୍ଭରେ ଓ ବର୍ଷ ୨୦୨୬ ଲାଗି ରାଷ୍ଟ୍ରପତି ସମସ୍ତ ସଦସ୍ୟଙ୍କ ଆଗରେ ବିଭିନ୍ନ ମାର୍ଗଦର୍ଶିକା ବିନ୍ଦୁ ରଖିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ରାଷ୍ଟ୍ରମୁଖ୍ୟ ଭାବରେ, ରାଷ୍ଟ୍ରପତି ସରଳ ଭାଷାରେ ଯେଉଁ ଆଶା ରଖିଛନ୍ତି, ସେଗୁଡ଼ିକୁସମସ୍ତ ସାଂସଦଙ୍କ ଦ୍ୱାରା ଗୁରୁତ୍ବର ସହିତ ନିଆଯିବ, ଯାହା ଏହି ଅଧିବେଶନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କରିଥାଏ। ସେ କହିଥିଲେ ଯେ ଏହି ବଜେଟ୍ ଅଧିବେଶନ ଏକବିଂଶ ଶତାବ୍ଦୀର ପ୍ରଥମ ଚତୁର୍ଥାଂଶର ଶେଷ ଏବଂ ଦ୍ୱିତୀୟ ଚତୁର୍ଥାଂଶର ଆରମ୍ଭ। ୨୦୨୪୭ ସୁଦ୍ଧା ଏକ ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ଆଗାମୀ ୨୫ ବର୍ଷ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହି ବଜେଟ୍ ହେଉଛି ଶତାବ୍ଦୀର ଦ୍ୱିତୀୟ ଚତୁର୍ଥାଂଶର ପ୍ରଥମ ବଜେଟ୍। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଦେଶର ପ୍ରଥମ ମହିଳା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ନବମ ଥର ପାଇଁ ସଂସଦରେ ବଜେଟ୍ ଉପସ୍ଥାପନ କରିବେ, ଯାହା ଭାରତର ସଂସଦୀୟ ଇତିହାସରେ ଏକ ଗର୍ବର ମୁହୂର୍ତ୍ତ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟେଲିଫୋନ କଲ୍ କଲେ ବ୍ରାଜିଲ ରାଷ୍ଟ୍ରପତି
January 22nd, 09:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ସଂଘୀୟ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଠାରୁ ଏକ ଫୋନ୍ କଲ୍ ପାଇଛନ୍ତି ।The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ
January 20th, 11:16 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”PM Modi addresses BJP karyakartas at felicitation of New Party President
January 20th, 11:15 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”ଫଳାଫଳ ତାଲିକା : ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ୍ ଅଲ୍ ନାହ୍ୟାନ୍ଙ୍କ ଭାରତ ଗସ୍ତ
January 19th, 08:23 pm
ଧୋଲେରା ସ୍ୱତନ୍ତ୍ର ନିବେଶ କ୍ଷେତ୍ରର ବିକାଶ ପାଇଁ ଗୁଜରାଟ ସରକାର ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ନିବେଶ ମନ୍ତ୍ରଣାଳୟ ମଧ୍ୟରେ ନିବେଶ ସହଯୋଗ ପାଇଁ ଆଗ୍ରହ ପତ୍ରମିଳିତ ବିବୃତ୍ତି: ୟୁଏଇ ରାଷ୍ଟ୍ରପତି ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନଙ୍କ ଭାରତ ଗସ୍ତ
January 19th, 08:10 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି, ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ 19 ଜାନୁଆରୀ 2026 ରେ ଭାରତକୁ ସରକାରୀ ଗସ୍ତ କରିଛନ୍ତି । ଗତ ଦଶ ବର୍ଷ ମଧ୍ୟରେ ଏହା ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କ ପଞ୍ଚମ ଭାରତ ଗସ୍ତ ଏବଂ ୟୁଏଇର ରାଷ୍ଟ୍ରପତି ଭାବରେ ଭାରତକୁ ତାଙ୍କର ତୃତୀୟ ସରକାରୀ ଗସ୍ତ ଥିଲା।ୟୁଏଇ ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହ୍ୟାନଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
January 19th, 05:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ବିମାନବନ୍ଦରରେ ୟୁ. ଏ. ଇ. ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହ୍ୟାନଙ୍କୁ ସ୍ୱାଗତ କରିଥିଲେ।Diplomatic Advisor to President of France meets the Prime Minister
January 13th, 10:52 pm
Diplomatic Advisor to President of France, Mr. Emmanuel Bonne met the Prime Minister, Shri Narendra Modi today in New Delhi.ଆମେରିକାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
December 11th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ନେତା ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କର ସ୍ଥିର ପ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଏବଂ ପ୍ରମୁଖ ଆଞ୍ଚଳିକ ତଥା ବୈଶ୍ବିକ ଘଟଣାବଳୀ ଉପରେ ମତ ବିନିମୟ କରିଛନ୍ତି।