ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 13th, 09:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଏକ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।Prime Minister condoles loss of lives in a mishap in Surat, Gujarat
June 02nd, 07:32 pm
Prime Minister Shri Narendra Modi today expressed deep pain over the tragic mishap in Surat district, Gujarat. He extended his heartfelt condolences to those who have lost their loved ones and prayed for the earliest recovery of the injured. The Prime Minister noted that rescue operations are underway and authorities are providing all possible assistance at the accident site.Prime Minister condoles the loss of lives in a mishap at a cracker factory in Thrissur, Keralam
April 21st, 08:35 pm
The Prime Minister, Shri Narendra Modi has condoled the loss of lives due to a mishap at a cracker factory in Thrissur, Keralam. Shri Modi also wished speedy recovery for those injured in the mishap.ଛତିଶଗଡ଼ର ଶକ୍ତି ଜିଲ୍ଲାରେ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ରରେ ଘଟିଥିବା ଦୁଃଖଦ ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 10:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡ଼ର ଶକ୍ତି ଜିଲ୍ଲାରେ ଏକ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ରାଜସ୍ଥାନର ଜୈସଲମେରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
October 14th, 10:50 pm
ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଜୈସଲମେରରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆହତମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।ମଧ୍ୟପ୍ରଦେଶର ଖଣ୍ଡୱାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
October 02nd, 11:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଖଣ୍ଡୱାରେ ହୋଇଥିବା ଏକ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।ଉତ୍ତରାଖଣ୍ଡ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
September 11th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ସେପ୍ଟେମ୍ବର ୨୦୨୫ରେ ଡେରାଡୁନ ଗସ୍ତ କରି, ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳରେ ବନ୍ୟା, ବାଦଲଫଟା ବର୍ଷା ଏବଂ ଭୂସ୍ଖଳନରେ ସୃଷ୍ଟିତ କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି।ରାଜସ୍ଥାନର ଦଉସାରେ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
August 13th, 05:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଦଉସାରେ ସଡ଼କ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।Prime Minister condoles loss of lives due to an accident in Jhabua, Madhya Pradesh
June 04th, 05:37 pm
The Prime Minister, Shri Narendra Modi has expressed deep grief over the loss of lives due to an accident in Jhabua, Madhya Pradesh. Shri Modi also wished speedy recovery for those injured in the accident.Prime Minister condoles the loss of lives in an accident in Mandsaur, Madhya Pradesh
April 27th, 09:55 pm
Prime Minister, Shri Narendra Modi, today condoled the loss of lives in an accident in Mandsaur, Madhya Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.ଆନ୍ଧ୍ର ପ୍ରଦେଶର ଅନକାପଲ୍ଲୀ ଜିଲ୍ଲାରେ କାରଖାନା ଦୁର୍ଘଟଣାରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୋକ ପ୍ରକାଶ
April 13th, 09:11 pm
ଆନ୍ଧ୍ର ପ୍ରଦେଶର ଅନକାପଲ୍ଲୀ ଜିଲ୍ଲାରେ କାରଖାନା ଦୁର୍ଘଟଣାରେ ଲୋକଙ୍କ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠି-ପିଏମଏନଆରଏଫ ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ ପାଇଁ ସେ ଘୋଷଣା କରିଛନ୍ତି ।ରାଜସ୍ଥାନର ଧୌଲପୁରରେ ହୋଇଥିବା ସଡକ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ : ପିଏମ୍ଏନ୍ଆର୍ଏଫ୍ରୁ ସହାୟତା ରାଶି ଘୋଷଣା
October 20th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଧୌଲପୁର ସଡକ ଦୁର୍ଘଟଣାରେ ହୋଇଥିବା ପ୍ରାଣ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କରିବାରେ ନିୟୋଜିତ ଅଛନ୍ତି ବୋଲି ସେ ନିଶ୍ଚିତ କରିଛନ୍ତି ।କାସଗଞ୍ଜ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ପ୍ର୍ରଧାନମନ୍ତ୍ରୀଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା
February 24th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାସଗଞ୍ଜ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ।ମଧ୍ୟପ୍ରଦେଶର ହର୍ଦାରେ ଏକ ବାଣ କାରଖାନାରେ ବିସ୍ଫୋରଣରେ ପ୍ରାଣହାନି ଯୋଗୁ ପ୍ରଧାନମନ୍ତ୍ରୀଙ୍କ ଶୋକ
February 06th, 06:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ହର୍ଦାରେ ଏକ ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ଲୋକଙ୍କ ଜୀବନହାନିରେ ଶୋକବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।ଭଦୋଦରାର ହର୍ନି ହ୍ରଦରେ ଡଙ୍ଗା ବୁଡ଼ି ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
January 18th, 07:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଦୋଦରାର ହର୍ନି ହ୍ରଦରେ ଏକ ଡଙ୍ଗା ବୁଡ଼ି ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ଶୋକ ବ୍ୟକ୍ତ କରିଛନ୍ତି ।ଆସାମ ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ
January 03rd, 12:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମର ଗୋଲାଘାଟରେ ହେଇଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇବାକୁ ନେଇ ଶୋକବ୍ୟକ୍ତ କରିଛନ୍ତି ।