ରେଳ କର୍ମଚାରୀଙ୍କୁ 78 ଦିନ ପାଇଁ ଉତ୍ପାଦକତା ଆଧାରିତ ବୋନସ ପ୍ରଦାନ କରିବାକୁ କ୍ୟାବିନେଟ୍ ଅନୁମୋଦନ
September 24th, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି 10,91,146 ରେଳ କର୍ମଚାରୀଙ୍କୁ 78 ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ 1865.68 କୋଟି ଟଙ୍କା ପାଇଁ ପ୍ରଦାନ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି।ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି)କୁ ମଞ୍ଜୁର ଓ ଘୋଷଣା କଲା କ୍ୟାବିନେଟ୍
October 03rd, 09:53 pm
ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୧୧,୭୨,୨୪୦ ରେଳ କର୍ମଚାରୀଙ୍କ ଲାଗି ୨୦୨୮.୫୭ କୋଟି ଟଙ୍କାର ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ୍ (ପିଏଲବି) ପ୍ରଦାନକୁ ଅନୁମୋଦନ ଓ ଘୋଷଣା କରିଛି ।