Prime Minister congratulates Prime Minister Abiy Ahmed Ali and Prosperity Party on electoral victory
June 23rd, 08:09 pm
Prime Minister Shri Narendra Modi congratulated Prime Minister Abiy Ahmed Ali and the Prosperity Party on their decisive victory in the Ethiopian parliamentary elections.ସମସ୍ତଙ୍କ ଚିରନ୍ତନ ପ୍ରାଚୁର୍ଯ୍ୟ, ସୁଖ ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କରି ପ୍ରଏକ ସଂସ୍କୃତ ସୁଭାଶିତମ ସେୟାର କରିଛନ୍ତି ଧାନମନ୍ତ୍ରୀ
May 25th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସଂସ୍କୃତ ସୁଭାଶିତମ୍ ସେୟାର କରି କହିଛନ୍ତି ଯେ ପ୍ରକୃତିର ଅସୀମ କୃପା, ସୂର୍ଯ୍ୟଦେବଙ୍କ ଶକ୍ତି ଏବଂ ବର୍ଷାର ପବିତ୍ର ଆଶୀର୍ବାଦ ଆମ ଜୀବନକୁ ସୁଖ ଏବଂ ସୌଭାଗ୍ୟରେ ସମୃଦ୍ଧ କରେ। ଶ୍ରୀ ମୋଦୀ ତାଙ୍କର ଆନ୍ତରିକ କାମନା ବ୍ୟକ୍ତ କରିଥିଲେ ଯେ ପୃଥିବୀ ସବୁଦିନ ପାଇଁ ଜୀବନ୍ତ, ସବୁଜ ଏବଂ ସମୃଦ୍ଧ ରହୁ।ସାମୂହିକ ସମୃଦ୍ଧି ଏବଂ ସାର୍ବଜନୀନ କଲ୍ୟାଣ ପାଇଁ ଆଶୀର୍ବାଦ ଆହ୍ୱାନ କରି ଏକ ସଂସ୍କୃତ ସୁଭାଶିତମ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
May 22nd, 12:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିକାଶ, ସମୃଦ୍ଧି ଏବଂ ସମସ୍ତଙ୍କ ସାମୂହିକ କଲ୍ୟାଣ ପାଇଁ ଆଶୀର୍ବାଦ ଆହ୍ୱାନ କରି ଏକ ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି।PM Modi performs Darshan and Pooja at Baba Vishwanath Temple; prays for the prosperity and good health of all countrymen
April 29th, 11:45 am
PM Modi offered prayers at Kashi Vishwanath Temple in Varanasi, seeking peace, prosperity and good health for all citizens of the country. He also paid respects at the shrines of Maa Annapurna and Maa Ganga and prayed for positive energy and well-being for everyone.ନବରାତ୍ରୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 19th, 09:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ସମୃଦ୍ଧି, ସ୍ୱାସ୍ଥ୍ୟ ଏବଂ ଏକ ବିକଶିତ ଭାରତ ସଂକଳ୍ପ ପୂରଣ ପାଇଁ ପ୍ରାର୍ଥନା କରିଛନ୍ତି।Prime Minister extends Holi greetings to the nation; shares Sanskrit Subhashitam
March 04th, 09:32 am
PM Modi extended his heartfelt Holi greetings and wished that the festival brings happiness, prosperity and success into everyone’s lives. He noted that the vibrant colours of happiness visible everywhere during the festival immerse everyone in a spirit of joy and celebration. The PM also shared a Sanskrit verse celebrating the awakening of life.ଆମେରିକାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
December 11th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ନେତା ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କର ସ୍ଥିର ପ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଏବଂ ପ୍ରମୁଖ ଆଞ୍ଚଳିକ ତଥା ବୈଶ୍ବିକ ଘଟଣାବଳୀ ଉପରେ ମତ ବିନିମୟ କରିଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ
December 11th, 08:43 pm
ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କ ନିମନ୍ତ୍ରଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ରୁ ୧୬ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଜୋର୍ଡାନର ହାସେମାଇଟ ରାଜ୍ୟ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଭାରତ-ଜୋର୍ଡାନ ମଧ୍ୟରେ ସମ୍ପର୍କର ସମସ୍ତ ଦିଗ ଉପରେ ସମୀକ୍ଷା କରିବା ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଦୃଷ୍ଟିକୋଣ ଆଦାନପ୍ରଦାନ କରିବା ପାଇଁ ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କୁ ଭେଟିବେ । ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନର ୭୫ତମ ବାର୍ଷିକୀ ଅବସରରେ ଆୟୋଜିତ ଏହି ଗସ୍ତ ଭାରତ ଓ ଜୋର୍ଡାନ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା, ପାରସ୍ପରିକ ଅଭିବୃଦ୍ଧି ଏବଂ ସମୃଦ୍ଧି ପାଇଁ ସହଯୋଗର ନୂତନ ମାର୍ଗ ଅନୁସନ୍ଧାନ କରିବା ତଥା ଆଞ୍ଚଳିକ ଶାନ୍ତି, ସମୃଦ୍ଧି, ସୁରକ୍ଷା ଏବଂ ସ୍ଥିରତାକୁ ପ୍ରୋତ୍ସାହିତ କରିବା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଏକ ସୁଯୋଗ ପ୍ରଦାନ କରିବ ।Prime Minister greets citizens on occasion of Dhanteras
October 18th, 08:52 am
The Prime Minister, Shri Narendra Modi has conveyed his greetings on the occasion of Dhanteras.ମଣିପୁରର ଚୁରାଚାନ୍ଦପୁରରେ ବିଭିନ୍ନ ବିକାଶମୂଳକ କାମର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 13th, 12:45 pm
ମଣିପୁରର ଏହି ମାଟି ହେଉଛି ଉତ୍ସାହ ଓ ସାହସର ମାଟି, ଏହି ପାହାଡ଼ ପର୍ବତ ହେଉଛି ପ୍ରକୃତିର ମୂଲ୍ୟବାନ ଉପହାର ଏବଂ ଏହା ସହିତ ଏହି ସବୁ ପାହାଡ଼ ପର୍ବତ ମଧ୍ୟ ହେଉଛନ୍ତି ଆପଣ ସମସ୍ତ ଲୋକଙ୍କର ଲଗାତର କଠିନ ପରିଶ୍ରମର ପ୍ରତୀକ। ମୁଁ ମଣିପୁରର ଲୋକଙ୍କ ଉତ୍ସାହକୁ ପ୍ରଣାମ କରୁଛି। ଏତେ ଜୋର୍ ବର୍ଷା ସତ୍ତ୍ୱେ ଏତେ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଛନ୍ତି, ମୁଁ ଆପଣଙ୍କର ଏହି ସ୍ନେହ ଶ୍ରଦ୍ଧା ପାଇଁ ଆପଣ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଜୋର୍ ବର୍ଷା ହେବାରୁ ମୋର ହେଲିକପ୍ଟର ଆସିପାରିଲା ନାହିଁ, ତେଣୁ ମୁଁ ସଡ଼କ ପଥରେ ଆସିବାକୁ ସ୍ଥିର କଲି। ଏବଂ ଆଜି ମୁଁ ସଡ଼କରେ ଯେଉଁ ଦୃଶ୍ୟ ଦେଖିଲି, ତ ମୋର ମନ କହିଲା ପରମାତ୍ମା ଠିକ୍ କରିଛନ୍ତି ମୋର ହେଲିକପ୍ଟର ଆଜି ଚାଲିଲା ନାହିଁ। ମୁଁ ସଡ଼କ ପଥରେ ଆସିଲି ଏବଂ ରାସ୍ତା ସାରା ହାତରେ ତ୍ରିରଙ୍ଗା ଧରି ଆବାଳ ବୃଦ୍ଧ ବନିତା ସମସ୍ତେ ଯେଉଁ ସ୍ନେହ ଶ୍ରଦ୍ଧା ଦେଇଛନ୍ତି, ଯେଉଁ ଆପଣାପଣ ଦେଖାଇଛନ୍ତି, ମୋ ଜୀବନରେ ଏହି ମୁହୂର୍ତ୍ତିକୁ ମୁଁ କେବେ ଭୁଲି ପାରିବି ନାହିଁ। ମୁଁ ନତମସ୍ତକ ହୋଇ ମଣିପୁରବାସୀଙ୍କୁ ପ୍ରଣାମ କରୁଛି।ମଣିପୁର ଚୁରାଚାନ୍ଦପୁରରେ ₹୭,୩୦୦ କୋଟିର ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରର ଚୁରାଚାନ୍ଦପୁରରେ ୭,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମଣିପୁର ମାଟି ହେଉଛି ସାହସ ଓ ଦୃଢ଼ତାର ଭୂମି ଏବଂ ମଣିପୁରର ପାହାଡ଼ଗୁଡ଼ିକ ପ୍ରକୃତିର ଏକ ଅମୂଲ୍ୟ ଉପହାର। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ପାହାଡ଼ଗୁଡ଼ିକ ଲୋକଙ୍କ ନିରନ୍ତର କଠିନ ପରିଶ୍ରମକୁ ମଧ୍ୟ ପ୍ରତିନିଧିତ୍ୱ କରୁଛି। ମଣିପୁରର ଲୋକଙ୍କ ଅଦମ୍ୟ ମନୋବଳକୁ ସଲାମ ଜଣାଇ ଶ୍ରୀ ମୋଦୀ ଏତେ ବିପୁଳ ସଂଖ୍ୟାରେ ଆସିଥିବା ଲୋକଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି ଏବଂ ସେମାନଙ୍କ ସ୍ନେହ ପାଇଁ ଧନ୍ୟବାଦ ଜଣାଇଛନ୍ତି ।ନେପାଳର ନୂତନ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କୁ ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 13th, 08:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀମତୀ ସୁଶୀଳା କାର୍କିଙ୍କୁ ଶୁଭକାମନା ଜଣାଇଛନ୍ତି । ସେ କହିଛନ୍ତି ଯେ, ଭାରତ ନେପାଳର ଲୋକଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଦୃଢ଼ ପ୍ରତିବଦ୍ଧ ।ପ୍ରାଦେଶିକ ରାଜ୍ୟପାଳମାନଙ୍କ ସହିତ ଆଲୋଚନା ସମୟରେ, ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
August 30th, 08:00 am
ଆପଣମାନଙ୍କ ସହିତ ଆଜି ଯୋଗ ଦେଇ ମୁଁ ବହୁତ ଖୁସି। ଆପଣମାନେ ସମସ୍ତେ ଜାପାନର ବିବିଧତା ଏବଂ ଶକ୍ତିର ଏକ ଜୀବନ୍ତ ଉଦାହରଣ।ତଥ୍ୟ ଆଧାରିତ ସୂଚନା : ଭାରତ-ଜାପାନ ଅର୍ଥନୈତିକ ସୁରକ୍ଷା ସହଯୋଗ
August 29th, 08:12 pm
ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗୀତା, ଯାହା ଆମର ସାଧାରଣ ମୂଲ୍ୟବୋଧ ଏବଂ ପାରସ୍ପରିକ ସମ୍ମାନରେ ସ୍ଥାପିତ ଉଭୟ ଦେଶର ସୁରକ୍ଷା ଏବଂ ସମୃଦ୍ଧିକୁ ଆଗକୁ ବଢ଼ାଇବା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆର୍ଥିକ ସୁରକ୍ଷା କ୍ଷେତ୍ରରେ ସହଯୋଗ ହେଉଛି ଆମର ଦ୍ୱିପାକ୍ଷିକ ସହଯୋଗର ଏକ ପ୍ରମୁଖ ସ୍ତମ୍ଭ ଯାହା ଆମର ରଣନୈତିକ ଦୃଷ୍ଟିକୋଣ ଏବଂ ଆର୍ଥିକ ଆବଶ୍ୟକତାରେ ବୃଦ୍ଧି ପାଉଥିବା ସମନ୍ୱୟରୁ ଉତ୍ପନ୍ନ ହୋଇଛି ।ପଞ୍ଚଦଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀର ମିଳିତ ବିବୃତ୍ତି: ଆମ ପରବର୍ତ୍ତୀ ପିଢ଼ିର ସୁରକ୍ଷା ଏବଂ ସମୃଦ୍ଧି ପାଇଁ ସହଭାଗୀତା
August 29th, 07:06 pm
ଜାପାନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଇଶିବା ଶିଗେରୁଙ୍କ ନିମନ୍ତ୍ରଣରେ, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯-୩୦ ଅଗଷ୍ଟ ୨୦୨୫ ରେ ୧୫ତମ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଜାପାନର ସରକାରୀ ଗସ୍ତ କରିଥିଲେ। ୨୯ ଅଗଷ୍ଟ ୨୦୨୫ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (କାଣ୍ଟେଇ) ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଇଶିବା ସ୍ୱାଗତ କରିଥିଲେ, ଯେଉଁଠାରେ ତାଙ୍କୁ ଏକ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ, ଦୁଇ ପ୍ରଧାନମନ୍ତ୍ରୀ ଭାରତ ଏବଂ ଜାପାନ ମଧ୍ୟରେ ଦୀର୍ଘକାଳୀନ ବନ୍ଧୁତାକୁ ମନେ ପକାଇଥିଲେ ଯାହାକି ସଭ୍ୟତା ସମ୍ପର୍କ, ସମାନ ମୂଲ୍ୟବୋଧ ଏବଂ ସ୍ୱାର୍ଥ, ସାଧାରଣ ରଣନୈତିକ ଦୃଷ୍ଟିକୋଣ ଏବଂ ପରସ୍ପର ପ୍ରତି ପାରସ୍ପରିକ ସମ୍ମାନରେ ନିହିତ ରହିଛି। ଗତ ଦଶନ୍ଧିରେ ଭାରତ-ଜାପାନ ସହଭାଗୀତା ଦ୍ୱାରା ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତିକୁ ଦୁଇ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ ଏବଂ ଆଗାମୀ ଦଶନ୍ଧିରେ ପାରସ୍ପରିକ ସୁରକ୍ଷା ଏବଂ ସମୃଦ୍ଧି ପାଇଁ ରଣନୈତିକ ଏବଂ ଭବିଷ୍ୟତମୁଖୀ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ ଉପାୟ ଉପରେ ଗଠନମୂଳକ ଆଲୋଚନା କରିଥିଲେ।ସହଜ ଜୀବନଯାପନ ଏବଂ ବ୍ୟବସାୟିକ ସୁଗମତାକୁ ତ୍ୱରାନ୍ୱିତ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
August 18th, 08:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ସହଜ ଜୀବନଯାପନ, ବ୍ୟବସାୟିକ ସୁଗମତାରେ ସୁଧାର ଏବଂ ସମାବେଶୀ ସମୃଦ୍ଧିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଦ୍ରୁତ ତଥା ବିସ୍ତୃତ ସଂସ୍କାର କାର୍ଯ୍ୟକାରୀ କରିବା ନିମନ୍ତେ ପରବର୍ତ୍ତୀ ପିଢ଼ିର ସଂସ୍କାର ପାଇଁ ରୂପରେଖ ପ୍ରସ୍ତୁତି ସମ୍ପର୍କରେ ସବିଶେଷ ବିଚାରବିମର୍ଶ କରାଯାଇଛି ।୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 07:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ଜାତୀୟ ହସ୍ତତନ୍ତ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 07th, 03:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଆଜି ଆମର ସମୃଦ୍ଧ ବୟନ ପରମ୍ପରାକୁ ପାଳନ କରିବାର ଦିନ, ଯାହା ଆମ ଲୋକଙ୍କ ସୃଜନଶୀଳତାକୁ ପରିଦର୍ଶିତ କରେ । ଆମେ ଭାରତର ହସ୍ତତନ୍ତ ବିବିଧତା, ଜୀବିକା ଏବଂ ସମୃଦ୍ଧିକୁ ବଢ଼ାଇବାରେ ଏହାର ଭୂମିକା ପାଇଁ ଗର୍ବିତ ବୋଲି ସେ କହିଛନ୍ତି।ଭାରତ-ବ୍ରିଟେନ ଭିଜନ ୨୦୩୫
July 24th, 07:12 pm
ଲଣ୍ଡନରେ ୨୪ ଜୁଲାଇରେ ଭାରତ ଓ ବ୍ରିଟେନ କର୍ତୃପକ୍ଷଙ୍କ ଭିତରେ ସାକ୍ଷାତ ଆଲୋଚନା ବେଳେ ପ୍ରକାଶ ପାଇଛି ଭାରତ-ବ୍ରିଟେନ ଭିଜନ ୨୦୩୫ । ଏହି ଆକାଂକ୍ଷିତ ଓ ସୁଦୂରପ୍ରସାରୀ ଚୁକ୍ତିନାମା ଦୁଇ ଦେଶ ଭିତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୂତ କରିବ । ବିଶ୍ୱର ଦ୍ରୁତ ପରିବର୍ତନ ସମୟରେ ଏହି ଚୁକ୍ତିନାମା ଦୁଇ ଦେଶକୁ ସମୃଦ୍ଧ ଓ ବିକାଶ ପଥରେ ଅଗ୍ରସର କରାଇବ ।ପାରାଗୁଏ ରାଷ୍ଟ୍ରପତିଙ୍କ ସହ ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତିର ଓଡ଼ିଆ ଅନୁବାଦ
June 02nd, 03:00 pm
ଆମେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରୁଛୁ। ପାରାଗୁଏ ଦକ୍ଷିଣ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମର ଭୌଗୋଳିକ ସ୍ଥିତି ଭିନ୍ନ ହୋଇପାରେ, କିନ୍ତୁ ଆମେ ସମାନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବାଣ୍ଟିଥାଉ, ଏବଂ ଲୋକଙ୍କ ମଙ୍ଗଳ ପାଇଁ ଯତ୍ନବାନ।