No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।Cabinet Approves 'National Critical Mineral Mission'
January 29th, 03:08 pm
The Union Cabinet, chaired by the Prime Minister Shri Narendra Modi, has approved the launch of the National Critical Mineral Mission (NCMM) with an expenditure of Rs.16,300 crore and expected investment of Rs.18,000 crore by PSUs, etc.ବ୍ୟାଙ୍କିଙ୍ଗ କ୍ଷେତ୍ରର ରୂପାନ୍ତରଣରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡ଼ିକର ଅବଦାନକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
June 19th, 08:03 pm
ବ୍ୟାଙ୍କିଙ୍ଗ କ୍ଷେତ୍ରର ରୂପାନ୍ତରଣରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡ଼ିକର ଅବଦାନ ସମ୍ପର୍କରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ମାଇଁଗଭ ଇଣ୍ଡିଆ (MyGovIndia)ପକ୍ଷରୁ ହୋଇଥିବା ଏକ ପୋଷ୍ଟକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେୟାର କରିଛନ୍ତି ।PM Modi attends India Today Conclave 2024
March 16th, 08:00 pm
Addressing the India Today Conclave, PM Modi said that he works on deadlines than headlines. He added that reforms are being undertaken to enable India become the 3rd largest economy in the world. He said that 'Ease of Living' has been our priority and we are ensuring various initiatives to empower the common man.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 07th, 02:01 pm
ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନାରେ ଅଂଶଗ୍ରହଣ କରିବାକୁ ମୁଁ ଏଠାକୁ ଆସିଛି । ଏବଂ ମୁଁ ମୋ ତରଫରୁ ମାନନୀୟ ରାଷ୍ଟ୍ରପତିଙ୍କ ଭାଷଣକୁ ସମ୍ମାନର ସହ ଧନ୍ୟବାଦ ଜଣାଉଛି ଏବଂ ଅଭିନନ୍ଦନ ମଧ୍ୟ ଜଣାଉଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 07th, 02:00 pm
ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ୭୫ତମ ସାଧାରଣତନ୍ତ୍ର ଦିବସ ଦେଶର ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ ଭାରତର ଆତ୍ମବିଶ୍ୱାସ ବିଷୟରେ କହିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ଉପରେ ଆସ୍ଥା ପ୍ରକଟ କରିବା ସହ ଭାରତର ନାଗରିକଙ୍କ ସାମର୍ଥ୍ୟକୁ ସ୍ୱୀକାର କରିଥିଲେ । ବିକଶିତ ଭାରତର ସଂକଳ୍ପ କୁ ସାକାର କରିବା ପାଇଁ ଦେଶକୁ ମାର୍ଗଦର୍ଶନ ପ୍ରଦାନ କରିଥିବା ପ୍ରେରଣାଦାୟୀ ଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଇଥିଲେ । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ 'ଧନ୍ୟବାଦ ପ୍ରସ୍ତାବ' ଉପରେ ଫଳପ୍ରଦ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ଭାରତର ବଢୁଥିବା ଆତ୍ମବିଶ୍ୱାସ, ଆଶାଜନକ ଭବିଷ୍ୟତ ଏବଂ ଲୋକଙ୍କ ଅସୀମ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।ସାରା ଦେଶରେ ଅକ୍ସିଜେନ ଯୋଗାଣକୁ ତ୍ୱରାନ୍ୱିତ କରିବାର ସ୍ଥିତି ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
July 09th, 01:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାରା ଦେଶରେ ଅକ୍ସିଜେନ ଉତ୍ପାଦନ ବୃଦ୍ଧି ଓ ଉପଲବ୍ଧତାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ସ୍ଥିତି ସମୀକ୍ଷା କରିଥିଲେ।ବିହାରରେ ତିନୋଟି ପ୍ରମୁଖ ପେଟ୍ରୋଲିୟମ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 12:01 pm
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଁ ଆପଣମାନଙ୍କ ସହିତ ଏକ ଦୁଃଖଦ ଖବର ବାଣ୍ଟିବାକୁ ଚାହୁଁଛି । ବିହାରର ଜଣେ ବରିଷ୍ଠ ନେତା ଶ୍ରୀମାନ ରଘୁବଂଶ ପ୍ରସାଦ ସିଂହ ଆଉ ଆମମାନଙ୍କ ଗହଣରେ ନାହାନ୍ତି । ମୁଁ ତାଙ୍କ ଅମର ଆତ୍ମା ପ୍ରତି ନମସ୍କାର କରୁଛି । ରଘୁବଂଶ ବାବୁଙ୍କ ବିଦାୟ ସହିତ ବିହାର ଏବଂ ଦେଶର ଚଳନ୍ତି ରାଜନୀତିରେ ଏକ ଶୂନ୍ୟତା ସୃଷ୍ଟି ହୋଇଛି । ସେ ମାଟି ସହିତ ଯୋଡ଼ି ହୋଇ ରହିଥିବା ଜଣେ ବ୍ୟକ୍ତି ଥିଲେ, ରାଜନେତା ଥିଲେ । ଗରିବ ଲୋକଙ୍କ ଦୁଃଖଦୁର୍ଦ୍ଦଶାକୁ ବୁଝି ପାରୁଥିବା ଜଣେ ବ୍ୟକ୍ତିତ୍ୱ ଥିଲେ । ସମଗ୍ର ଜୀବନ ବିହାର ପାଇଁ ସଂଘର୍ଷ କରି ସେ ବିତାଇଛନ୍ତି । ସେ ଯେଉଁ ବିଚାରଧାରାରେ ଜନ୍ମଲାଭ କରିଥିଲେ ଏବଂ ବଢ଼ିଥିଲେ, ଜୀବନବ୍ୟାପୀ ସେହି ଭଳି ଜୀବନ ବଞ୍ଚିବାକୁ ପ୍ରୟାସ କରିଥିଲେ ।ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ
September 13th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଆଜି (13.09.2020) ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ହେଲା, ହଳଦିଆ – ଦୁର୍ଗାପୁର ପାଇପଲାଇନ ଅନ୍ତର୍ଗତ ଦୁର୍ଗାପୁର ବାଙ୍କା ସେକ୍ସନ ଏବଂ ଦୁଇଟି ଏଲପିଜି ବଟଲିଙ୍ଗ ପ୍ଳାଣ୍ଟ । ସେଗୁଡିକ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଅଧିନସ୍ଥ ଭାରତୀୟ ତୈଳ ନିଗମ ଓ ଏଚପିସିଏଲରେ କମିଶନଭୁକ୍ତ ଅଛନ୍ତି ।Historic decisions taken by Cabinet to boost infrastructure across sectors
June 24th, 04:09 pm
Union Cabinet chaired by PM Narendra Modi took several landmark decisions, which will go a long way providing a much needed boost to infrastructure across sectors, which are crucial in the time of pandemic. The sectors include animal husbandry, urban infrastructure and energy sector.ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଫେବୃଆରୀ 26-29, 2020) କାଳରେ ଭାରତ – ମିଆଁମାର ପକ୍ଷରୁ ଜାରି ମିଳିତ ବିବୃତ୍ତି
February 27th, 03:22 pm
ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଫେବୃଆରୀ 26-29, 2020) କାଳରେ ଭାରତ – ମିଆଁମାର ପକ୍ଷରୁ ଜାରି ମିଳିତ ବିବୃତ୍ତିPM Modi lays foundation stone of Talcher fertilizer plant in Odisha
September 22nd, 10:01 am
Prime Minister Shri Narendra Modi laid foundation stone of Talcher fertilizer plant in Odisha. He unveiled a plaque marking the revival of fertilizer plant at Talcher. Addressing the gathering, he said that it is our firm commitment is to take the nation to newer heights of progress with renewed energy and greater momentum.Pt. Deen Dayal Upadhyaya’s Antyodaya is the BJP’s guiding principle: PM Modi
May 10th, 10:03 am
In his interaction with the SC/ST, OBC, Minority and Slum Morcha of the Karnataka BJP through the ‘Narendra Modi Mobile App’, the Prime Minister said that they had a paramount role in connecting directly with people and furthering the party’s reach. Noting that the BJP had the maximum number of MPs from the SC, ST, OBC and minorities communities, he appreciated them for their efforts.ପ୍ରଧାନମନ୍ତ୍ରୀ ମୋଦୀ କର୍ଣ୍ଣାଟକ ବିଜେପିର ବିଭିନ୍ନ ମୋର୍ଚ୍ଚା ସହ ମତ ବିନିମୟ କରିଛନ୍ତି
May 10th, 09:55 am
ନରେନ୍ଦ୍ର ମୋଦୀ ମୋବାଇଲ ଆପ ମାଧ୍ୟମରେ କର୍ଣ୍ଣାଟକର ଏସସି/ଏସଟି ,ଓବିସି ଏବଂ ସଂଖ୍ୟାଲଘୁ ମୋର୍ଚ୍ଚା ସହିତ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀ କହିଲେ ଯେ ଲୋକମାନଙ୍କ ସହିତ ସିଧା ସଂଯୋଗ ଏବଂ ଦଳର ପହଂଚକୁ ଆଗକୁ ବଢ଼େଇବା ପାଇଁ ସମସ୍ତ କର୍ମକର୍ତ୍ତାମାନଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ରହିଛି । ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇ କହିଲେ ଯେ ବିଜେପିର ଅଧିକ ସାଂସଦ ଏସସି/ଏସଟି ,ଓବିସି ଏବଂ ସଂଖ୍ୟାଲଘୁ ସମୁଦାୟର ଅଛନ୍ତି । ପ୍ରଧାନମନ୍ତ୍ରୀ ଏହି କଥା ପାଇଁ କର୍ମକର୍ତ୍ତାମାନଙ୍କ ପ୍ରୟାସକୁ ପ୍ରସଂଶା କରିଛନ୍ତି ।ବିଜ୍ଞାନ ଭବନରେ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସମୂହର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 09th, 09:57 pm
ଭାରୀ ଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରଣାଳୟରେ ମୋର ସାଥୀ ମନ୍ତ୍ରୀ ଶ୍ରୀମାନ ଅନନ୍ତ ଗିତେ ମହୋଦୟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀମାନ ବାବୁଲ ସୁପ୍ରିୟୋ, ମୋର ସହଯୋଗୀ ଶ୍ରୀମାନ ପି.କେ ମିଶ୍ର, ଶ୍ରୀ ପି.କେ ସିହ୍ନା, ସାରା ଦେଶରୁ ଆସିଥିବା କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସମୂହର ବରିଷ୍ଠ ଅଧିକାରୀଗଣ, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ।କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ସିପିଏସଇ) ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 09th, 07:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ସିପିଏସଇ) ସମୂହର ସମ୍ମେଳନରେ ଯୋଗ ଦେଇଥିଲେ ।Steel and Mines PSUs donate Rs. 15 crore to PMNRF
September 16th, 11:32 am
Steel and Mines PSUs donate Rs. 15 crore to PMNRF