Congress wants to push Assam back into instability and infiltration: PM Modi in Guwahati
February 14th, 03:00 pm
PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.PM Modi addresses a grand public rally in Guwahati, Assam
February 14th, 02:30 pm
PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.Prime Minister remembers the brave heroes of Pulwama
February 14th, 11:06 am
The Prime Minister, Shri Narendra Modi remembered the brave heroes who laid down their lives in Pulwama on this day in 2019. Shri Modi stated that their devotion, resolve and service to the nation remain forever etched in our collective consciousness, and every Indian draws strength from their enduring courage.'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
February 14th, 08:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ସାହସୀ ବୀର ମାନଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଜମ୍ମୁ ଓ କଶ୍ମୀରର ଜଣେ ଉଦ୍ୟୋଗୀ ଏବଂ ସରକାରୀ ହିତାଧିକାରୀ ଶ୍ରୀ ନାଜିମଙ୍କ ସହ ସେଲଫି ଉଠାଇଲେ ପ୍ରଧାନମନ୍ତ୍ରୀ
March 07th, 03:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ ଓ କଶ୍ମୀରର ପୁଲଓ୍ଵାମାର ଜଣେ ଉଦ୍ୟୋଗୀ ଏବଂ ସରକାରୀ ହିତାଧିକାରୀ ଶ୍ରୀ ନାଜିମଙ୍କ ସହ ଏକ ସେଲ୍ଫି ଉଠାଇଛନ୍ତି।ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
February 14th, 11:10 am
୨୦୧୯ରେ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନେ ପକାଇଛନ୍ତି ।ପୁଲୱାମା ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
February 14th, 11:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଲୱାମା ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।No place for corruption in 'Nawa Punjab', law and order will prevail: PM Modi
February 15th, 11:46 am
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”PM Modi campaigns in Punjab’s Jalandhar
February 14th, 04:37 pm
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”ପୁଲୱାମା ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
February 14th, 10:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ରେ ପୁଲୱାମାରେ ଶହୀଦ ହୋଇଥିବା ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଦେଶ ପାଇଁ ସେମାନଙ୍କର ଉଲ୍ଲେଖନୀୟ ସେବାକୁ ମନେ ପକାଇଛନ୍ତି ।ଚେନ୍ନାଇରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ/ଲୋକାର୍ପଣ/ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 14th, 11:31 am
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହିସବୁ ପ୍ରକଳ୍ପ ନବୋନ୍ମେଷ ଏବଂ ସ୍ୱଦେଶୀ ବିକାଶର ପ୍ରତୀକ। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ତାମିଲନାଡ଼ୁର ବିକାଶକୁ ଆହୁରି ପ୍ରୋତ୍ସାହନ ମିଳିପାରିବ। ସେ କହିଥିଲେ ଯେ ତାଞ୍ଜାଭୁର ଏବଂ ପୁଦୁକ୍କୋଟ୍ଟଇକୁ ବିଶେଷ ଭାବେ ଲାଭ ମିଳିବ। କାରଣ ଏଠାରେ ଆଜି 636 କିମି ଲମ୍ବ ଗ୍ରାଣ୍ଡ ଆନିକଟ କେନାଲ ପ୍ରଣାଳୀର ଆଧୁନିକୀକରଣ କରିବା ଲାଗି ଶିଳାନ୍ୟାସ ସ୍ଥାପନ କରାଯାଉଛି। ଏହି ପ୍ରକଳ୍ପ ଫଳରେ ବ୍ୟାପକ ପ୍ରଭାବ ପଡ଼ିବ। ଏହା ଦ୍ୱାରା 2.27 ଲକ୍ଷ ଏକ ଜମିକୁ ଜଳସେଚନ ସୁବିଧା ମିଳିପାରିବ। ପ୍ରଧାନମନ୍ତ୍ରୀ ଖାଦ୍ୟଶସ୍ୟର ରେକର୍ଡ ଉତ୍ପାଦନ ଏବଂ ଜଳସମ୍ପଦର ଉଚିତ ଉପଯୋଗ ଲାଗି ତାମିଲନାଡ଼କୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଗ୍ରାଣ୍ଡ ଆନିକଟ ଆମର ଗୌରବଶାଳୀ ଅତୀତର ଏକ ଜୀବନ୍ତ ପ୍ରମାଣ। ଏହା ଆମ ଦେଶର ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପାଇଁ ଏକ ପ୍ରେରଣା ମଧ୍ୟ। ପ୍ରଧାନମନ୍ତ୍ରୀ ତାମିଲ କବି ଅବ୍ବୟାରଙ୍କ ଉଦାହରଣ ଦେଇ ଜଳ ସଂରକ୍ଷଣର ଆବଶ୍ୟକତା ଉପରେ ଜୋର ଦେଇଥିଲେ, କାରଣ ଏହା କେବଳ ଏକ ଜାତୀୟ ପ୍ରସଙ୍ଗ ନୁହେଁ, ବରଂ ଏକ ବିଶ୍ୱ ପ୍ରସଙ୍ଗ। ସେ ‘ପ୍ରତି ବୁନ୍ଦା ଅଧିକ ଫସଲ (ୱାନ ଡ୍ରପ୍ ମୋର କ୍ରପ୍) ମନ୍ତ୍ରକୁ ମନେ ରଖିବାର ଆବଶ୍ୟକତା ଉପରେ ଜୋର ଦେଇଥିଲେ।ତାମିଲନାଡ଼ୁରେ ପ୍ରମୁଖ ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 14th, 11:30 am
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହିସବୁ ପ୍ରକଳ୍ପ ନବୋନ୍ମେଷ ଏବଂ ସ୍ୱଦେଶୀ ବିକାଶର ପ୍ରତୀକ। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ତାମିଲନାଡ଼ୁର ବିକାଶକୁ ଆହୁରି ପ୍ରୋତ୍ସାହନ ମିଳିପାରିବ। ସେ କହିଥିଲେ ଯେ ତାଞ୍ଜାଭୁର ଏବଂ ପୁଦୁକ୍କୋଟ୍ଟଇକୁ ବିଶେଷ ଭାବେ ଲାଭ ମିଳିବ। କାରଣ ଏଠାରେ ଆଜି 636 କିମି ଲମ୍ବ ଗ୍ରାଣ୍ଡ ଆନିକଟ କେନାଲ ପ୍ରଣାଳୀର ଆଧୁନିକୀକରଣ କରିବା ଲାଗି ଶିଳାନ୍ୟାସ ସ୍ଥାପନ କରାଯାଉଛି। ଏହି ପ୍ରକଳ୍ପ ଫଳରେ ବ୍ୟାପକ ପ୍ରଭାବ ପଡ଼ିବ। ଏହା ଦ୍ୱାରା 2.27 ଲକ୍ଷ ଏକ ଜମିକୁ ଜଳସେଚନ ସୁବିଧା ମିଳିପାରିବ। ପ୍ରଧାନମନ୍ତ୍ରୀ ଖାଦ୍ୟଶସ୍ୟର ରେକର୍ଡ ଉତ୍ପାଦନ ଏବଂ ଜଳସମ୍ପଦର ଉଚିତ ଉପଯୋଗ ଲାଗି ତାମିଲନାଡ଼କୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଗ୍ରାଣ୍ଡ ଆନିକଟ ଆମର ଗୌରବଶାଳୀ ଅତୀତର ଏକ ଜୀବନ୍ତ ପ୍ରମାଣ। ଏହା ଆମ ଦେଶର ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପାଇଁ ଏକ ପ୍ରେରଣା ମଧ୍ୟ। ପ୍ରଧାନମନ୍ତ୍ରୀ ତାମିଲ କବି ଅବ୍ବୟାରଙ୍କ ଉଦାହରଣ ଦେଇ ଜଳ ସଂରକ୍ଷଣର ଆବଶ୍ୟକତା ଉପରେ ଜୋର ଦେଇଥିଲେ, କାରଣ ଏହା କେବଳ ଏକ ଜାତୀୟ ପ୍ରସଙ୍ଗ ନୁହେଁ, ବରଂ ଏକ ବିଶ୍ୱ ପ୍ରସଙ୍ଗ। ସେ ‘ପ୍ରତି ବୁନ୍ଦା ଅଧିକ ଫସଲ (ୱାନ ଡ୍ରପ୍ ମୋର କ୍ରପ୍) ମନ୍ତ୍ରକୁ ମନେ ରଖିବାର ଆବଶ୍ୟକତା ଉପରେ ଜୋର ଦେଇଥିଲେ।ମୁଁ ଦେଶରେ ଆଶାର ଏକ ଆଶ୍ଚର୍ଯ୍ୟଜନକ ପ୍ରବାହ ମଧ୍ୟ ଦେଖିଛି । ଅନେକ ଆହ୍ୱାନ ସାମନାକୁ ଆସିଲା । ଅନେକ ସମସ୍ୟା ମଧ୍ୟ ଦେଖାଦେଲା ।
December 27th, 11:30 am
ବନ୍ଧୁଗଣ, ଦେଶର ସାଧାରଣ ଲୋକ ଏହି ପରିବର୍ତ୍ତନକୁ ଅନୁଭବ କରିଛନ୍ତି । ମୁଁ ଦେଶରେ ଆଶାର ଏକ ଆଶ୍ଚର୍ଯ୍ୟଜନକ ପ୍ରବାହ ମଧ୍ୟ ଦେଖିଛି । ଅନେକ ଆହ୍ୱାନ ସାମନାକୁ ଆସିଲା । ଅନେକ ସମସ୍ୟା ମଧ୍ୟ ଦେଖାଦେଲା । କରୋନାକୁ ନେଇ ଦୁନିଆରେ ଯୋଗାଣ-ଶୃଙ୍ଖଳ ସମ୍ପର୍କିତ ଅନେକ ବାଧାବିଘ୍ନ ମଧ୍ୟ ଆସିଲା, କିନ୍ତୁ, ଆମେ ପ୍ରତ୍ୟେକ ସଙ୍କଟରୁ ନୂତନ ଶିକ୍ଷା ଗ୍ରହଣ କଲୁ । ଦେଶରେ ଏକ ନୂତନ ଦକ୍ଷତା ମଧ୍ୟ ଜନ୍ମନେଲା । ଯଦି ଏହାକୁ ଶବ୍ଦରେ ପ୍ରକାଶ କରାଯାଏ, ତେବେ ଏହି ସାମର୍ଥ୍ୟର ନାମ ହେଉଛି ‘ଆତ୍ମନିର୍ଭରଶୀଳତା’ ।ଜଙ୍ଗଲ ରାଜ ପାଇଁ କୌଣସି ପ୍ରବେଶ ପଥ ନାହିଁ ବୋଲି ବିହାରର ଲୋକମାନେ ନିଷ୍ପତ୍ତି ନେଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
November 01st, 04:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ବାଗାହରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ହୋଇଥିବା ଟ୍ରେଣ୍ଡ ସ୍ପଷ୍ଟ ଭାବେ ଦର୍ଶାଉଛି ଯେ ବିହାରର ଲୋକମାନେ ରାଜ୍ୟରେ ଜଙ୍ଗଲ ରାଜ ପାଇଁ କୌଣସି ପ୍ରବେଶ ବୋର୍ଡ ଲଗାଇ ନାହାଁନ୍ତି। ସେ କହିଛନ୍ତି ଯେ ଚାଲିଥିବା ନିର୍ବାଚନରେ ଲୋକମାନେ ନୀତୀଶଙ୍କ ନେତୃତ୍ୱରେ ଏକ ସ୍ଥିର ଏନଡିଏ ସରକାର ବାଛିବା ପାଇଁ ନିଷ୍ପତ୍ତି ନେଇଛନ୍ତି।ବିହାରର ଛପ୍ରା, ସମସ୍ତିପୁର, ମୋତିହାରୀ ଏବଂ ବାଗାହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର
November 01st, 03:54 pm
ନିର୍ବାଚନ ପ୍ରଚାର ଜାରି ରଖି ପ୍ରଧାନମନ୍ତ୍ରୀ ମୋଦୀ ଆଜି ଛପ୍ରା, ସମସ୍ତିପୁର, ମୋତିହାରୀ ଏବଂ ବାଗାହରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, “ପ୍ରଥମ ପର୍ଯ୍ୟାୟ ମତଦାନ ପରେ ଏହା ସ୍ପଷ୍ଟ ହୋଇଛି ଯେ ନୀତୀଶ ବାବୁ ବିହାରରେ ପରବର୍ତ୍ତୀ ସରକାରର ନେତୃତ୍ୱ ନେବେ। ବିରୋଧୀ ଦଳ ସମ୍ପୂର୍ଣ୍ଣ ଭାବେ ବିଚଳିତ , କିନ୍ତୁ ମୁଁ ସେମାନଙ୍କୁ ବିହାରର ଲୋକମାନଙ୍କ ଉପରେ ସେମାନଙ୍କର ନିରାଶା ପ୍ରକାଶ ନ କରିବାକୁ କହିବି । ”ଜଙ୍ଗଲ ରାଜ ସୁନିଶ୍ଚିତ କରିଛନ୍ତି ଯେ ବିହାରର ହଲମାର୍କ ଥିବା ସମସ୍ତ ଶିଳ୍ପ ଏବଂ ଚିନି ମିଲ୍ ବନ୍ଦ ହୋଇଛି: ପ୍ରଧାନମନ୍ତ୍ରୀ
November 01st, 02:55 pm
ମୋତିହାରୀରେ ହୋଇଥିବା ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ ଲୋକଙ୍କୁ ଚେତାବନୀ ଦେଇଛନ୍ତି ଯେ କଂଗ୍ରେସ-ଆରଜେଡି ମିଳିତ ମଞ୍ଚ କ୍ଷମତାକୁ ଆସିଲେ ଜଙ୍ଗଲ ରାଜ ଫେରି ଆସିବ। ସେ କହିଛନ୍ତି ଯେ ଜଙ୍ଗଲ ରାଜ ନିଶ୍ଚିତ କରିଛନ୍ତି ଯେ ବିହାରର ହଲମାର୍କ ଥିବା ସମସ୍ତ ଶିଳ୍ପ ଏବଂ ଚିନି ମିଲ୍ ବନ୍ଦ ହୋଇଯାଇଛି।