ଭୂଟାନର ରାଜାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
November 11th, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଥିମ୍ପୁଠାରେ ଭୂଟାନର ମହାମହିମ ରାଜା ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ ସ୍ୱାଗତ କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୁଇ ନେତା ମତ ବିନିମୟ କରିଥିଲେ। ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ଦିଲ୍ଲୀ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ମହାମାନ୍ୟ ସମବେଦନା ଜଣାଇଥିଲେ।