ପଞ୍ଜାବ ଫତେହଗଡ଼ ସାହିବ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
April 15th, 11:15 am
ପଞ୍ଜାବର ଫତେହଗଡ଼ ସାହିବ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।Prime Minister visits Dera Sachkhand Ballan
February 01st, 09:00 pm
During his visit to Dera Sachkhand Ballan in Punjab, PM Modi said that it was a very special feeling to be there on the Jayanti of Shri Guru Ravidass Maharaj Ji. The PM shared pictures of his visit on X.ସନ୍ଥଗୁରୁ ରବିଦାସଙ୍କ ୬୪୯ତମ ଜୟନ୍ତୀ ଅବସରରେ ୧ ଫେବୃଆରୀରେ ପଞ୍ଜାବ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 31st, 10:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ଫେବୃଆରୀ ୨୦୨୬ରେ ପଞ୍ଜାବ ଗସ୍ତ କରିବେ । ଦିନ ପ୍ରାୟ ୩:୪୫ ସମୟରେ, ପ୍ରଧାନମନ୍ତ୍ରୀ ଆଦମପୁର ବିମାନବନ୍ଦର ପରିଦର୍ଶନ କରି ବିମାନବନ୍ଦରର ନୂତନ ନାମ ‘ଶ୍ରୀ ଗୁରୁ ରବିଦାସ ଜୀ ବିମାନବନ୍ଦର, ଆଦମପୁର’ ଘୋଷଣା କରିବେ । ସେ ପଞ୍ଜାବର ଲୁଧିଆନା ସ୍ଥିତ ହଲୱାରା ବିମାନବନ୍ଦରରେ ଟର୍ମିନାଲ କୋଠା ମଧ୍ୟ ଉଦ୍ଘାଟନ କରିବେ ।Prime Minister pays homage to Punjab Kesari Lala Lajpat Rai
January 28th, 09:35 am
The Prime Minister, Shri Narendra Modi paid tributes to Punjab Kesari Lala Lajpat Rai on his birth anniversary, today. Shri Modi stated that he offered everything he had to liberate Mother Bharati from the chains of slavery. His life of sacrifice will continue to remain a source of inspiration for every generation of the country, Shri Modi said.ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କଲେ ପ୍ରଧାନମନ୍ତ୍ରୀ
September 09th, 05:34 pm
ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରେ ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳର ସର୍ଭେ କରିଥିଲେ। ପରେ, ସେ ଗୁରୁଦାସପୁରରେ ଅଧିକାରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କ ସହିତ ଏକ ସରକାରୀ ସମୀକ୍ଷା ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରିଲିଫ୍ ଏବଂ ପୁନର୍ବାସ ପଦକ୍ଷେପର ସମୀକ୍ଷା କରିଥିଲେ ଏବଂ ପଞ୍ଜାବରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ମଧ୍ୟ ମୂଲ୍ୟାଙ୍କନ କରିଥିଲେ।Cabinet approves semiconductor manufacturing units in ODISHA, PUNJAB and ANDHRA PRADESH worth Rs.4600 crore
August 12th, 03:18 pm
The Union Cabinet, chaired by PM Modi, has approved four semiconductor projects worth ₹4,600 crore under the India Semiconductor Mission (ISM). These projects will give a major boost to India’s semiconductor ecosystem, including the country’s first commercial compound fab and an advanced glass-based substrate packaging unit, and are expected to create jobs for 2,034 skilled professionals.ଶ୍ରୀ ସୁଖଦେବ ସିଂ ଧିଣ୍ଡସା ଜୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
May 28th, 09:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ସୁଖଦେବ ସିଂ ଧିଣ୍ଡସା ଜୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ‘ଜନସେବାର ଅଭୂତପୂର୍ବ ପ୍ରତିବଦ୍ଧତା ଓ ଅସୀମ ଜ୍ଞାନ ସହ ସେ ଜଣେ ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ଥିଲେ । ପଞ୍ଜାବର ତଳସ୍ତରର ଲୋକ ଓ ପରମ୍ପରା ସହ ସେ ସର୍ବଦା ଯୋଡ଼ି ହୋଇ ରହିଥିଲେ ।’ ଶ୍ରୀ ମୋଦୀ କହିଛନ୍ତି ।Cabinet approves Construction of 6 lane access controlled Zirakpur Bypass worth Rs.1878.31 crore
April 09th, 03:09 pm
The Cabinet Committee on Economic Affairs, chaired by the Prime Minister Shri Narendra Modi, has approved the Construction of 6 lane Zirakpur Bypass starting from Junction with NH-7 (Zirakpur-Patiala) and ending at Junction with NH-5 (Zirakpur-Parwanoo) with a total length 19.2 Km in State of Punjab and Haryana under NH(O) on Hybrid Annuity Mode.ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 13th, 12:30 pm
ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 13th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।ପଞ୍ଜାବର ଭଟିଣ୍ଡାରେ ବସ୍ ଦୁର୍ଘଟଣାରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
December 27th, 07:31 pm
ପଞ୍ଜାବର ଭଟିଣ୍ଡାରେ ହୋଇଥିବା ବସ୍ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀ ଆଜି ଦୁଃଖ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।Prime Minister Narendra Modi to participate in Veer Baal Diwas programme in New Delhi
December 25th, 01:58 pm
Prime Minister Shri Narendra Modi will participate in Veer Baal Diwas, a nationwide celebration honouring children as the foundation of India’s future, on 26 December 2024 at around 12 Noon at Bharat Mandapam, New Delhi. He will also address the gathering on the occasion.ରାଜସ୍ଥାନ ଓ ପଞ୍ଜାବର ସୀମାଞ୍ଚଳରେ ସଡ଼କ ନିର୍ମାଣକୁ କ୍ୟାବିନେଟର ମଂଜୁରୀ
October 09th, 04:28 pm
ରାଜସ୍ଥାନ ଓ ପଞ୍ଜାବର ସୀମା ଅଞ୍ଚଳରେ ୨୨୮୦କିଲୋମିଟରର ସଡ଼କ ନିର୍ମାଣ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟବୈଠକରେ ମଂଜୁରୀ ମିଳିଛି । ସୀମାଞ୍ଚଳରେ ବିକାଶରମୌଳିକ ଆବଶ୍ୟକତାକୁ ଗୁରୁତ୍ୱ ଦେଇ ଏ ଦିଗରେ ୪୪୦୬କୋଟି ଟଙ୍କା ନିବେଶ ହେବ ।ପଞ୍ଜାବ ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
June 26th, 12:22 pm
ପଞ୍ଜାବର ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀ ବନୱରିଲାଲ ପୁରୋହିତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।INDI alliance has ruined both industry and agriculture in Punjab: PM Modi in Hoshiarpur, Punjab
May 30th, 11:53 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.PM Modi addresses a public meeting in Hoshiarpur, Punjab
May 30th, 11:14 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.Problem with Congress is that it has no faith in India: PM Modi in Gurdaspur, Punjab
May 24th, 04:00 pm
Prime Minister Narendra Modi addressed a spirited public gathering in Gurdaspur, Punjab, where he paid his respects to the sacred land and highlighted the special bond between Gurdaspur and the Bharatiya Janata Party.ପଞ୍ଜାବର ଗୁରୁଦାସପୁର ଓ ଜଳନ୍ଧରରେ ବିଶାଳ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 24th, 03:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଜାବର ଗୁରୁଦାସପୁର ଏବଂ ଜଳନ୍ଧରଠାରେ ଉତ୍ସାହଜନକ ଜନସମାବେଶକୁ ସମ୍ବୋଧିତ କରି ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପଞ୍ଜାବ ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ଥିବା ବିଶେଷ ସମ୍ପର୍କକୁ ପ୍ରତିଫଳିତ କରିଥିଲେ।BJP is emphasizing the true social empowerment of Dalits and OBC: PM Modi in Patiala, Punjab
May 23rd, 05:00 pm
Ahead of the impending Lok Sabha elections in 2024, Prime Minister Narendra Modi addressed a powerful rally amid a passionate welcome by the people of Patiala, Punjab. PM Modi began his address by paying rich tributes to the land of ‘Guru Tegh Bahadur.’ He said, “After the five phases of voting, the message of the people of India resonates with ‘Fir ek Baar, Modi Sarkar’.” He urged Punjab to vote for the BJP to ensure a ‘Viksit Bharat.’