Prime Minister Pays Tribute to Veer Savarkar Ji on his Punya Tithi
February 26th, 11:25 am
Prime Minister Narendra Modi today paid humble tributes to the great revolutionary Veer Savarkar Ji on his Punya tithi.Prime Minister pays homage to Maharshi Dayanand Saraswati ji
February 12th, 10:17 am
PM Modi paid rich tributes to Maharshi Dayanand Saraswati Ji on his birth anniversary today. Lauding his unparalleled contributions to promoting education and enriching Indian culture and tradition, the PM noted that Dayanand Saraswati Ji’s efforts for social reform will continue to serve as a source of inspiration for the people of the country.ରାଜଘାଟ ଠାରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
January 30th, 01:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରାଜଘାଟ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ବାପୁଙ୍କ କାଳଜୟୀ ଆଦର୍ଶ ଆମ ଦେଶର ଯାତ୍ରାରେ ମାର୍ଗଦର୍ଶନ ଜାରି ରଖିଛି। ଆମେ ତାଙ୍କ ନୀତି ଏବଂ ନ୍ୟାୟ, ସୌହାର୍ଦ୍ଦ୍ୟ ଏବଂ ମାନବତାର ସେବା ଉପରେ ଆଧାରିତ ଭାରତ ଗଠନ ପ୍ରତି ଆମର ପ୍ରତିବଦ୍ଧତାକୁ ଦୋହରାଇଛୁ, ବୋଲି ଶ୍ରୀ ମୋଦୀ କହିଥିଲେ।ରାମବିଳାସ ପାଶ୍ୱାନଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
October 08th, 10:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ଲୋକପ୍ରିୟ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମବିଳାସ ପାଶ୍ୱାନଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟ ତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
August 16th, 08:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହରୀ ବାଜପେୟୀଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।Prime Minister pays tribute to Swami Vivekananda Ji on his Punya Tithi
July 04th, 08:50 am
The Prime Minister, Shri Narendra Modi paid tribute to Swami Vivekananda Ji on his Punya Tithi. He said that Swami Vivekananda Ji's thoughts and vision for our society remains our guiding light. He ignited a sense of pride and confidence in our history and cultural heritage, Shri Modi further added.ପୁଣ୍ୟତିଥିରେ ବୀର ସବରକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
February 26th, 09:41 am
ଆଜି ବୀର ସବରକରଙ୍କ ପୁଣ୍ୟତିଥି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
February 11th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀ ଦୂରଦୃଷ୍ଟିସମ୍ପନ୍ନ ଚିନ୍ତାନାୟକ ଥିଲେ, ଯିଏକି ଭାରତର ସେବାରେ ନିଜକୁ ଉତ୍ସର୍ଗ କରିଥିଲେ । ସମାଜର ତଳସ୍ତରରେ ଥିବା ଲୋକଙ୍କ ବିକାଶ ପାଇଁ ତାଙ୍କର ମାନସିକତା ଏକ ସୁଦୃଢ଼ ରାଷ୍ଟ୍ର ଦିଗରେ ଆମର ଯାତ୍ରାକୁ ପ୍ରୋତ୍ସାହିତ କରୁଛି ।”Prime Minister pays tributes to Mahatma Gandhi on his death anniversary
January 30th, 09:06 am
The Prime Minister Shri Narendra Modi today paid tribute to Mahatma Gandhi on his death anniversary. Shri Modi also paid tributes to all those martyred for our nation and recalled their service as well as sacrifices.ବାଲାସାହେବ ଠାକ୍ରେଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
November 17th, 01:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ବାଲାସାହେବ ଠାକରେଙ୍କୁ ତାଙ୍କର ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମହାରାଷ୍ଟ୍ରର ବିକାଶ ଏବଂ ମରାଠୀ ଲୋକମାନଙ୍କର ସଶକ୍ତିକରଣର ସମର୍ଥନ କରୁଥିବା ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ବୋଲି ଶ୍ରୀ ମୋଦୀ କହିଥିଲେ ।ଶ୍ରୀ ରାମବିଳାସ ପାଶ୍ୱାନଙ୍କ ପୁଣ୍ୟତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶ୍ରଦ୍ଧାଞ୍ଜଳି
October 08th, 02:52 pm
ଶ୍ରୀ ରାମବିଳାସ ପାଶ୍ୱାନ ଜୀଙ୍କୁ ତାଙ୍କ ପୁଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀ ରାମବିଳାସ ପାଶ୍ୱାନ ଜୀ ଜଣେ ଅସାଧାରଣ ନେତା ଥିଲେ । ଏକ ଦୃଢ଼ ଓ ବିକାଶିତ ଭାରତ ଗଠନ ସହ ଗରିବଙ୍କୁ ସଶକ୍ତ କରିବା ଦିଗରେ ସେ ନିଜକୁ ଉତ୍ସର୍ଗ କରିଥିଲେ ।ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥିରେ ତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମେଦୀଙ୍କ ଶ୍ରଦ୍ଧାଞ୍ଜଳି
August 16th, 10:10 am
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ପୂଣ୍ୟତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:ସ୍ୱାମୀ ବିବେକାନନ୍ଦଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
July 04th, 09:44 am
ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଶ୍ରୀ କର୍ପୁରୀ ଠାକୁରଙ୍କ ପୂଣ୍ୟତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
February 17th, 07:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ କର୍ପୁରୀ ଠାକୁରଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ
February 11th, 11:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ମହାତ୍ମା ଗାନ୍ଧୀଙ୍କ ପୁଣ୍ୟ ତିଥିରେ ପୁଷ୍ପାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ
January 30th, 01:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଘାଟ ଠାରେ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟ ତିଥିରେ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି ।ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
January 30th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୁଣ୍ୟତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 15th, 09:54 am
ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୁଣ୍ୟତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ଦେଶର ଏକତା ପ୍ରତି ଅଦମ୍ୟ ପ୍ରତିବଦ୍ଧତା ଆଧୁନିକ ଭାରତର ମୂଳଦୁଆ ପକାଇଛି ।ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ପୁଷ୍ପ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
August 16th, 12:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ‘ସଦୈବ ଅଟଳ’ ସମାଧି ସ୍ଥଳରେ ପୂଷ୍ପମାଲ୍ୟ ଅର୍ପଣ କରିଛନ୍ତି ।ପୁଣ୍ୟତିଥିରେ ସ୍ବାମୀ ବିବେକାନନ୍ଦଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
July 04th, 07:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ବାମୀ ବିବେକାନନ୍ଦଙ୍କୁ ତାଙ୍କ ପୁଣ୍ୟତିଥିରେ ସ୍ମରଣ କରିଛନ୍ତି । ତାଙ୍କ ସେବା, ମାନବିକତା ଓ ଆଧ୍ୟାତ୍ମିକ ଜ୍ଞାନର ଆଦର୍ଶ ଆମକୁ ଏକ ମଜଭୂତ ଏବଂ ଜୀବନ୍ତ ଭାରତ ଗଠନ ଦିଗରେ ପ୍ରେରଣା ଓ ମାର୍ଗଦର୍ଶନ ଯୋଗାଇଥାଏ ବୋଲି କହିଛନ୍ତି ।