ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।TMC’s 15 years of rule have only spread fear among people: PM Modi in Purba Bardhaman, West Bengal
April 11th, 11:35 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting the BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.Massive public meetings in Purba Bardhaman, Jangipur & Dakshin Dinajpur, West Bengal
April 11th, 11:30 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.୧୪ ମାର୍ଚ୍ଚରେ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 12th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ମାର୍ଚ୍ଚ ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଦିନ ୨ଟା ସମୟରେ, ପ୍ରଧାନମନ୍ତ୍ରୀ କୋଲକାତାରେ ପ୍ରାୟ ୧୮,୬୮୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।