Odisha is experiencing unprecedented development: PM Modi in Bhubaneswar
November 29th, 04:31 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.PM Modi's Commitment to Making Odisha a Global Hub of Growth and Opportunity
November 29th, 04:30 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।ବିଜେଡିର ଛୋଟ ଛୋଟ ନେତା ମାନେ ମଧ୍ୟ ଏବେ କୋଟିପତି ହୋଇଯାଇଛନ୍ତି: ଢେଙ୍କାନାଳରେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 10:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।ଢେଙ୍କାନାଳ ଓ କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 09:58 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।ଜାନୁଆରୀ ୨୦-୨୧ରେ ତାମିଲନାଡୁର ଏକାଧିକ ମନ୍ଦିର ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
January 18th, 06:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୦-୨୧,୨୦୨୪ ରେ ତାମିଲନାଡୁର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ପରିଦର୍ଶନ କରିବେ।ରଥଯାତ୍ରା ଅବସରରେ ସଭିଁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
June 20th, 08:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
June 18th, 11:30 am
ନମସ୍କାର । ‘ମନ୍ କି ବାତ୍’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।ଓଡ଼ିଶାରେ ଅନେକ ରେଳ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 18th, 01:00 pm
ଆଜି ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଲୋକମାନଙ୍କୁ ବଂଦେ ଭାରତ ଟ୍ରେନର ଉପହାର ମିଳିଛି । ବଂଦେ ଭାରତ ଟ୍ରେନ, ଆଧୁନିକ ଭାରତ ଏବଂ ଆକାଂକ୍ଷୀ ଭାରତୀୟ, ଉଭୟର ପ୍ରତୀକ ହୋଇପାରିଛି । ଆଜି ଯେତେବେଳେ ବଂଦେ ଭାରତ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାତ୍ରା କରୁଛି, ସେତେବେଳେ ଏଥିରେ ସାମିଲ ଭାରତର ଗତି ଦେଖାଯାଉଛି ଏବଂ ଭାରତର ପ୍ରଗତି ମଧ୍ୟ ଦେଖାଯାଉଛି ।ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
May 18th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ, ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ, ଓଡିଶାରେ ରେଳ ନେଟୱାର୍କର ୧୦୦% ବିଦ୍ୟୁତିକରଣ କାର୍ଯ୍ୟ, ସମ୍ବଲପୁର-ଟିଟଲାଗଡ ରେଳ ଲାଇନର ଦୋହରୀକରଣ, ଅନୁଗୁଳ – ସୁକିନ୍ଦା ମଧ୍ୟରେ ନୂତନ ବ୍ରଡ ଗଜ ରେଳ ଲାଇନ; ମନୋହରପୁର - ରାଉରକେଲା - ଝାରସୁଗୁଡା – ଜାମଗା ମଧ୍ୟରେ ସଂଯୋଗ କରୁଥିବା ତୃତୀୟ ରେଳ ଲାଇନ୍ ଏବଂ ବିଛୁପାଲି - ଝାରତରଭା ମଧ୍ୟରେ ଏକ ନୂତନ ବ୍ରଡ-ଗଜ୍ ଲାଇନର ଲୋକାର୍ପଣ ରହିଛି ।ମେ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
May 17th, 08:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମେ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ ।ଭାରତ ଗୌରବ ପର୍ଯ୍ୟଟନ ଟ୍ରେନରେ ଗଙ୍ଗା ପୁଷ୍କରାଲା ଯାତ୍ରା ଦେଶରେ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ : ପ୍ରଧାନମନ୍ତ୍ରୀ
May 01st, 03:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଭାରତ ଗୌରବ ପର୍ଯ୍ୟଟନ ଟ୍ରେନରେ ଆରମ୍ଭ କରାଯାଇଥିବା ‘‘ଗଙ୍ଗା ପୁଷ୍କରାଲା ଯାତ୍ରା’’ ଦେଶରେ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ । ଏହି ଟ୍ରେନ ସିକନ୍ଦରାବାଦ ରେଳ ଷ୍ଟେସନରୁ ଆରମ୍ଭ ହୋଇଥିବା ବେଳେ ପୁରୀ, କାଶୀ ଏବଂ ଅଯୋଧ୍ୟା ଭଳି ଦେଶର ବିଭିନ୍ନ ଧାର୍ମିକ ସହରକୁ ଯାତ୍ରା କରିବ ।ଜଳ ସଞ୍ଚୟ ପାଇଁ ଆମକୁ ସମସ୍ତ ପ୍ରୟାସ କରିବାକୁ ପଡିବ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
March 27th, 11:00 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଗତ ସପ୍ତାହରେ ଆମେ ଏଭଳି ଗୋଟିଏ ଉପଲବ୍ଧି ହାସଲ କଲୁ, ଯାହା ଆମ ସମସ୍ତଙ୍କୁ ଗର୍ବରେ ପରିପୂର୍ଣ୍ଣ କରିଦେଲା । ଆପଣ ଶୁଣିଥିବେ ଯେ, ଭାରତ ଗତ ସପ୍ତାହରେ ୪୦୦ ବିଲିୟନ୍, ଅର୍ଥାତ, ୩୦ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି । ପ୍ରଥମ ଦୃଷ୍ଟିରେ ଏହା ଅର୍ଥନୀତି ସହ ଜଡ଼ିତ ଖବର ପରି ମନେହୁଏ, କିନ୍ତୁ ଏହା ଅର୍ଥନୀତିଠାରୁ ବଳି ଭାରତର ସାମର୍ଥ୍ୟ, ଭାରତର ଦକ୍ଷତା ସହ ଜଡ଼ିତ । ଏକଦା ଭାରତରୁ ରପ୍ତାନୀ କାରବାର ୧୦୦ ବିଲିୟନ, ଦେଢ଼ ଶହ ବିଲିୟନ ଆଉ ବେଳେବେଳେ ୨୦୦ ବିଲିୟନ ପର୍ଯ୍ୟନ୍ତ ହେଉଥିଲା । ଆଜି ଭାରତ ୪୦୦ ବିଲିୟନ ଡଲାର ଯାଏଁ ପହଂଚିଯାଇଛି । ଏହାର ଗୋଟିଏ ଅର୍ଥ ହେଲା ଯେ, ସାରା ବିଶ୍ୱରେ ଭାରତରେ ନିର୍ମିତ ଦ୍ରବ୍ୟଗୁଡ଼ିକର ଚାହିଦା ବଢ଼ିଚାଲିଛି । ଅନ୍ୟ ଅର୍ଥଟି ହେଲା, ଭାରତର ସପ୍ଲାଏ ଚେନ୍ ଦିନକୁ ଦିନ ଆହୁରି ସୁଦୃଢ଼ ହୋଇଚାଲିଛି ଏବଂ ଏହାର ଆଉ ଗୋଟିଏ ବହୁତ ବଡ଼ ବାର୍ତ୍ତା ମଧ୍ୟ ରହିଛି । ଦେଶ ସେତିକିବେଳ ବିରାଟ ପଦକ୍ଷେପ ଗ୍ରହଣ କରେ, ଯେତେବେଳେ ସଂକଳ୍ପ ସ୍ୱପ୍ନଠାରୁ ବିଶାଳ ହୋଇଥାଏ । ସେହି ସଂକଳ୍ପକୁ ନେଇ ଯେତେବେଳେ ରାତିଦିନ ନିଷ୍ଠାର ସହିତ ଉଦ୍ୟମ କରାଯାଇଥାଏ, ସେତେବେଳେ ସେହି ସଂକଳ୍ପ ସାକାର ମଧ୍ୟ ହୋଇଥାଏ । ଆପଣ ଲକ୍ଷ୍ୟ କରିଥିବେ ଯେ ବ୍ୟକ୍ତିର ଜୀବନରେ ମଧ୍ୟ ଏହାହିଁ ଘଟିଥାଏ । ଯଦି ଜଣକର ସଂକଳ୍ପ, ତା’ର ପ୍ରଚେଷ୍ଟା, ତା’ର ସ୍ୱପ୍ନ ଠାରୁ ବି ବଡ଼ ହୋଇଯାଏ, ତାହେଲେ ସଫଳତା ସ୍ୱୟଂ ତା’ ପାଖକୁ ଚାଲିଆସେ ।PM Narendra Modi visits Jagannath Temple in Puri, Odisha
February 07th, 01:31 pm