The spirit of Seva, Sangathan, and Samarpan defines Bihar’s BJP cadre: PM Modi during “Mera Booth Sabse Mazboot”
October 15th, 06:30 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.PM Modi interacts with BJP Karyakartas from Bihar under “Mera Booth Sabse Mazboot” campaign
October 15th, 06:00 pm
PM Modi interacted with dedicated BJP karyakartas from Bihar as part of the “Mera Booth Sabse Mazboot” initiative, reaffirming that the booth remains the foundation of the party’s success and the strength of democracy itself.ବିହାରର ପୁର୍ଣ୍ଣିୟାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 15th, 04:30 pm
ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ମଞ୍ଚରେ ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
September 15th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ ପୂର୍ଣ୍ଣିଆ ହେଉଛି ମା' ପୂର୍ଣ୍ଣ ଦେବୀ, ଭକ୍ତ ପ୍ରହଲ୍ଲାଦ ଏବଂ ମହର୍ଷି ମେହି ବାବାଙ୍କ ଭୂମି। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଏହି ମାଟି ଫଣୀଶ୍ୱରନାଥ ରେଣୁ ଏବଂ ସତୀନାଥ ଭାଦୁରିଙ୍କ ଭଳି ସାହିତ୍ୟିକ ବ୍ୟକ୍ତିମାନଙ୍କୁ ଜନ୍ମ ଦେଇଛି। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହା ବିନୋବା ଭାବେଙ୍କ ଭଳି ସମର୍ପିତ କର୍ମଯୋଗୀଙ୍କ କର୍ମଭୂମି ଏବଂ ଏହି ଭୂମି ପ୍ରତି ତାଙ୍କର ଗଭୀର ଶ୍ରଦ୍ଧା ପୁନଃପ୍ରକାଶ କରିଥିଲା।୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।RJD has given only two things to Bihar, Jungle Raj and Corruption: PM Modi in Gaya
April 16th, 10:30 am
Amidst the ongoing election campaigning, Prime Minister Narendra Modi addressed a public meeting in Gaya, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Gaya and Aurangabad have announced today – Phir Ek Baar, Modi Sarkar!”Our government has continuously worked to strengthen the Constitution and bring its spirit to every citizen: PM Modi in Purnea
April 16th, 10:30 am
Amidst the ongoing election campaigning, Prime Minister Narendra Modi addressed public meeting Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”PM Modi addresses public meetings in Gaya and Purnea, Bihar
April 16th, 10:00 am
Amidst the ongoing election campaigning, Prime Minister Narendra Modi addressed public meetings in Gaya and Purnea, Bihar. Seeing the massive crowd, PM Modi said, “This immense public support, your enthusiasm, clearly indicates - June 4, 400 Paar! Bihar has announced today – Phir Ek Baar, Modi Sarkar! This election is for 'Viksit Bharat' and 'Viksit Bihar'.”ବିହାରରେ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ଅବସରରେରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 21st, 12:13 pm
ବିହାରର ରାଜ୍ୟପାଳ ଶ୍ରୀ ଫାଗୁ ଚୌହାନ ମହୋଦୟ, ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନୀତିଶ କୁମାର ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବି ଶଙ୍କର ପ୍ରସାଦ ମହାଶୟ, ଶ୍ରୀ ବି.କେ ସିଂହ ମହାଶୟ, ଶ୍ରୀ ଆର.କେ ସିଂହ ମହାଶୟ, ବିହାରର ଉପ-ମୁଖ୍ୟମନ୍ତ୍ରୀ ଭାଇ ସୁଶୀଲ ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ବିହାରରେ 14 ହଜାର କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
September 21st, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 14 ହଜାର କୋଟି ଟଙ୍କା ବ୍ୟୟରେ ବିହାରର 9ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି । ଏହାଛଡା ରାଜ୍ୟର ସମସ୍ତ ଗ୍ରାମକୁ ଇଣ୍ଟରନେଟ ସେବା ଯୋଗାଇଦେବା ପାଇଁ ଅପ୍ଟିକାଲ ଫାଇବର ପଦ୍ଧତିର ମଧ୍ୟ ଉଦ୍ଘାଟନ କରିଛନ୍ତି ।ବିହାରରେ 14,000 କୋଟି ଟଙ୍କାରୁ ଅଧିକ 9ଟି ରାଜପଥ ପ୍ରକଳ୍ପର ଆଧାରଶିଳା ରଖିବେ ପ୍ରଧାନମନ୍ତ୍ର
September 19th, 05:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋମବାର, 21 ସେପ୍ଟେମ୍ବର 2020ରେ ଭିଡିଓ କନଫରେନ୍ସ ଜରିଆରେ ବିହାରରେ ନଅଟି ରାଜପଥ ପ୍ରକଳ୍ପ ପାଇଁ ଆଧାରଶିଳା ରଖିବେ।ବିହାରର ମୋକାମାଠାରେ ନମାମି ଗଙ୍ଗେ ଓ ଜାତୀୟ ରାଜପଥ ପ୍ରକଳ୍ପସମୂହର ଶିଳାନ୍ୟାସ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 14th, 02:17 pm
ସାରା ଦେଶ ଦିପାବଳୀ ପାଳନ ପାଇଁ ପ୍ରସ୍ତୁତି କରୁଛି । ଛଠ୍ ପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲୁ ରହିଛି । ଆପଣ ସମସ୍ତଙ୍କୁ ଦିପାବଳୀ ଆଉ ଛଠ୍ ପୂଜା ପାଇଁ ମୋ ତରଫରୁ ଆଗୁଆ ଶୁଭକାମନା ଦେଉଛି ଆଉ ଏହି ପବିତ୍ର ପର୍ବ ଅବସରରେ ପାଖାପାଖି ତିନି ଲକ୍ଷ ପଚସ୍ତରୀ ହଜାର କୋଟି କୋଟି ଟଙ୍କାର ବିକାଶର ଉପହାର ଆଜି ଏହି ବିହାର ମାଟିକୁ ମିଳୁଛି ।ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ, ମୋକାମାରେ ଆୟୋଜିତ ସାଧାରଣ ସଭାରେ ଉଦ୍ବୋଧନ
October 14th, 02:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମୋକାମାଠାରେ ନମାମି ଗଙ୍ଗେ କାର୍ଯ୍ୟକ୍ରମ ଅଧୀନରେ 4ଟି ସ୍ୱେରେଜ ପ୍ରକଳ୍ପ ଏବଂ 4ଟି ରାଜପଥ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ପାଇଁ ମୋଟ 3700 କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି ।ଆସନ୍ତାକାଲି ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 13th, 04:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 14, 2017ରେ ବିହାର ଗସ୍ତରେ ଯିବେ ।After elections, Bihar would celebrate Diwali twice -PM Modi at Parivatan rallies in Purnea, Forbesganj, Darbhanga
November 02nd, 02:39 pm
Only BJP can protect interests of women & children in Bihar: PM Modi in Purnea
November 02nd, 01:00 pm