ଉତ୍ତରକାଶୀର ଧରାଲିରେ ହୋଇଥିବା ଦୁଃଖଦ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
August 05th, 04:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରକାଶୀର ଧରାଲିରେ ଘଟିଥିବା ଦୁଃଖଦ ଘଟଣାରେ ପ୍ରଭାବିତ ଲୋକଙ୍କ ପ୍ରତି ସବବେଦନା ଜଣାଇଛନ୍ତି । ସେ ଏହି ଘଟଣାରେ ପ୍ରଭାବିତ ସମସ୍ତ ଲୋକଙ୍କ ମଙ୍ଗଳ କାମନା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ
July 14th, 07:08 pm
ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମି ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ଉତ୍ତରାଖଣ୍ଡର ଡେରାଡୁନରେ 38ତମ ଜାତୀୟ କ୍ରୀଡା ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 09:36 pm
ଦେବଭୂମି ଉତ୍ତରାଖଣ୍ଡର ରାଜ୍ୟପାଳ ଗୁରମିତ୍ ସିଂହ ଜୀ, ଯୁବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଜୀ, ମୋର ମନ୍ତ୍ରିମଣ୍ଡଳର ସହଯୋଗୀ ଅଜୟ ଟମ୍ଟା ଜୀ, ରକ୍ଷା ଖଡ଼ସେ ଜୀ, ଉତ୍ତରାଖଣ୍ଡ ବିଧାନସଭାର ବାଚସ୍ପତି ରିତୁ ଖଣ୍ଡୁରୀ ଜୀ, କ୍ରୀଡ଼ା ମନ୍ତ୍ରୀ ରେଖା ଆର୍ଯ୍ୟ ଜୀ, ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସଭାପତି କ୍ରିସ୍ ଜେନକିନ୍ସ ଜୀ, ଆଇଓଏର ସଭାପତି ପି।ଟି ଉଷା ଜୀ, ସାଂସଦ ମହେନ୍ଦ୍ର ଭଟ୍ଟ ଜୀ, ଜାତୀୟ କ୍ରୀଡ଼ାରେ ଭାଗ ନେବାକୁ ଆସିଥିବା ସମସ୍ତ ଖେଳାଳି ଏବଂ ଅନନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି!ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଯୁବକମାନଙ୍କ ଶକ୍ତିରେ ଉତ୍ତରାଖଣ୍ଡ ଆଜି ଉଜ୍ଜ୍ୱଳ ହୋଇଉଠିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାବା କେଦାରନାଥ, ବଦ୍ରିନାଥ ଏବଂ ମା’ ଗଙ୍ଗାଙ୍କ ଆଶୀର୍ବାଦରେ ଆଜି ୩୮ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେଉଛି। ଉତ୍ତରାଖଣ୍ଡ ଗଠନ ହେବାର ଏହା ୨୫ତମ ବର୍ଷ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ସମଗ୍ର ଦେଶର ଯୁବ କ୍ରୀଡ଼ାବିତମାନେ ଏହି ଯୁବ ରାଜ୍ୟରେ ନିଜର ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଏକ ସୁନ୍ଦର ଚିତ୍ର ପ୍ରଦର୍ଶିତ ହୋଇଛି। ଜାତୀୟ କ୍ରୀଡ଼ାର ଏହି ସଂସ୍କରଣରେ ଅନେକ ସ୍ଥାନୀୟ ଖେଳକୁ ସାମିଲ କରାଯାଇଛି ଏବଂ ଏହାର ବିଷୟବସ୍ତୁ ‘ସବୁଜ କ୍ରୀଡ଼ା’ ରଖାଯାଇଛି କାରଣ ଏଥିରେ ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯାଇଛି। ଏହି ବିଷୟବସ୍ତୁ ଉପରେ ବିସ୍ତୃତ ଭାବେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଇ-ବର୍ଜ୍ୟବସ୍ତୁରୁ ଟ୍ରଫି ଏବଂ ପଦକ ମଧ୍ୟ ପ୍ରସ୍ତୁତ କରାଯାଇଛି ଏବଂ ପ୍ରତ୍ୟେକ ପଦକ ବିଜେତାଙ୍କ ନାମରେ ଏକ ବୃକ୍ଷ ରୋପଣ କରାଯିବ, ଯାହା ଏକ ବଡ଼ ପଦକ୍ଷେପ। ଚମତ୍କାର ପ୍ରଦର୍ଶନ ପାଇଁ ସେ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଉତ୍ତରାଖଣ୍ଡ ସରକାର ଏବଂ ଜନସାଧାରଣଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
January 06th, 12:40 pm
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
October 08th, 06:35 pm
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜିପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
June 25th, 01:42 pm
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
December 02nd, 07:31 pm
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
July 04th, 08:03 pm
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁତୀର୍ଥସ୍ଥଳୀ ପରିଷ୍କାର ରଖିବା ପାଇଁ ଭକ୍ତମାନଙ୍କ ଆଗ୍ରହକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
May 30th, 08:30 pm
ପୂଜା ସ୍ଥଳୀଗୁଡିକୁ ପରିଷ୍କାର ରଖିବା ପାଇଁ ତୀର୍ଥଯାତ୍ରୀଙ୍କ ମଧ୍ୟରେ ବଢୁଥିବା ଆଗ୍ରହକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପୁଷ୍କର ସିଂହ ଧାମିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 23rd, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଶ୍ରୀ ପୁଷ୍କର ସିଂ ଧାମିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।୧୦୦% ପ୍ରଥମ ଡୋଜ କୋଭିଡ ଟିକାକରଣ ପାଇଁ ଦେବଭୂମି ବାସିନ୍ଦାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 18th, 03:00 pm
୧୮+ ବୟସ ବର୍ଗରେ ୧୦୦% ପ୍ରଥମ ଡୋଜ କୋଭିଡ-୧୯ ଟିକାକରଣ ପାଇଁ ଦେବଭୂମି ବାସିନ୍ଦାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଦେଶର କୋଭିଡ-୧୯ ବିରୋଧୀ ଲଢେଇରେ ଉତ୍ତରାଖଣ୍ଡର ଏହି ସଫଳତା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି ।ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
July 04th, 07:09 pm
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।