ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

June 28th, 11:19 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି. ନରସିଂହ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବରରେ ସେ ଦେଶର ଅର୍ଥନୈତିକ ଏବଂ ରାଜନୈତିକ ପରିବର୍ତ୍ତନର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ଭାରତର ବିକାଶ ପଥ ଗଠନ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ମରଣ କରିଛନ୍ତି ।

Dr. Manmohan Singh will always be remembered as a kind person, a learned economist and a leader dedicated to reforms: PM

December 27th, 11:41 am

Prime Minister Narendra Modi expressed grief over the demise of former Prime Minister Dr. Manmohan Singh, calling it an immense loss for the nation. He remembered Dr. Singh as a kind-hearted inpidual, a distinguished economist and a leader dedicated to reforms.

ପୂର୍ବ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ନିଧନରେ ପ୍ରଧାନମନ୍ତ୍ରୀଙ୍କ ଶୋକ

December 27th, 11:37 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରୁ ଏକ ଭିଡିଓ ବାର୍ତ୍ତାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଡ. ସିଂହଙ୍କ ବିୟୋଗ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି । ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବା ଏକ ସାଧାରଣ ଉପଲବ୍ଧି ନୁହେଁ ଏବଂ ବିଭାଜନ ସମୟରେ ଭାରତ ଆସିବା ପରେ ଅନେକ କିଛି ହରାଇବା ସତ୍ତ୍ୱେ ଡ. ସିଂହ ଜଣେ ସଫଳ ବ୍ୟକ୍ତିତ୍ୱ ଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଡ. ସିଂହଙ୍କ ଜୀବନ ଭବିଷ୍ୟତ ପିଢ଼ିକୁ କିପରି ପ୍ରତିକୂଳ ପରିସ୍ଥିତିରୁ ଉପରକୁ ଉଠିବା ଏବଂ ସଫଳତାର ସୁଦୀର୍ଘ ଉଚ୍ଚତା ହାସଲ କରିହୁଏ ତାହା ଶିକ୍ଷା ଦେଉଛି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

June 28th, 12:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ତାଙ୍କର ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

PM Modi addresses tremendous public rallies in election-bound Telangana’s Mahabubabad & Karimnagar

November 27th, 12:39 pm

Ahead of PM Modi’s relentless election campaign in poll-bound Telangana, he addressed tremendous public rallies in Mahabubabad and Karimnagar. He said, “The people of Telangana are determined to oust the BRS Government and vote the BJP to power.” He added that both BRS-Congress have led Telangana to the path of destruction. He iterated, “It is BJP’s promise that once voted to power, Telangana will have a CM from the OBC community.”

ଶ୍ରୀ ପିଭି ନରସିଂହ ରାଓଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

June 28th, 09:36 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ନରସିଂହ ରାଓଙ୍କୁ ତାଙ୍କ ଜନ୍ମ ବାର୍ଷିକୀ ଅବସରରେ ସ୍ମରଣ କରିଛନ୍ତି ।

ପିଭି ନରସିଂହ ରାଓଙ୍କ ଅବଦାନକୁ ତାଙ୍କ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ

June 28th, 02:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି ନରସିଂହ ରାଓଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପିଭି ନରସିଂହ ରାଓଙ୍କ 100ତମ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

June 28th, 09:25 am

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପିଭି ନରସିଂହ ରାଓ ଜୀଙ୍କ 100ତମ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଜନ୍ମ ବାର୍ଷିକୀରେ ପି.ଭି.ନରସିଂହ ରାଓଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

June 28th, 09:36 am

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି.ନରସିଂହ ରାଓଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ମରଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

June 28th, 12:36 pm

ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ,''ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ପ୍ରଣାମ । ଶ୍ରୀ ରାଓଙ୍କୁ ରାଜନେତା ଭାବେ ବ୍ୟାପକ ଭାବେ ସମ୍ମାନିତ କରାଯାଉଛି ,ଯିଏ ଭାରତ ଇତିହାସର ଗୁରୁତ୍ୱପୂର୍ଣ୍ଣ ଅବଧିରେ ମୂଲ୍ୟବାନ ନେତୃତ୍ୱ ପ୍ରଦାନ କରିଥିଲେ । ଅଧିକ ଜ୍ଞାନରେ ପରିପୂର୍ଣ୍ଣ ଥିଲେ ,ସେ ଏକ ବିଶିଷ୍ଟ ବିଦ୍ୱାନ ଭାବେ ମଧ୍ୟ ନିଜର ପରିଚୟ ସୃଷ୍ଟି କରିଥିଲେ ।''

PM pays tributes to former Prime Minister of India, Shri PV Narasimha Rao, on his birth anniversary

June 28th, 09:27 am