Japan's expertise and investment combine with India's speed and scale, benefiting the entire world: PM Modi at India-Japan Joint Economic Forum
July 02nd, 03:35 pm
Addressing the India-Japan Joint Economic Forum, PM Modi congratulated Japanese companies on becoming part of the India-Japan success story. He noted that the PMO will organise a dedicated Japan Business Week, with senior PMO officials engaging with them to further improve Ease of Doing Business. He called upon business leaders to ensure that Japanese investment in India surpasses the target of 10 trillion yen over the next decade.PM marks 11 years of Digital India, says initiative strengthened the foundation of a Viksit Bharat
July 01st, 12:04 pm
Marking 11 years of Digital Bharat, PM Modi highlighted how the initiative has transformed governance, empowered citizens and made technology a key driver of ease of living. He noted that Digital India has strengthened innovation, expanded opportunities across sectors and laid a strong foundation for a developed and self-reliant India.List of Outcomes during the visit of Hon’ble Prime Minister to Slovakia
June 15th, 05:17 pm
During PM Modi’s historic visit to Slovakia, India and Slovakia elevated their relationship to a Comprehensive Partnership and announced a wide-ranging set of outcomes across defence, digital technology, higher education, research, labour mobility, quantum communication, healthcare, tourism and culture. The two sides also agreed to establish a Joint Working Group on Counter Terrorism and a Consular Dialogue.ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
May 20th, 05:00 pm
ରୋମ ବିଶ୍ୱସ୍ତରରେ 'ଶାଶ୍ୱତ ନଗରୀ ' ଭାବରେ ଜଣାଶୁଣା। ଭାରତରେ, ମୋର ଲୋକସଭା ନିର୍ବାଚନମଣ୍ଡଳୀ କାଶୀକୁ ମଧ୍ୟ ଏକ ପ୍ରାଚୀନ ଏବଂ ଶାଶ୍ୱତ ନଗର ଭାବରେ ବିବେଚନା କରାଯାଏ। ଯେତେବେଳେ ଦୁଇଟି ସଭ୍ୟତା ଏକାଠି ହୁଅନ୍ତି, ସେତେବେଳେ ଆଲୋଚନା କେବଳ କାର୍ଯ୍ୟସୂଚୀରେ ସୀମିତ ହୋଇ ରହେ ନାହିଁ; ବରଂ, ଏଥିରେ ଇତିହାସର ଗଭୀରତା, ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଏବଂ ବନ୍ଧୁତାର ସହଜତା - ଏ ତିନୋଟି ଏକାସାଥିରେ ପ୍ରତିଫଳିତ ହୁଏ।Let us together make the India-Austria partnership innovation-centric and future-ready: PM Modi at the India-Austria Joint Press Meet
April 16th, 11:55 am
In his address at the India-Austria Joint Press Meet, PM Modi said that Chancellor Stocker’s visit marks the beginning of a new era in India-Austria relations. Highlighting the partnership in infrastructure, innovation and sustainability, he noted that the visit will inject fresh momentum into trade and investment. He reiterated that military conflict cannot provide solutions to problems, whether in Ukraine or West Asia.ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:47 pm
ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 12th, 08:30 pm
ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।କାନାଡା ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 02nd, 11:40 am
ଗତବର୍ଷ କାନାଡାରେ ଅନୁଷ୍ଠିତ ଜି୭ ବୈଠକରେ ସେ ମୋତେ ଓ ମୋର ପ୍ରତିନିଧିମଣ୍ଡଳକୁ ଭବ୍ୟ ସ୍ୱାଗତ କରିଥିଲେ। ଆଜି ସେହି ଆତ୍ମୀୟତା ସହିତ ତାଙ୍କୁ ସ୍ୱାଗତ କରିବା ମୋ ପାଇଁ ସୌଭାଗ୍ୟର ବିଷୟ। ବିଶ୍ୱରେ ବହୁତ କମ୍ ଲୋକ ଅଛନ୍ତି ଯାହାଙ୍କ ଜୀବନ ସାରଣୀରେ ଦୁଇଟି ଦେଶର କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ନେତୃତ୍ୱ ଅନ୍ତର୍ଭୁକ୍ତ।Prime Minister meets with Prime Minister of Israel
February 26th, 08:56 pm
In Jerusalem, Prime Ministers Narendra Modi and Benjamin Netanyahu engaged in comprehensive discussions covering the entire gamut of the India-Israel partnership. Reflecting the deep trust and friendship between the two countries, the leaders decided to elevate the bilateral relationship to a Special Strategic Partnership for Peace, Innovation and Prosperity. The two leaders also discussed regional and global issues of mutual interest.ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 26th, 03:30 pm
ନଅ ବର୍ଷ ପୂର୍ବେ, ମୋତେ ଇସ୍ରାଏଲକୁ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଗସ୍ତ କରିବାର ସୌଭାଗ୍ୟ ମିଳିଥିଲା। ପୁଣିଥରେ ଇସ୍ରାଏଲ୍ର ଐତିହାସିକ ଭୂମିରେ ପଦାର୍ପଣ କରିବା ମୋ ପାଇଁ ଏକ ଗର୍ବ ଏବଂ ଭାବପ୍ରବଣ ମୁହୂର୍ତ୍ତ ଅଟେ।Prime Minister visits Tech Exhibition in Jerusalem
February 26th, 10:37 am
PM Modi and Israel PM Benjamin Netanyahu visited an exhibition showcasing pioneering Israeli innovations across several sectors on February 25, 2026. During his interaction with the innovators, the PM noted that the cutting-edge technologies on display hold immense potential to scale up India-Israel innovation, start-ups and business partnerships, especially in areas such as agriculture, water management, healthcare and digital services.Visit of H.E. Mr. Dick Schoof, Prime Minister of the Netherlands, to India
February 19th, 08:47 pm
PM Modi held a bilateral meeting with H.E. Mr. Dick Schoof, Prime Minister of the Netherlands. Prime Minister Schoof underscored the importance of the Summit and expressed confidence that the Summit Declaration will steer future policy discussions. Reviewing the bilateral relationship, both leaders welcomed the steady progress in the India-Netherlands partnership.India-France Year of Innovation is our shared commitment to innovate and lead: PM Modi at the India-France Innovation Forum
February 18th, 12:07 pm
In his address at the India-France Innovation Forum in Mumbai, PM Modi said that he and President Macron have decided to celebrate 2026 as the India-France Year of Innovation. Highlighting the government’s achievements in innovation over the past decade, he urged industry leaders to join the Atal Innovation Mission. He called on everyone to join hands with India to build a future where technology serves humanity and progress is inclusive.No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।Our relationship carries the permanence of platinum and the shine of silver: PM Modi at India-Germany CEOs Forum
January 12th, 01:35 pm
Addressing the India-Germany CEOs Forum, PM Modi remarked that the partnership between the two countries is a seamless one, built on shared values and mutual trust. The PM highlighted several important decisions taken, such as deeper cooperation in strategic sectors, critical and emerging technologies, and AI. He invited German precision and innovation to connect with India’s scale and speed.ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 23rd, 10:10 pm
ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 23rd, 05:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।ଜି-୭ ପରିପ୍ରେକ୍ଷୀରେ ମେକ୍ସିକୋ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତ
June 17th, 11:54 pm
କାନାଡ଼ାର କାନନାସକିସରେ ଜି-୭ ବୈଠକ ପରିପ୍ରେକ୍ଷୀରେ ମେକ୍ସିକୋ ରାଷ୍ଟ୍ରପତି କ୍ଲାଉଡିଆ ସେନବମ ପର୍ଦ୍ଦୋଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାକ୍ଷାତ କରିଛନ୍ତି । ଏହା ହେଉଛି ଏହି ଦୁଇ ଦେଶ ନେତାଙ୍କର ପ୍ରଥମ ସାକ୍ଷାତ । ଐତିହାସିକ ବିପୁଳ ବିଜୟ ଲାଗି ମେକ୍ସିକୋ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜ୍ଞାପନ କରିଛନ୍ତି ।