In the past 10 years, India has moved beyond incremental change to witness impactful transformation: PM Modi on Civil Services Day

April 21st, 11:30 am

PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.

୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

April 21st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

The foundation of India - France friendship is based on the spirit of deep trust, innovation, & public welfare: PM at India-France CEO Forum, Paris

February 12th, 12:45 am

Giving a boost to business ties between India and France, PM Modi and President Macron attended the CEO Forum in Paris. The PM highlighted India's rise as a global economic powerhouse fueled by stability, reforms and innovation.

PM Modi attends the CEOs Roundtable

September 23rd, 06:20 am

PM Modi interacted with technology industry leaders in New York. The PM highlighted the economic transformation happening in India, particularly in electronics and information technology manufacturing, semiconductors, biotech and green development. The CEOs expressed their strong interest in investing and collaborating with India.

ନୋବେଲ ବିଜେତା ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 10th, 09:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୋବେଲ ବିଜେତା ତଥା ଅଷ୍ଟ୍ରିଆର ପ୍ରସିଦ୍ଧ ପଦାର୍ଥ ବିଜ୍ଞାନୀ ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ସାକ୍ଷାତ କରିଛନ୍ତି । ଶ୍ରୀ ଜେଲିଙ୍ଗର କ୍ୱାଣ୍ଟମ ମେକାନିକ୍ସ ଉପରେ ତାଙ୍କ କାର୍ଯ୍ୟ ପାଇଁ ପ୍ରସିଦ୍ଧ ଏବଂ ୨୦୨୨ ରେ ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ପାଇଥିଲେ ।