୮ ମାର୍ଚ୍ଚରେ ଦିଲ୍ଲୀରେ ପ୍ରାୟ ୩୩,୫୦୦ କୋଟିର ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
March 06th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୮ ମାର୍ଚ୍ଚ ଦିନ ୧୨ଟା ସମୟରେ ଦିଲ୍ଲୀରେ ପ୍ରାୟ ୩୩,୫୦୦ କୋଟି ଟଙ୍କାର ବିଭିନ୍ନ ବିକାଶ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ । ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ । କାର୍ଯ୍ୟକ୍ରମ ପୂର୍ବରୁ, ପ୍ରଧାନମନ୍ତ୍ରୀ ସରୋଜିନୀ ନଗର ସ୍ଥିତ ଜିପିଆର୍ଏ ଟାଇପ୍-୫ କ୍ୱାର୍ଟର୍ସ ପରିଦର୍ଶନ କରି ମହିଳା ଆବଣ୍ଟିତମାନଙ୍କୁ ଚାବି ପ୍ରଦାନ କରିବେ ।Cabinet approves three new corridors as part of Delhi Metro’s Phase V (A) Project
December 24th, 03:25 pm
The Union Cabinet approved three new corridors - 1. R.K Ashram Marg to Indraprastha (9.913 Kms), 2. Aerocity to IGD Airport T-1 (2.263 kms) 3. Tughlakabad to Kalindi Kunj (3.9 kms) as part of Delhi Metro’s Phase – V(A) project consisting of 16.076 kms which will further enhance connectivity within the national capital. Total project cost of Delhi Metro’s Phase – V(A) project is Rs.12014.91 crore, which will be sourced from Government of India, Government of Delhi, and international funding agencies.