ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ
April 02nd, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ରାଜ୍ୟପାଳ ଶ୍ରୀ ଆର.ଏନ.ରବି ଭେଟିଛନ୍ତି ।Our collective goal is a developed Tamil Nadu for developed India: PM Modi in Madurai
March 01st, 03:30 pm
PM Modi launched multiple development projects in Madurai, Tamil Nadu, aimed at transforming connectivity, boosting the economy and creating significant job opportunities for youth. In his speech, he highlighted 9 Vande Bharat trains, 9 Amrit Bharat trains, and the renovation of railway stations serving the people of Tamil Nadu. The PM also inaugurated Akashvani’s new FM relay transmitters.ମଦୁରାଇରେ ୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 01st, 03:00 pm
୦୧.୦୩.୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ମଦୁରାଇରେ ୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପବିତ୍ର ନଗରୀ ମଦୁରାଇରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ତାମିଲନାଡୁର ବିକାଶ ଯାତ୍ରାରେ ଏକ ଗର୍ବର ଅଧ୍ୟାୟ। ଏହି ପ୍ରକଳ୍ପଗୁଡ଼ିକ ସଂଯୋଗୀକରଣକୁ ପରିବର୍ତ୍ତନ କରିବା, ଅର୍ଥନୀତିକୁ ପ୍ରୋତ୍ସାହିତ କରିବା ଏବଂ ଯୁବକମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ରାଜ୍ୟର ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ପରିବର୍ତ୍ତନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଉଚ୍ଚମାନର ଭିତ୍ତିଭୂମି ନିର୍ମାଣ ମୌଳିକ ଭାବରେ ଲୋକଙ୍କୁ ସଶକ୍ତ କରିବ। ଏହି ବିକାଶର ଅର୍ଥ ହେଉଛି କୃଷକମାନଙ୍କ ପାଇଁ ବଜାରରେ ପହଞ୍ଚିବା ପାଇଁ ଉତ୍ତମ ରାସ୍ତା, ତୀର୍ଥଯାତ୍ରୀ ଏବଂ ପର୍ଯ୍ୟଟକଙ୍କ ପାଇଁ ସହଜ ଯାତ୍ରା ଏବଂ ବ୍ୟବସାୟ ପାଇଁ ଦ୍ରୁତ ପରିବହନ, ଶ୍ରୀ ମୋଦୀ ଆଲୋକପାତ କରିଥିଲେ।Governor of Tamil Nadu meets Prime Minister
December 24th, 12:38 pm
Governor of Tamil Nadu, Shri R. N. Ravi, met Prime Minister, Shri Narendra Modi today in New Delhi.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁ ରାଜ୍ୟପାଳ
July 16th, 12:48 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର୍. ଏନ୍. ରବି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।