Prime Minister congratulates Praggnanandhaa on his remarkable feat
June 06th, 02:16 pm
Prime Minister Shri Narendra Modi today congratulated Praggnanandhaa for his remarkable feat. The Prime Minister noted that this is indeed an incredible milestone that highlights his continued excellence. Shri Modi also extended his best wishes to him for his future endeavours.ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 19th, 06:33 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 19th, 06:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।ପ୍ରଧାନମନ୍ତ୍ରୀ ଚେସ୍ ଗ୍ରାଣ୍ଡମାଷ୍ଟର ପ୍ରଗନ୍ନାନନ୍ଦ ଏବଂ ତାଙ୍କ ପରିବାରଙ୍କୁ ଭେଟିଛନ୍ତି
August 31st, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭ ଏଲ୍କେଏମ୍ରେ ଚେସ ଗ୍ରାଣ୍ଡମାଷ୍ଟର ପ୍ରଗନ୍ନାନନ୍ଦ ଏବଂ ତାଙ୍କ ପରିବାରଙ୍କୁ ଭେଟିଥିଲେ ।ଫିଡେ ବିଶ୍ୱକପରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପ୍ରଜ୍ଞାନନ୍ଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
August 24th, 07:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଡେ ବିଶ୍ୱକପରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଚେସ୍ ଗ୍ରାଣ୍ଡମାଷ୍ଟର ଆର୍. ପ୍ରଜ୍ଞାନନ୍ଦଙ୍କୁ ପ୍ରଶଂସା କରିଛନ୍ତି ।