ପଶ୍ଚିମ ଏସିଆ ସଂଘର୍ଷ ପରିପ୍ରେକ୍ଷୀରେ ନିଆଯାଉଥିବା ପଦକ୍ଷେପର ସମୀକ୍ଷା ନିମନ୍ତେ ଆୟୋଜିତ ସିସିଏସ୍ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
April 01st, 10:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭ ଲୋକ କଲ୍ୟାଣ ମାର୍ଗରେ ନିରାପତ୍ତା ସମ୍ପର୍କିତ କ୍ୟାବିନେଟ କମିଟି (ସିସିଏସ୍)ର ଏକ ସ୍ୱତନ୍ତ୍ର ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ସେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ପରିପ୍ରେକ୍ଷୀରେ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗ ଦ୍ୱାରା ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା କରିବା ଏବଂ ନିଆଯିବାକୁ ଥିବା ଅନ୍ୟ ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ। ଏହା ଏହି ପ୍ରସଙ୍ଗରେ ଦ୍ୱିତୀୟ ସ୍ୱତନ୍ତ୍ର ସିସିଏସ୍ ବୈଠକ ଥିଲା।2025-26 ଆର୍ଥିକ ବର୍ଷ ଲାଗି ଫସଫେଟ ଓ ପଟାସ ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡିକୁ କ୍ୟାବିନେଟ୍ ମଞ୍ଜୁରି
October 28th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ଦର ସ୍ଥିର କରିବା ଲାଗି ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରବି ଋତୁ 2025-26 (01.10.2025 ରୁ 31.03.2026) ପାଇଁ ଏହି ସବସିଡି ଲାଗୁ ହେବ। ରବି ଋତୁ 2025-26 ପାଇଁ ଅସ୍ଥାୟୀ ବଜେଟ୍ ଆବଶ୍ୟକତା ପାଖାପାଖି 37,952.29 କୋଟି ଟଙ୍କା ହେବ। । ଏହା ଖରିଫ ଋତୁ 2025 ପାଇଁ ବଜେଟ ଆବଶ୍ୟକତା ଠାରୁ 736 କୋଟି ଟଙ୍କା ଅଧିକ।Cabinet approves Minimum Support Prices (MSP) for Rabi Crops for Marketing Season 2026-27
October 01st, 03:31 pm
The Cabinet Committee on Economic Affairs (CCEA) chaired by PM Modi, has approved the increase in the Minimum Support Prices (MSP) for all mandated Rabi Crops for Marketing Season 2026-27. In line with the Union Budget 2018-19, this increase will ensure remunerative prices to the farmers and incentivise crop persification.Our government is working with full strength to transform the lives of farmers: PM Modi in Varanasi
August 02nd, 11:30 am
In his address while launching multiple development works in Varanasi, PM Modi said that this was his first visit to the holy city following Operation Sindoor. He asserted that during Operation Sindoor, the world witnessed the Rudra form of India. The PM announced that ₹21,000 crore had been transferred to the bank accounts of 10 crore farmers across the country under the PM-Kisan Samman Nidhi scheme.ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଶ୍ରାବଣ ମାସରେ ବାରାଣସୀର ପରିବାର ସହ ସାକ୍ଷାତ କରି ତାଙ୍କର ହୃଦୟସ୍ପର୍ଶୀ ଭାବନା ପ୍ରକାଶ କରିଛନ୍ତି । ବାରାଣସୀର ଲୋକଙ୍କ ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କକୁ ଉଲ୍ଲେଖ କରି ଶ୍ରୀ ମୋଦୀ ସହରର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ତାଙ୍କର ସୌହାର୍ଦ୍ଦ୍ୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଶ୍ରାବଣ ମାସରେ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଶବ୍ୟାପୀ କୃଷକମାନଙ୍କ ସହିତ ସଂଯୋଗ ସ୍ଥାପନ କରି ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଛନ୍ତି ।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 01:00 pm
ବଜେଟ୍ ପରେ, ବଜେଟ୍ ସମ୍ବନ୍ଧୀୟ ୱେବିନାରରେ ଆପଣ ସମସ୍ତଙ୍କର ଉପସ୍ଥିତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ଆପଣ ସମସ୍ତଙ୍କୁ ଧନ୍ୟବାଦ।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 01st, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କୃଷି ଓ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ବଜେଟ୍ ପରବର୍ତ୍ତୀ ୱେବିନାରରେ ଅଂଶଗ୍ରହଣର ବିଶେଷତ୍ୱ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ଏବଂ ଆଲୋକପାତ କରିଥିଲେ ଯେ ଚଳିତ ବର୍ଷର ବଜେଟ୍ ହେଉଛି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍, ଯାହା ନୀତିର ନିରନ୍ତରତା ଏବଂ ବିକଶିତ ଭାରତ ପାଇଁ ଦୃଷ୍ଟିକୋଣର ନୂତନ ସମ୍ପ୍ରସାରଣକୁ ପ୍ରତିଫଳିତ କରୁଛି । ବଜେଟ ପୂର୍ବରୁ ସମସ୍ତ ଅଂଶୀଦାରଙ୍କଠାରୁ ମିଳିଥିବା ମୂଲ୍ୟବାନ ସୂଚନା ଏବଂ ପରାମର୍ଶକୁ ସେ ସ୍ୱୀକାର କରିଥିଲେ, ଯାହା ଅତ୍ୟନ୍ତ ଉପଯୋଗୀ ହୋଇଛି । ଏହି ବଜେଟକୁ ଅଧିକ ପ୍ରଭାବଶାଳୀ କରିବାରେ ଅଂଶୀଦାରଙ୍କ ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ ।ଡିଏପି ଉପରେ ଏକକାଳୀନ ସ୍ୱତନ୍ତ୍ର ପ୍ୟାକେଜକୁ ଏନବିଏସ୍ ସବସିଡି ଅତିରିକ୍ତ ୧ ଜାନୁଆରୀ ୨୦୨୫ଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ କ୍ୟାବିନେଟ ଅନୁମୋଦନ
January 01st, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଡାଇ ଆମୋନିୟମ ଫସଫେଟ୍ (ଡିଏପି) ସାର ଉପରେ ସବସିଡି ଯୋଗାଇ ଦେବା ଲାଗି ଏକକାଳୀନ ସ୍ବତନ୍ତ୍ର ପ୍ୟାକେଜକୁ ସମ୍ପ୍ରସାରଣ କରିଛନ୍ତି। ଏନବିଏସ ସବସିଡି ଅତିରିକ୍ତ ଡିଏପି ଉପରେ ମେଟ୍ରିକ ଟନ୍ ପିଛା ୩,୫୦୦ ଟଙ୍କାର ସବସିଡି ଯୋଗାଇ ଦିଆଯିବ ଏବଂ କ୍ୟାବିନେଟର ଏହି ନିଷ୍ପତ୍ତି ୧ ଜାନୁଆରୀ ୨୦୨୫ଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଲାଗୁ ରହିବ । ସାର ବିଭାଗର ଏ ସଂକ୍ରାନ୍ତ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିବା ପରେ ଚାଷୀମାନଙ୍କୁ ସୁଲଭ ଦରରେ ନିରନ୍ତର ଭାବେ ଡିଏପି ସାର ଉପଲବ୍ଧ ହୋଇପାରିବ। ଉପରୋକ୍ତ ପାଇଁ ଆନୁମାନିକ ବଜେଟ୍ ଆବଶ୍ୟକତା ପାଖାପାଖି ୩,୮୫୦ କୋଟି ଟଙ୍କା ପର୍ଯ୍ୟନ୍ତ ହେବ।ହରିୟାଣାର ପାନିପତଠାରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 05:54 pm
ହରିୟାଣାର ରାଜ୍ୟପାଳ ବଣ୍ଡାରୁ ଦତ୍ତାତ୍ରେୟ ଜୀ, ହରିୟାଣାର ଲୋକପ୍ରିୟ ଏବଂ ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ନିର୍ମଳା ସୀତାରମଣଜୀ ଏବଂ ଏହି ରାଜ୍ୟର ସନ୍ତାନ ଏବଂ ଏହି ସ୍ଥାନର ସାଂସଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ସରକାରରେ ମୋର ସାଥି, ଶ୍ରୀ ମନୋହର ଲାଲ ଜୀ, ଶ୍ରୀ କୃଷ୍ଣପାଲ ଜୀ, ହରିୟାଣା ସରକାରଙ୍କ ମନ୍ତ୍ରୀ ଶ୍ରୁତି ଜୀ, ଆରତୀ ଜୀ, ସାଂସଦ, ବିଧାୟକଗଣ... ଦେଶର ଅନେକ ଏଲଆଇସି କେନ୍ଦ୍ର ସହ ଜଡିତ ସମସ୍ତ ସହକର୍ମୀ ଏବଂ ପ୍ରିୟ ଭାଇ ଓ ଭଉଣୀ।ଏଲଆଇସିର ବୀମା ସଖୀ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ପାନିପତଠାରେ ମହିଳା ସଶକ୍ତିକରଣ ଏବଂ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ଜୀବନ ବୀମା ନିଗମର 'ବୀମା ସଖୀ ଯୋଜନା'ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ କର୍ନାଲସ୍ଥିତ ମହାରାଣା ପ୍ରତାପ ଉଦ୍ୟାନ କୃଷି ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସର ଶିଳାନ୍ୟାସ କରିଥିଲେ। ସଭାକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଭାରତ ମହିଳା ସଶକ୍ତିକରଣ ଦିଗରେ ଆଉ ଏକ ଦୃଢ଼ ପଦକ୍ଷେପ ନେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜି ମାସର ନବମ ଦିନ ବିଶେଷ ଥିଲା କାରଣ ଆମ ଶାସ୍ତ୍ରରେ ୯ ନମ୍ବର କୁ ଶୁଭ ବୋଲି ବିବେଚନା କରାଯାଇଥିଲା ଏବଂ ନବରାତ୍ରୀରେ ପୂଜା କରାଯାଉଥିବା ନବ ଦୁର୍ଗାଙ୍କ ନଅଟି ରୂପ ସହିତ ଜଡିତ ଥିଲା । ଆଜି ନାରୀ ଶକ୍ତିର ଆରାଧନାର ଦିନ ବୋଲି ସେ କହିଥିଲେ।ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”PM Modi addresses public meetings in Dhule & Nashik, Maharashtra
November 08th, 12:00 pm
A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.For the BJP, the aspirations and pride of tribal communities have always been paramount: PM Modi in Chaibasa
November 04th, 12:00 pm
PM Modi addressed a massive election rally in Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”୨୦୨୫-୨୬ ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ୍ ଅନୁମୋଦନ
October 16th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ୨୦୨୫-୨୬ ବିପଣନ ଋତୁ ପାଇଁ ରବି ଫସଲ ଲାଗି ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି।Congress is such a selfish party that it sees nothing beyond votes: PM Modi in Hisar
September 28th, 07:51 pm
Prime Minister Narendra Modi addressed the massive gathering at Hisar in Haryana emphasizing the state’s remarkable progress under BJP’s governance. The Prime Minister paid homage to Haryana’s rich history and culture, acknowledging Agroha Dham, Guru Jambheshwar, Khatu Shyam Ji, and Mata Bhanbhori Bhramari Devi. He also highlighted the sacrifices made by the Bishnoi community in protecting nature, describing Haryana as a region known for its patriotism and commitment to the environment.PM Modi addresses public meeting in Hisar, Haryana
September 28th, 03:15 pm
Prime Minister Narendra Modi addressed the massive gathering at Hisar in Haryana emphasizing the state’s remarkable progress under BJP’s governance. The Prime Minister paid homage to Haryana’s rich history and culture, acknowledging Agroha Dham, Guru Jambheshwar, Khatu Shyam Ji, and Mata Bhanbhori Bhramari Devi. He also highlighted the sacrifices made by the Bishnoi community in protecting nature, describing Haryana as a region known for its patriotism and commitment to the environment.