Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।କଂଗ୍ରେସ ଓ ଜେଏମଏମ ବିକାଶର ମୌଳିକ କଥା ମଧ୍ୟ ବୁଝିପାରୁନାହାନ୍ତି: ଜାମସେଦପୁରରେ ପ୍ରଧାନମନ୍ତ୍ରୀ ମୋଦୀ
May 19th, 11:20 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମସେଦପୁରରେ ଏକ ଗତିଶୀଳ ଜନସଭାକୁ ସମ୍ବୋଧିତ କରି ଆଗାମୀ ଲୋକସଭା ନିର୍ବାଚନର ମହତ୍ତ୍ୱ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ। ଉତ୍ସାହିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ଝାଡ଼ଖଣ୍ଡ ଏବଂ ଦେଶର ସାମଗ୍ରିକ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ ।ଝାଡ଼ଖଣ୍ଡର ଜାମସେଦପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 19th, 11:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମସେଦପୁରରେ ଏକ ଗତିଶୀଳ ଜନସଭାକୁ ସମ୍ବୋଧିତ କରି ଆଗାମୀ ଲୋକସଭା ନିର୍ବାଚନର ମହତ୍ତ୍ୱ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ। ଉତ୍ସାହିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ଝାଡ଼ଖଣ୍ଡ ଏବଂ ଦେଶର ସାମଗ୍ରିକ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ ।୨୦୨୩ ଏପ୍ରିଲରେ ରାଏବରେଲିର ମଡର୍ଣ୍ଣ ରେଳ କୋଚ କାରଖାନା ଦ୍ୱାରା ୧୦,୦୦୦ କୋଚ ନିର୍ମାଣର ନୂଆ ରେକର୍ଡକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
May 05th, 11:15 am
ରାଏବରେଲି ମଡର୍ଣ୍ଣ ରେଳ କୋଚ୍ ଫ୍ୟାକ୍ଟ୍ରି ପ୍ରତିଷ୍ଠା ହେବାପରଠାରୁ ୨୦୨୩ ଏପ୍ରିଲରେ ୧୦,୦୦୦ କୋଚ ନିର୍ମାଣ କରିବାର ରେକର୍ଡକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ରାଏବରେଲି ଏନଟିପିସି ପ୍ଳାଣ୍ଟ ଦୁର୍ଘଟଣା ପ୍ରଭାବିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା
November 02nd, 01:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ରାଏବରେଲିସ୍ଥିତ ଏନଟିପିସି ପ୍ଳାଣ୍ଟ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି । ଘୋଷଣା ଅନୁଯାୟୀ ପ୍ରତି ମୃତକଙ୍କ ପରିବାରର ନିକଟ ସମ୍ପର୍କୀୟଙ୍କୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।ରାଏବରେଲି ଏନଟିପିସି ପ୍ଳାଣ୍ଟରେ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
November 01st, 09:42 pm
ଉତ୍ତରପ୍ରଦେଶର ରାଏବରେଲିଠାରେ ଥିବା ଏନଟିପିସି ପ୍ଳାଣ୍ଟରେ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।