The restoration of Bengal's glory has begun: PM Modi in Tarakeswar during Paschimbanga Divas
June 20th, 05:13 pm
At Paschimbanga Divas in Hooghly, PM Modi extended his greetings to the people and launched development projects across key sectors. He also released the 23rd PM-KISAN instalment worth over ₹18,880 crore for more than 9.44 crore farmers. He paid tribute to Dr. Syama Prasad Mookerjee and highlighted Eastern India’s development under Mission Purvodaya.Prime Minister Shri Narendra Modi participates in Paschimbanga Divas celebrations in Hooghly, West Bengal
June 20th, 05:00 pm
At Paschimbanga Divas in Hooghly, PM Modi extended his greetings to the people and launched development projects across key sectors. He also released the 23rd PM-KISAN instalment worth over ₹18,880 crore for more than 9.44 crore farmers. He paid tribute to Dr. Syama Prasad Mookerjee and highlighted Eastern India’s development under Mission Purvodaya.ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଆଲୋଚନା
June 14th, 08:37 pm
ଦୁଇ ନେତା ଦ୍ୱିପାକ୍ଷିତ ସମ୍ପର୍କର ବିଭିନ୍ନ ଦିଗକୁ ନେଇ ବ୍ୟାପକ ଆଲୋଚନା କରିଥିଲେ । ସେମାନେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗର ଉକ୍ରୃଷ୍ଟ ଅଭିବୃଦ୍ଧି ଏବଂ ଗଭୀରତାରେ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ପ୍ରତିରକ୍ଷା ପ୍ଲାଟଫର୍ମ ଏବଂ ଉନ୍ନତ ପ୍ରଯୁକ୍ତିର ସହ-ଡିଜାଇନ, ସହ-ବିକାଶ ଏବଂ ସହ-ଉତ୍ପାଦନ ଉପରେ ଧ୍ୟାନ ଦେଇ ଏହାକୁ ଆହୁରି ତୀବ୍ର କରିବାକୁ ସହମତ ହୋଇଥିଲେ । ଉଭୟ ନେତା ମହାକାଶ କ୍ଷେତ୍ରରେ ସହଯୋଗର ସମୃଦ୍ଧ ଐତିହ୍ୟକୁ ଉଲ୍ଲେଖ କରିଥିଲେ ଏବଂ ମାନବ ମହାକାଶ ଉଡ଼ାଣ ଏବଂ ମହାକାଶ ପରିସ୍ଥିତିଗତ ସଚେତନତାରେ ସହଯୋଗକୁ ଆହୁରି ଆଗକୁ ବଢ଼ାଇବା ଉପରେ ଆଲୋଚନା କରିଥିଲେ । ସେମାନେ ମହାକାଶରେ ଘରୋଇ କ୍ଷେତ୍ର ସହଯୋଗକୁ ବିସ୍ତାର କରିବାର ଉପାୟ ଗୁଡ଼ିକ ଉପରେ ମଧ୍ୟ ଆଲୋଚନା କରିଥିଲେ । ବେସାମରିକ ପରମାଣୁ ଶକ୍ତିରେ, ସେମାନେ ଉଲ୍ଲେଖ କରିଥିଲେ ଯେ ଭାରତର ଶାନ୍ତି ଆଇନ କ୍ଷୁଦ୍ର ଉନ୍ନତ ମଡୁ୍ୟଲାର ରିଆକ୍ଟର ସମେତ ସହଯୋଗ ପାଇଁ ନୂତନ ସୁଯୋଗ ସୃଷ୍ଟି କରେ ।Visit of Prime Minister to France and Slovakia (June 13-18, 2026)
June 09th, 07:20 pm
PM Modi will visit France from 13-14 June 2026 and again from 16-19 June 2026. During his initial visit to France, he will hold discussions with President Emmanuel Macron and jointly inaugurate the 'Bharat Innovates' event. He will then visit Slovakia from 14-16 June 2026 to hold discussions with PM Robert Fico and meet President Peter Pellegrini. The PM will once again visit France to participate in the G7 Summit and the VivaTech Summit.Cabinet approves road upgradation projects in Madhya Pradesh worth Rs. 4,415.60 Crore
June 03rd, 03:29 pm
The Cabinet Committee on Economic Affairs, chaired by PM Modi, has approved upgradation of Hiwarkhedi-Roshni-Ashapur-Rudhy Section of NH-347B and widening of Deshgaon-Julwaniya Section of NH-347B in Madhya Pradesh at a cost of Rs.4,415.60 Crore. The upgraded corridor will enhance multi-modal integration by connecting with 6 PM Gati-Shakti Economic Nodes, 5 social nodes and 5 Logistic Nodes, thereby facilitating faster movement of goods and passengers across the region.ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।DMK’s policy is by the family, of the family and for the family: PM Modi in Coimbatore, Tamil Nadu
April 18th, 06:20 pm
Election, Coimbatore, Tamil Nadu, BJP, Lord Murugan, Puthandu, Nari Shakti Vandan Adhiniyam, Nari Shakti, Women Empowerment, Women's Reservation Bill, Parliament, Corruption, Highway, Roadways, Next Generation Infrastructure, Railway, Inclusive Growth, C. P. Radhakrishnan, Surya Ghar Muft Bijli Yojana, Rooftop Solar, Electricity for all, Investment, Jobs, Jal Jeevan Mission, MUDRA, Pradhan Mantri Ujjwala Yojana, Business, Income Tax, GST Bachat Utsav, Education, Healthcare, Ayushman Bharat Yojana, Jan Aushadhhi Kendra, Yuva Shakti, First Time Voters, Census, MSME, Economy, Natural Farming, Farmer Welfare, Innovation, Employment, Viksit Bharat Viksit Tamil Nadu,PM Modi’s fiery speech electrifies Coimbatore
April 18th, 06:00 pm
Prime Minister Narendra Modi today delivered a high-energy and politically charged address in Coimbatore, Tamil Nadu, drawing an enthusiastic response from the public. Addressing a large gathering, Prime Minister Modi said the people of Tamil Nadu are sending a clear message ahead of the upcoming polls: “NDA is in, DMK is out.”Gujarat’s biggest strength is that it has kept development moving continuously for the past 25 years: PM Modi in Vav-Tharad
March 31st, 05:00 pm
PM Modi launched and dedicated multiple development projects in Vav-Tharad, Gujarat, worth nearly ₹20,000 crore. Addressing a large gathering, he highlighted initiatives across roads, railways, power, water supply, urban development, healthcare and tourism aimed at boosting connectivity, improving public services and accelerating socio-economic growth in the region while strengthening the vision of a Viksit Bharat.ଗୁଜରାଟର ବାଭ-ଥରାଦରେ ₹ ୨୦୦୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବନସକାଣ୍ଠା ଜିଲ୍ଲାର ବାଭ-ଥରାଦରେ ଏକ ସାର୍ବଜନୀନ ସମାବେଶକୁ ସମ୍ବୋଧିତ କରିଛନ୍ତି, ଯେଉଁଠାରେ ସେ ଉତ୍ତର ଗୁଜରାଟ ପାଇଁ ପ୍ରାୟ ₹୨୦,୦୦୦ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ନବରାତ୍ରୀର ପବିତ୍ର ପର୍ବ ଏବେ ଶେଷ ହୋଇଛି ଏବଂ ଏହି ଦିନ ମଧ୍ୟ ଭଗବାନ ମହାବୀର ଜୟନ୍ତୀ ପାଳନ କରାଯାଉଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମା’ ଅମ୍ବା ଏବଂ ଭଗବାନ ଶ୍ରୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ପଶ୍ଚିମ ଏସିଆ ସଂଘର୍ଷ ଉପରେ ଲୋକସଭାରେ ପ୍ରଦତ୍ତ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 02:15 pm
ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଏହା ଭାରତ ପାଇଁ ସୃଷ୍ଟି କରୁଥିବା ଆହ୍ବାନ ବିଷୟରେ କହିବାକୁ ମୁଁ ଏହି ମହାନ ସଦନକୁ ଆସିଛି। ପଶ୍ଚିମ ଏସିଆର ପରିସ୍ଥିତି ବର୍ତ୍ତମାନ ଚିନ୍ତାଜନକ। ଗତ ଦୁଇରୁ ତିନି ସପ୍ତାହ ଧରି, ଜୟଶଙ୍କର ଜୀ ଏବଂ ହରଦୀପ ପୁରୀ ଜୀ ଏହି ବିଷୟ ଉପରେ ସଦନକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି। ଏହି ସଙ୍କଟ ବର୍ତ୍ତମାନ ତିନି ସପ୍ତାହରୁ ଅଧିକ ସମୟ ଧରି ଜାରି ରହିଛି। ଏହା ବିଶ୍ୱ ଅର୍ଥନୀତି ଏବଂ ଲୋକଙ୍କ ଜୀବନ ଉପରେ ଗଭୀର ପ୍ରଭାବ ପକାଉଛି। ତେଣୁ, ସମଗ୍ର ବିଶ୍ୱ ସମସ୍ତ ପକ୍ଷଙ୍କୁ ଏହି ସଙ୍କଟର ଯଥାଶୀଘ୍ର ସମାଧାନ କରିବାକୁ ଅନୁରୋଧ କରୁଛି।PM Modi addresses the Lok Sabha on the ongoing conflict in West Asia
March 23rd, 02:00 pm
Amid the West Asia conflict, PM Modi addressed the Lok Sabha and remarked that the whole world is urging all parties to work towards the earliest possible resolution of this crisis. Listing the various initiatives taken by the government to assist affected citizens, he reaffirmed India’s unwavering commitment to humanity and peace. He called upon the nation to remain united and cautioned against those who may seek to exploit the situation.ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର
February 22nd, 01:30 pm
ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।Cabinet approves construction of Twin Tube TBM road Underwater tunnel and a Railway project in Assam
February 14th, 12:56 pm
The Cabinet Committee on Economic Affairs, chaired by PM Modi, has approved the construction of a 4-lane access-controlled greenfield connectivity corridor from Gohpur on NH-15 to Numaligarh on NH-715, including a 15.79 km road-cum-rail tunnel under the River Brahmaputra, worth Rs. 18,662 crore in Assam. The project will enhance the efficiency of freight movement, reduce logistics costs and drive socio-economic growth in the North Eastern region.ଇଟି ନାଓ ଗ୍ଲୋବାଲ ବ୍ୟାପାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 13th, 08:30 pm
ଏହି ବିଶ୍ୱ ବାଣିଜ୍ୟ ସମ୍ମିଳନୀକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ; ମୁଁ ଆପଣମାନଙ୍କୁ ପ୍ରତ୍ୟେକଙ୍କୁ ଶୁଭେଚ୍ଛା ଜଣାଉଛି । ‘ବିଘ୍ନର ଏକଦଶନ୍ଧି, ପରିବର୍ତ୍ତନର ଏକ ଶତାବ୍ଦୀ’ ବିଷୟବସ୍ତୁ ଉପରେ ଆଲୋଚନା କରିବାକୁ ଆମେମାନେ ଏଠାରେ ଅଛୁ । ବିନୀତ ଜୀଙ୍କ ଭାଷଣ ଶୁଣିବା ପରେ,ମୁଁ ଅନୁଭବ କରୁଛି ଯେ ମୋର କାର୍ଯ୍ୟ ବହୁତ ସହଜ ହୋଇଯାଇଛି । କିନ୍ତୁ ମୁଁ ଏକ ଛୋଟ ଅନୁରୋଧ କରିବାକୁ ଚାହୁଁଛି - ଯେହେତୁ ଆପଣ ବହୁତ କିଛି ଜାଣନ୍ତି, ଏହା କେତେକ ସମୟରେ ଇଟି ରେ ମଧ୍ୟ ପ୍ରତିଫଳିତ ହେବା ଉଚିତ ।PM Modi addresses ET Now Global Business Summit 2026
February 13th, 08:00 pm
PM Modi addressed the ET Now Global Business Summit 2026 in New Delhi, highlighting the theme ‘A Decade of Disruption, A Century of Change.’ He noted that despite global shocks—from the pandemic to wars and supply chain breakdowns, India’s decade has been defined by strong growth, effective delivery, and a vibrant democracy. Recalling that India was the 11th-largest economy a decade ago, he said the nation is now rapidly moving toward becoming the world’s third-largest economy.No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ଆସାମର କାଜିରଙ୍ଗା ଏଲିଭେଟେଡ୍ କରିଡର ପ୍ରକଳ୍ପର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 18th, 11:30 am
ପାଗ ଥଣ୍ଡା ଅଛି, ଗାଁଗୁଡ଼ିକ ଏଠାରୁ ବହୁତ ଦୂରରେ ଅଛି । ତଥାପି ଯେତେ ଦୂର ପର୍ଯ୍ୟନ୍ତ ମୋର ଦୃଷ୍ଟି ପହଞ୍ଚୁଛି, ମତେ କେବଳ ଲୋକମାନେ ହିଁ ଦେଖାଯାଉଛନ୍ତି । ଆପଣମାନେ ଏତେ ବିପୁଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଲେ, ଏଥିପାଇଁ ମୁଁ ଆପଣମାନଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ ।