‘‘ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମର ଦ୍ୱିତୀୟ ଅଧ୍ୟାୟରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥୋପକଥନ
February 09th, 10:30 am
ମୋର ପ୍ରିୟ ବନ୍ଧୁମାନେ, ପରୀକ୍ଷା ପେ ଚର୍ଚ୍ଚାର ଏହି ଗୁରୁତ୍ୱପୂର୍ଣ୍ଣ ସଂସ୍କରଣକୁ ଆପଣମାନଙ୍କୁ ସ୍ୱାଗତ। ଏଥର ଏହା ଟିକେ ଅଲଗା, ଟିକେ ସ୍ୱତନ୍ତ୍ର। ଅନେକ ଛାତ୍ର ପରାମର୍ଶ ଦେଇଥିଲେ ଯେ ପରୀକ୍ଷା ପେ ଚର୍ଚ୍ଚା ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଅନୁଷ୍ଠିତ ହେବା ଉଚିତ। ତେଣୁ ଏଥର ମୁଁ ଏହି ଆଲୋଚନା କରିବା ପାଇଁ ସମଗ୍ର ଭାରତର ଛାତ୍ରଛାତ୍ରୀଙ୍କ ସହ ବସିଛି। ଏହି ବିଶେଷ ଅଧ୍ୟାୟରେ ଆପଣ ଠିକ୍ ସେଇଆ ଦେଖିବେ। ଚାଲନ୍ତୁ ତାମିଲନାଡୁର କୋଏମ୍ବାଟୁରରୁ ଆରମ୍ଭ କରିବା। ତାମିଲନାଡୁର ଛାତ୍ରଛାତ୍ରୀଙ୍କ ଶକ୍ତି ଏବଂ କୌତୁହଳ ମୋତେ ବହୁତ ପ୍ରଭାବିତ କରିଛି। ଆସନ୍ତୁ ନଜର ପକାଇବା।PM Modi interacts with students from multiple locations in the second episode of Pariksha Pe Charcha 2026
February 09th, 10:00 am
In continuation of the 9th edition of Pariksha Pe Charcha (PPC) 2026, PM Modi interacted with students from multiple locations, including Coimbatore, Raipur, Devmogra and Guwahati. The discussion covered perse topics such as startups, sports, Vocal for Local, Wed in India, discipline, AI and tribal communities, making it a memorable experience. He urged students to observe situations, accept challenges and rely on their inner strength.ଦେବମୋଗ୍ରା, କୋଏମ୍ବାଟୁର, ରାୟପୁର, ଗୌହାଟୀ ଏବଂ ଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗରେ ଏକ୍ସାମ୍ ୱାରିୟର୍ସଙ୍କ ସହ ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ
February 03rd, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗରିକମାନଙ୍କୁ ଫେବୃଆରୀ ୬ ତାରିଖରେ ସ୍ୱତନ୍ତ୍ର ‘ପରୀକ୍ଷା ପେ ଚର୍ଚ୍ଚା’ ଏପିସୋଡର ଆକର୍ଷଣୀୟ ବାର୍ତ୍ତାଳାପ ଏବଂ ଭାରତର ଯୁବକମାନଙ୍କ ସାମୂହିକ ଉତ୍ସାହର ସାକ୍ଷୀ ହେବା ପାଇଁ ନିମନ୍ତ୍ରଣ କରିଛନ୍ତି।ରାୟପୁରଠାରେ ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ 60ତମ ସର୍ବଭାରତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
November 30th, 05:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାୟପୁରର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟଠାରେ ପୁଲିସ ମହାନିର୍ଦ୍ଦେଶକ/ ମହାନିରୀକ୍ଷକଙ୍କ 60ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହି ତିନି ଦିନିଆ ସମ୍ମିଳନୀର ବିଷୟବସ୍ତୁ ‘ବିକଶିତ ଭାରତ: ସୁରକ୍ଷା ପରିଦୃଶ୍ୟ’।Prime Minister chairs DGP/IGP Conference in Raipur
November 29th, 08:25 pm
Prime Minister Shri Narendra Modi chaired the first day of the Conference of Directors General and Inspectors General of Police in Raipur today. He remarked that the conference witnessed extensive deliberations on different aspects of India’s security system.ପ୍ରଧାନମନ୍ତ୍ରୀ ୨୯-୩୦ ନଭେମ୍ବର ରାୟପୁରରେ ୬୦ତମ ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ନିରୀକ୍ଷକ ମହାନିରୀକ୍ଷକ ସମ୍ମିଳନୀରେ ଯୋଗଦେବେ
November 27th, 12:45 pm
ପ୍ରଧାନମନ୍ତ୍ରୀ ଛତିଶଗଡର ରାୟପୁରରେ ୨୯-୩୦ ନଭେମ୍ବର ୨୦୨୫ରେ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟରେ ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ନିରୀକ୍ଷକ ମହାନିରୀକ୍ଷକଙ୍କ ୬୦ତମ ସମ୍ମିଳନୀରେ ଅଂଶଗ୍ରହଣ କରିବେ ।ନୟା ରାୟପୁରରେ ଛତିଶଗଡ଼ ବିଧାନ ସଭାର ନୂତନ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 01st, 01:30 pm
ଛତିଶଗଡ଼ର ରାଜ୍ୟପାଳ ରମଣ ଡେକା ଜୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଜୀ, ଛତିଶଗଡ଼ ବିଧାନସଭାର ଅଧ୍ୟକ୍ଷ ମୋର ବନ୍ଧୁ ରମଣ ସିଂହ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, କେନ୍ଦ୍ର ସରକାରରେ ଥିବା ମୋର ସହଯୋଗୀ ମନ୍ତ୍ରୀ ତୋଖନ ସାହୁ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଜୀ, ଅରୁଣ ସାୱ ଜୀ, ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ ଏବଂ ଏଠାରେ ଥିବା ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ନୟା ରାୟପୁରରେ ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କରିଛନ୍ତି
November 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ରାଜ୍ୟ ବିଧାନସଭାର ନୂତନ କୋଠା ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଛତିଶଗଡ଼ର ବିକାଶ ଯାତ୍ରା ପାଇଁ ଏକ ସୁବର୍ଣ୍ଣ ଆରମ୍ଭ। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ, ବ୍ୟକ୍ତିଗତ ଭାବର ଏହା ତାଙ୍କ ପାଇଁ ଏକ ଅତ୍ୟନ୍ତ ଆନନ୍ଦଦାୟକ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଭୂମି ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କ ଉପରେ ମତ ଦେଇଥିଲେ, ଯାହା ଦଶନ୍ଧି ଧରି ପାଳିତ ହୋଇଥିଲା। ଜଣେ ଦଳୀୟ କର୍ମୀ ଭାବରେ ତାଙ୍କ ସମୟକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ସେ ଛତିଶଗଡ଼ରେ ବହୁତ ସମୟ ବିତାଇଥିଲେ ଏବଂ ବହୁତ କିଛି ଶିଖିଥିଲେ। ସେ ଛତିଶଗଡ଼ର ଦୃଷ୍ଟିକୋଣ, ଏହାର ସୃଷ୍ଟି ପାଇଁ ସଂକଳ୍ପ ଏବଂ ସେହି ସଂକଳ୍ପର ପୂରଣକୁ ଆହୁରି ମନେ ପକାଇ କହିଥିଲେ ଛତିଶଗଡ଼, ପରିବର୍ତ୍ତନର ପ୍ରତ୍ୟେକ ମୁହୂର୍ତ୍ତର ସେ ସାକ୍ଷୀ ଅଛନ୍ତି। ରାଜ୍ୟ ଏହାର ୨୫ ବର୍ଷର ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟରେ ପହଞ୍ଚିବା ସହିତ, ଏହି ମୁହୂର୍ତ୍ତର ଅଂଶ ହେବାର ସୁଯୋଗ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ। ରୌପ୍ୟ ଜୟନ୍ତୀ ପାଳନ ଅବସରରେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କ ପାଇଁ ନୂତନ ବିଧାନସଭା କୋଠା ଉଦଘାଟନ କରିବାର ସୁଯୋଗ ତାଙ୍କୁ ମିଳିଛି। ଏହି ଅବସରରେ ସେ ଛତିଶଗଡ଼ର ଜନସାଧାରଣ ଏବଂ ରାଜ୍ୟ ସରକାରଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।ଛତିଶଗଡ଼ର ରାୟପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
May 12th, 05:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡ଼ର ରାୟପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।Congress' priority to fill its coffers through corruption: PM Modi in Chhattisgarh
November 04th, 01:40 pm
Ahead of Chhattisgarh assembly elections, Prime Minister Narendra Modi today congratulated the people of state for the newly unveiled BJP manifesto, which promises to transform their aspirations into reality. Addressing a public meeting in Chhattisgarh’s Durg, PM Modi said, “Within this manifesto, priority has been given to the women, youth, and farmers of Chhattisgarh. The BJP has a consistent track record of delivering on its promises.”PM Modi campaigns in Chhattisgarh’s Durg
November 04th, 01:05 pm
Ahead of Chhattisgarh assembly elections, Prime Minister Narendra Modi today congratulated the people of state for the newly unveiled BJP manifesto, which promises to transform their aspirations into reality. Addressing a public meeting in Chhattisgarh’s Durg, PM Modi said, “Within this manifesto, priority has been given to the women, youth, and farmers of Chhattisgarh. The BJP has a consistent track record of delivering on its promises.”Congress cannot breathe without corruption; Modi is guarantee of action against corruption: PM Modi in Raipur
July 07th, 12:00 pm
PM Modi addressed a public meeting in Raipur. PM Modi expressed, The formation of Chhattisgarh saw a significant contribution from the BJP. We possess a profound understanding of the people of Chhattisgarh and are well-aware of their requirements. Consequently, the government of BJP in Delhi is fully committed to propelling the rapid progress of Chhattisgarh.PM Modi campaigns in Raipur, Chhattisgarh
July 07th, 11:44 am
PM Modi addressed a public meeting in Raipur. PM Modi expressed, The formation of Chhattisgarh saw a significant contribution from the BJP. We possess a profound understanding of the people of Chhattisgarh and are well-aware of their requirements. Consequently, the government of BJP in Delhi is fully committed to propelling the rapid progress of Chhattisgarh.ଛତିଶଗଡ଼ର ରାୟପୁର ଠାରେ ବିକାଶ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
July 07th, 11:23 am
ଛତିଶଗଡ଼ର ରାଜ୍ୟପାଳ ଶ୍ରୀମାନ ବିଶ୍ୱଭୂଷଣ ହରିଚନ୍ଦନ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭୂପେଶ ବଘେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଭାଇ ନୀତୀନ ଗଡ଼କରୀଜୀ, ମନସୁଖ ମାଣ୍ଡବ୍ୟ ଜୀ, ରେଣୁକା ସିଂହ ଜୀ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଶ୍ରୀମାନ ଟି.ଏସ. ସିଂହ ଦେବ ଜୀ, ଭାଇଶ୍ରୀ ରତନ ସିଂହ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ, ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ, ଛତିଶଗଡ଼ର ବିକାଶ ଯାତ୍ରାରେ ଆଜିର ଦିନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ, ବହୁତ ବଡ଼ ଅଟେ ।ଛତିଶଗଡର ରାୟପୁରରେ ପ୍ରାୟ ୭୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
July 07th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡର ରାୟପୁରରେ ପ୍ରାୟ ୭୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସେ ପ୍ରାୟ ୬୪୦୦ କୋଟି ଟଙ୍କା ମୂଲ୍ୟର ୫ ଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ଓ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ୧୦୩ କିଲୋମିଟର ଦୈର୍ଘ୍ୟ ରାୟପୁର - ଖରିଆର ରୋଡ ରେଳ ଲାଇନର ଦୋହରୀକରଣକୁ ଉତ୍ସର୍ଗ କରିଛନ୍ତି ଯାହାକି ୭୫୦ କୋଟି ଟଙ୍କା ବ୍ୟୟରେ ଶେଷ ହୋଇଛି, କେଓଟି - ଅନ୍ତଗଡ଼କୁ ସଂଯୋଗ କରୁଥିବା ୧୭ କିଲୋମିଟର ଦୈର୍ଘ୍ୟ ନୂତନ ରେଳ ଲାଇନ ୨୯୦ କୋଟି ଟଙ୍କା ମୂଲ୍ୟରେ ବିକଶିତ ହୋଇଛି । ଅଧିକନ୍ତୁ, ପ୍ରଧାନମନ୍ତ୍ରୀ କେରୋବା ଠାରେ ୧୩୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ର୍ନିମିତ ବାର୍ଷିକ ୬୦ ହଜାର ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଭାରତୀୟ ତୈଳ ନିଗମର ଏକ ବଟଲିଂ ପ୍ଲାଣ୍ଟକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ସେ ଭିଡିଓ ଲିଙ୍କ ମାଧ୍ୟମରେ ଅନ୍ତଗଡ - ରାୟପୁର ଟ୍ରେନକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥି ସହିତ ପ୍ରଧାନମନ୍ତ୍ରୀ ମଧ୍ୟ ଆୟୁଷ୍ମାନ ଭାରତ ଅଧୀନରେ ହିତାଧିକାରୀଙ୍କୁ ୭୫ ଲକ୍ଷ କାର୍ଡ ବଣ୍ଟନ ଆରମ୍ଭ କରିଥିଲେ ।ବିଳାସପୁର ଡିଭିଜନ, ରାୟପୁର ଡିଭିଜନ, ସମ୍ବଲପୁର ଡିଭିଜନ, ନାଗପୁର ଡିଭିଜନ ଏବଂ ଛତିଶଗଡର ୱାଲଟିୟର ଡିଭିଜନରେ ରେଳବାଇର ୧୦୦% ବିଦ୍ୟୁତିକରଣକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
March 25th, 11:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଳାସପୁର ଡିଭିଜନ, ରାୟପୁର ଡିଭିଜନ, ସମ୍ବଲପୁର ଡିଭିଜନ, ନାଗପୁର ଡିଭିଜନ ଏବଂ ୱାଲଟିୟର ଡିଭିଜନରେ ରେଳବାଇର ୧୦୦% ବିଦ୍ୟୁତିକରଣକୁ ପ୍ରଶଂସା କରିଛନ୍ତି ।Bhagwan Birsa lived for the society, sacrificed life for his culture and the country: PM
November 15th, 09:46 am
Prime Minister Narendra Modi inaugurated Bhagwan Birsa Munda Memorial Udyan cum Freedom Fighter Museum at Ranchi via video conferencing. He said, “This museum will become a living venue of our tribal culture full of persity, depicting the contribution of tribal heroes and heroines in the freedom struggle.”ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ରାଞ୍ଚି ଠାରେ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 15th, 09:45 am
ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବା ଲାଗି ଭାରତ ସରକାର ଘୋଷଣା କରିଛନ୍ତି । ଏହି ଉପଲକ୍ଷେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କରିଛନ୍ତି । ରାଞ୍ଚି ଠାରେ ନିର୍ମାଣ କରାଯାଇଥିବା ଏହି ସଂଗ୍ରହାଳୟ ତଥା ଉଦ୍ୟାନକୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଥିଲେ । ଝାଡ଼ଖଣ୍ଡ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ମନ୍ତ୍ରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।