କେରଳମ୍‌ର ଏର୍ଣ୍ଣାକୁଲମ୍‌ରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 11th, 02:00 pm

କେରଳମ୍‌ର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ର କ୍ୟାବିନେଟ୍‌ରେ ମୋର ସହଯୋଗୀ, ସୁରେଶ ଗୋପୀ ଜୀ, ଜର୍ଜ କୁରିୟନ୍ ଜୀ, ସାଂସଦ ଏବଂ ବିଧାୟକମାନେ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଜୀ, ଭାଇ ଓ ଭଉଣୀମାନେ !

କେରଳମର ଏର୍ଣ୍ଣାକୁଲମ୍‌ରେ ୧୧,୦୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 11th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳମ୍‌ର ଚଳଚଞ୍ଚଳ ଉପକୂଳ ସହର କୋଚି ଗସ୍ତ କରିଥିଲେ ଓ ରାଜ୍ୟର ପ୍ରଗତି ତ୍ବରାନ୍ବିତ କରିବାକୁ ବିଭିନ୍ନ ପ୍ରଭାବଶାଳୀ ପ୍ରକଳ୍ପର ଉଦଘାଟନ କରିଥିଲେ। ନିବେଶର ବ୍ୟାପକତା ଉପରେ ଗୁରୁତ୍ୱାରୋପ କରି, ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କୋଚି ଆସିବା ସର୍ବଦା ଏକ ମହାନ ଅଭିଜ୍ଞତା ରହିଆସିଛି ଓ ଏହି ପ୍ରକଳ୍ପଗୁଡ଼ିକ ପାଇଁ କେରଳବାସୀଙ୍କୁ ମୁଁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳ ରାଜ୍ୟପାଳ

January 10th, 07:48 pm

କେରଳ ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।