ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାରର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

December 22nd, 03:33 pm

ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।