
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
May 10th, 02:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭, ଲୋକକଲ୍ୟାଣ ମାର୍ଗରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, ଏନଏସଏ ଅଜିତ ଡୋଭାଲ, ସିଡିଏସ ଜେନେରାଲ ଅନିଲ ଚୌହାନ, ସେନାର ମୁଖ୍ୟମାନେ ଏବଂ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ ।
PM Modi chairs a meeting with Defence Minister, NSA, CDS and Chiefs of Armed Forces
May 09th, 10:24 pm
PM Modi chaired a meeting attended by Defence Minister Shri Rajnath Singh, National Security Advisor Shri Ajit Doval, Chief of Defence Staff General Anil Chauhan, and Chiefs of the armed forces and senior officials.
‘India’s Defence Transformation is a Testament to Self-Reliance and Sovereignty,’ says Rajnath Singh, Minister of Defence
January 31st, 03:38 pm
India’s defence sector has witnessed unprecedented growth and modernisation in recent years, driven by indigenous production, strategic investments, and a renewed focus on self-reliance. From the ₹10,000 crore Pinaka rocket ammunition deal to advanced missile technologies like Agni V MIRV and Pralay, the nation is reinforcing its position as a global military powerhouse.ଫଳାଫଳ ତାଲିକା: ଭିଏଣ୍ଟିଆନେ, ଲାଓ ପିଡିଆରକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ଅକ୍ଟୋବର ୧୦ -୧୧, ୨୦୨୪)
October 11th, 12:39 pm
ପ୍ରତିରକ୍ଷା ସହଯୋଗ ସମ୍ପର୍କରେ ଭାରତୀୟ ଗଣତନ୍ତ୍ରର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ଲାଓ ପିପୁଲ୍ସ ଡେମୋକ୍ରାଟିକ୍ ରିପବ୍ଲିକର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟରେ ବୁଝାମଣାପତ୍ର୨୦୨୩-୩୪ରେ ପ୍ରତିରକ୍ଷା ଉତ୍ପାଦନରେ ସର୍ବୋଚ୍ଚ ଅଭିବୃଦ୍ଧିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 05th, 12:34 pm
ପ୍ର୍ରତିରକ୍ଷା ଉତ୍ପାଦନରେ ୨୦୨୩-୨୪ରେ ପଞ୍ଜୀକୃତ ହୋଇଥିବାଭାରତର ସର୍ବୋଚ୍ଚ ଅଭିବୃଦ୍ଧିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀପ୍ରଶଂସା କରିଛନ୍ତି । ଗତ ଆର୍ଥିକ ବର୍ଷର ଉତ୍ପାଦନ ମୂଲ୍ୟ ତୁଳନାରେଚଳିତ ବର୍ଷ ଉତ୍ପାଦନ ୧୬.୮% ବୃଦ୍ଧି ପାଇ ୧,୨୬,୮୮୭ କୋଟି ଟଙ୍କାହୋଇଛି ।ରାଜସ୍ଥାନର ପୋଖରାନରେ ' ଭାରତ ଶକ୍ତି ଅଭ୍ୟାସ' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 02:15 pm
ଆଜି ଆମେ ଏଠାରେ ଯେଉଁ ଦୃଶ୍ୟ ଦେଖିଛୁ, ଆମ ତିନି ସେନାର ବୀରତ୍ୱ ଆଶ୍ଚର୍ଯ୍ୟଜନକ । ଆକାଶରେ ଏହି ଗର୍ଜନ... ମାଟିରେ ଏହି ସାହସିକତା... ଏହି ବିଜୟ ଚିତ୍କାର ସବୁ ଦିଗରେ ଗୁଞ୍ଜରିତ ହୋଇଥିଲା... ଏହା ହେଉଛି ଏକ ନୂତନ ଭାରତର ଆହ୍ୱାନ । ଆଜି ଆମର ପୋଖରାନ ପୁଣି ଥରେ ଭାରତର ଆତ୍ମନିର୍ଭରଶୀଳତା, ଭାରତର ଆତ୍ମବିଶ୍ୱାସ ଏବଂ ଭାରତର ଆତ୍ମଗର୍ବର ଏହି ତ୍ରିମୂର୍ତ୍ତିର ସାକ୍ଷୀ ପାଲଟିଛି । ଏହା ହେଉଛି ପୋଖରାନ, ଯାହା ଭାରତର ପରମାଣୁ ଶକ୍ତିର ସାକ୍ଷୀ ହୋଇଛି ଏବଂ ଏଠାରେ ଆମେ ସ୍ୱଦେଶୀକରଣଠାରୁ ଆରମ୍ଭ କରି ସଶକ୍ତୀକରଣ ପର୍ଯ୍ୟନ୍ତ ଏହାର ଶକ୍ତି ମଧ୍ୟ ଦେଖୁଛୁ । ଆଜି ଭାରତ ଶକ୍ତିର ଏହି ପର୍ବ ବୀରତ୍ୱର ଭୂମି ରାଜସ୍ଥାନରେ ଅନୁଷ୍ଠିତ ହେଉଛି, କିନ୍ତୁ ଏହାର ଶବ୍ଦ କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ଶୁଣିବାକୁ ମିଳୁଛି ।'ଭାରତ ଶକ୍ତି' - ରାଜସ୍ଥାନର ପୋଖରାନରେ ଏକ ତ୍ରି-ସେବା ଫାୟାରିଂ ଏବଂ ଶକ୍ତି ଦକ୍ଷତା ଅଭ୍ୟାସ ସମୟରେ ଉପସ୍ଥିତ ରହିଥିଲେ ପ୍ରଧାନମନ୍ତ୍ରୀ
March 12th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ପୋଖରାନଠାରେ ତ୍ରି-ସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ ଦେଖିଥିଲେ । ଦେଶର ଆତ୍ମନିର୍ଭର ଭାରତ ଅଭିଯାନକୁ ଆଧାର କରି 'ଭାରତ ଶକ୍ତି' ଦେଶର ଦକ୍ଷତା ପ୍ରଦର୍ଶନ ପାଇଁ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ଏବଂ ପ୍ଲାଟଫର୍ମ ପ୍ରଦର୍ଶନ କରିବ ।NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।ଆମେରିକାର ବୈଦେଶିକ ଏବଂ ପ୍ରତିରକ୍ଷା ସଚିବଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
November 10th, 08:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆମେରିକାର ବୈଦେଶିକ ସଚିବ ମହାମହିମ ଶ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ ଏବଂ ପ୍ରତିରକ୍ଷା ସଚିବ ମହାମହିମ ଶ୍ରୀ ଲଏଡ୍ ଅଷ୍ଟିନ ସାକ୍ଷାତ କରିଛନ୍ତି ।ଭାରତର ପ୍ରତିରକ୍ଷା କ୍ଷେତ୍ରକୁ ଆତ୍ମନିର୍ଭରଶୀଳ କରିବା ପାଇଁ ଚାଲିଥିବା ନିରନ୍ତର ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
March 17th, 12:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରତିରକ୍ଷା କ୍ଷେତ୍ରକୁ ଆତ୍ମନିର୍ଭରଶୀଳ କରିବା ପାଇଁ ଚାଲିଥିବା ପ୍ରୟାସକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ମଧ୍ୟ ଭାରତୀୟ ପ୍ରତିଭା ଉପରେ ଆମର ବିଶ୍ୱାସକୁ ପ୍ରମାଣିତ କରୁଛି ।Seventh meeting of Governing Council of NITI Aayog concludes
August 07th, 05:06 pm
The Prime Minister, Shri Narendra Modi, today heralded the collective efforts of all the States in the spirit of cooperative federalism as the force that helped India emerge from the Covid pandemic.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଜୋସେଫ ଆର ବାଇଡେନଙ୍କ ମଧ୍ୟରେ ଭର୍ଚୁଆଲ୍ ଆଲୋଚନା
April 10th, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଏପ୍ରିଲ ୨୦୨୨ ତାରିଖ ଦିନ ଆମେରିକାର ରାଷ୍ଟ୍ରପତି ଜୋସେଫ ଆର ବାଇଡେନଙ୍କ ସହ ଏକ ଭର୍ଚୁଆଲ ବୈଠକ କରିବେ । ଦୁଇ ନେତା ଜାରିଥିବା ଦ୍ୱିପାକ୍ଷିକ ସହଯୋଗ ଏବଂ ନିକଟରେ ଦକ୍ଷିଣ ଏସିଆ, ଇଣ୍ଡୋ-ପାସିଫିକ୍ ଅଞ୍ଚଳ ଏବଂ ଆର୍ନ୍ତଜାତୀୟ ସ୍ଥିତି ସଂକ୍ରାନ୍ତରେ ଆଲୋଚନା କରିବେ । ଆର୍ନ୍ତଜାତିକ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବା ଲକ୍ଷ୍ୟରେ ଏହି ଭର୍ଚୁଆଲ୍ ବୈଠକ ଉଭୟ ପକ୍ଷକୁ ସେମାନଙ୍କର ନିୟମିତ ଏବଂ ଉଚ୍ଚ ସ୍ତରୀୟ ଯୋଗଦାନ ଜାରି ରଖିବାକୁ ସକ୍ଷମ କରିବ ।ଲକ୍ଷ୍ନୌ ଠାରେ ଆଜାଦୀ @୭୫ ସମ୍ମିଳନୀ ଏବଂ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ପାଠ
October 05th, 10:31 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଏବଂ ଲକ୍ଷ୍ନୌର ହିଁ ସାଂସଦ, ମୋର ବରିଷ୍ଠ ସାଥୀ, ଶ୍ରୀମାନ ରାଜନାଥ ସିଂହ ଜୀ, ଶ୍ରୀ ହରଦୀପ୍ସିଂହ ପୁରୀ ଜୀ, ମହେନ୍ଦ୍ରନାଥ ପାଣ୍ଡେ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବପ୍ରସାଦ ମୌର୍ଯ୍ୟ ଜୀ, ଶ୍ରୀ ଦିନେଶ ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀମାନ କୌଶଲ କିଶୋର ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରିଗଣ, ସାଂସଦ, ବିଧାୟକଗଣ, ଦେଶର ଭିନ୍ନ-ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ଆଦରଣୀୟ ମନ୍ତ୍ରୀଗଣ, ଅନ୍ୟ ସମସ୍ତ ମହାନୁଭବ ଏବଂ ଉତ୍ତର ପ୍ରଦେଶର ମୋର ପ୍ରିୟ ଭଉଣୀ ଓ ଭାଇମାନେ!ଲକ୍ଷ୍ନୌରେ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କଲେ @୭୫-ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ
October 05th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୦୫-୧୦-୨୦୨୧) ଲକ୍ଷ୍ନୌଠାରେ ଆଜାଦୀ@୭୫- ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ହରଦୀପ ସିଂ ପୁରୀ, ମହେନ୍ଦ୍ର ନାଥ ପାଣ୍ଡେ, କୌଶଳ କିଶୋର, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।ଦେଶର କିଛି ଭାଗରେ ଗୁଣ୍ଡାଗିରିକୁ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ନିନ୍ଦା;
March 07th, 10:44 am
ଦେଶର କେତେକ ଭାଗରେ ସମ୍ପ୍ରତି ଦେଖାଦେଇଥିବା ଗୁଣ୍ଡାଗିରିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି ଏବଂ କହିଛନ୍ତି ଯେ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦେଶର କେତେକ ଭାଗରେ ପ୍ରତିମୂର୍ତ୍ତୀ ଭଙ୍ଗାଯିବା ଘଟଣା ଦୃଷ୍ଟିକୁ ଆସିଛି । ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ’ଙ୍କ ସହ ଆଲୋଚନା କରି ଏହି ଘଟଣାବଳିକୁ ଦୃଢ଼ ନିନ୍ଦା କରିଛନ୍ତି । ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ଏହି ଗୁଣ୍ଡାଗିରିକୁ ଗୁରୁତର ଭାବେ ଗ୍ରହଣ କରିଛି ଏବଂ ଏପରି ଘଟଣାକୁ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନେଇ ସଂପୃକ୍ତ ରାଜ୍ୟମାନଙ୍କୁ କହିଛି । ଏପରି ଘଟଣାରେ ସଂପୃକ୍ତ ବ୍ୟକ୍ତିମାନଙ୍କୁ ଦୃଢ଼ ଭାବେ ଦମନ କରାଯିବା ଏବଂ ଆଇନ ଅନୁଯାୟୀ ଦଣ୍ଡ ବିଧାନ କରାଯିବା ଆବଶ୍ୟକ ବୋଲି କୁହାଯାଇଛି ।