ଏସିଆନ୍ ପାରା ଗେମ୍ସରେ ପୁରୁଷ ୧୫୦୦ ମିଟର-ଟି୪୬ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ରାକେଶ ଭୈରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 24th, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସିଆନ୍ ପାରା ଗେମ୍ସରେ ପୁରୁଷ ୧୫୦୦ ମିଟର-ଟି୪୬ ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିଥିବା ରାକେଶ ଭୈରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।