Shri Ram Nath Kovind’s autobiography will become a treasure for Indian democracy and Indian society: PM Modi
August 12th, 09:45 am
During the release of former President Shri Ram Nath Kovind Ji’s biography, Triumph of the Indian Republic: My Life, My Struggles, PM Modi lauded his contribution to society and the nation. Urging everyone to read the book in full, PM Modi noted that through his conduct, Shri Kovind presented before the world a picture of India’s values and traditions that every Indian can be proud of. He concluded by cautioning the youth against shortcuts in life, saying, “Shortcut will cut you short.”ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 12th, 09:30 am
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଟ୍ରାୟମ୍ଫ ଅଫ୍ ଦି ଇଣ୍ଡିଆନ୍ ରିପବ୍ଲିକ୍: ମାଇଁ ଲାଇଫ୍, ମାଇଁ ଷ୍ଟ୍ରଗଲ୍ସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜି ଆମକୁ ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବାର ସୁଯୋଗ ମିଳିଛି ଏବଂ ମୁଁ ଏହି କାର୍ଯ୍ୟକ୍ରମର ଏକ ଅଂଶବିଶେଷ ହୋଇପାରିଥିବାରୁ ଅତ୍ୟନ୍ତ ଖୁସି।”୧୨ ଅଗଷ୍ଟରେ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
August 11th, 01:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଅଗଷ୍ଟ ୨୦୨୬ ପୂର୍ବାହ୍ନ ୯:୩୦ ସମୟରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଟ୍ରାୟମ୍ଫ ଅଫ୍ ଦି ଇଣ୍ଡିଆନ୍ ରିପବ୍ଲିକ୍: ମାଇ ଲାଇଫ୍, ମାଇ ଷ୍ଟ୍ରଗଲ୍ସର ଉନ୍ମୋଚନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସମ୍ବୋଧିତ କରିବେ।ଭାରତର ପୂର୍ବତନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
February 16th, 10:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ସିପି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି ।ଏକକାଳୀନ ନିର୍ବାଚନ ନେଇ ଉଚ୍ଚସ୍ତରୀୟ କମିଟିର ସୁପାରିସ କେନ୍ଦ୍ର କ୍ୟାବିନେଟରେ ଗୃହୀତ
September 18th, 04:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଦେଶବ୍ୟାପୀ ଏକକାଳୀନ ନିର୍ବାଚନ ପାଇଁ ଉଚ୍ଚସ୍ତରୀୟ କମିଟିର ସୁପାରିସକୁ ଗ୍ରହଣ କରାଯାଇଛି ।The priority of RJD and Congress is not you, the people, but their own vote bank: PM Modi in Hajipur
May 13th, 11:21 pm
Hajipur, Bihar welcomed Prime Minister Narendra Modi with great enthusiasm. Addressing the gathering, PM Modi emphasized BJP’s unwavering dedication to building a Viksit Bharat and Viksit Bihar. He assured equal participation in decision-making for all.PM Modi energizes crowds in Hajipur, Muzaffarpur and Saran, Bihar, with his powerful words
May 13th, 10:30 am
Hajipur, Muzaffarpur and Saran welcomed Prime Minister Narendra Modi with great enthusiasm, today. Addressing the massive gathering in Bihar, PM Modi emphasized BJP’s unwavering dedication to building a Viksit Bharat and Viksit Bihar. He assured equal participation in decision-making for all.ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 12th, 09:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କୁ ଭେଟି ତାଙ୍କୁ ଏବଂ ପରିବାରକୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ।