Daman has become a living example of Mini India: PM Modi
June 05th, 07:20 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.PM Modi inaugurates, dedicates to the nation and lays the foundation stone of development projects worth around ₹2,970 crore in Daman
June 05th, 07:15 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ତାମିଲନାଡ଼ୁ ଗସ୍ତରେ ଯିବେ ଏବଂ ମୂଳ ଭୂଖଣ୍ଡ ସହ ରାମେଶ୍ୱରମକୁ ସଂଯୋଗ କରୁଥିବା ନୂତନ ପମ୍ବନ ରେଳ ପୋଲ ଉଦଘାଟନ କରିବେ
April 04th, 02:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପି୍ରଲ ୬ ତାରିଖରେ ତାମିଲନାଡ଼ୁ ଗସ୍ତରେ ଯିବେ । ରାମନବମୀ ଅବସରରେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ସେ ନୂତନ ପମ୍ବନ ରେଳ ପୋଲକୁ ଉଦଘାଟନ କରିବେ । ଏହା ଦେଶର ପ୍ରଥମ ଭର୍ଟିକଲ ଲିଫ୍ଟ ସମୁଦ୍ର ପୋଲ । ପୋଲ ପାଖରୁ ପ୍ରଧାନମନ୍ତ୍ରୀ ଏକ ଟ୍ରେନ ଓ ଜାହାଜ ଚଳାଚଳର ଶୁଭାରମ୍ଭ କରିବା ସହ ପୋଲ ପରିଚାଳନାର ପ୍ରତ୍ୟକ୍ଷ ଅନୁଭୂତି ନେବେ ।ସିଲଭାସାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:00 pm
ଆପଣମାନେ ସମସ୍ତେ କେମିତି ଅଛନ୍ତି। ଆଜିର ଏହି କାର୍ଯ୍ୟକ୍ରମ ବହୁତ ଉତ୍ସାହ ରହିଛି ଓ ଭଲ ଲାଗୁଛି। ମୁଁ କେନ୍ଦ୍ର ଶାସିତ ଅଞ୍ଚଳର ସମସ୍ତ କର୍ମୀଙ୍କୁ ଧନ୍ୟବାଦ ଜଣାଉଛି, ଯେଉଁମାନେ ମୋତେ ଆପଣମାନଙ୍କ ଠାରୁ ଊର୍ଦ୍ଧ୍ୱକୁ ଉଠିବାର ସୁଯୋଗ ଦେଇଛନ୍ତି। ଆଜି ଅନେକ ପରିଚିତ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଇବାର ସୁଯୋଗ ପାଇଛି।PM Modi inaugurates and launches various development works worth over ₹2580 crore in Silvassa
March 07th, 02:45 pm
PM Modi launched various development works worth over ₹2580 crore in Silvassa. He also inaugurated the Namo Hospital in Silvassa earlier to the event. PM highlighted the significance of healthcare projects launched in Silvassa on Jan Aushadhi Diwas. He remarked that developments like the Ram Setu, Namo Path, Tent City in Daman, and the popular Night Market are enhancing the region's appeal.ଅଯୋଧ୍ୟାରେ ଶ୍ରୀରାମଲାଲାଙ୍କ ପ୍ରାଣ-ପ୍ରତିଷ୍ଠା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 22nd, 05:12 pm
ଶ୍ରଦ୍ଧେୟ ମଞ୍ଚ, ସମସ୍ତ ସାଧୁ ସନ୍ଥ, ଏଠାରେ ଉପସ୍ଥିତ ଥିବା ଏବଂ ପୃଥିବୀର କୋଣ ଅନୁକୋଣରେ ଆମ ସମସ୍ତଙ୍କ ସହ ଯୋଡ଼ି ହୋଇ ରହିଥିବା ସମସ୍ତ ରାମ ଭକ୍ତ, ଆପଣ ସମସ୍ତଙ୍କୁ ନମସ୍କାର, ସମସ୍ତଙ୍କୁ ରାମ-ରାମ ।ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 22nd, 01:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟା ଠାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଇଥିଲେ । ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ ଯୋଗଦାନ କରିଥିବା ଶ୍ରମଜୀବୀ ମାନଙ୍କ ସହ ଶ୍ରୀ ମୋଦୀ ବାର୍ତ୍ତାଳାପ କରିଥିଲେ ।ରାମ ସେତୁ ଆରମ୍ଭ ସ୍ଥାନ ଅରିଚଲ ମୁନାଇ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
January 21st, 03:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାମସେତୁର ଆରମ୍ଭ ସ୍ଥାନ ଅରିଚଲ ମୁନାଇ ପରିଦର୍ଶନ କରିଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
June 18th, 11:30 am
ନମସ୍କାର । ‘ମନ୍ କି ବାତ୍’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।